Posted inଖେଳ

ସଚିନଙ୍କୁ ରାଜନୀତିଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ ଏହି ରାଜନେତା

ଶିବସେନାର ସଂସ୍ଥାପକ ବାଲ୍‌ ଠାକରେ ଆଜିର ଦିନରେ ହିଁ ଦୁନିଆରୁ ବିଦାୟ ନେଇଥିଲେ। ଜୀବନରେ କେବେ ନିର୍ବାଚନ ଲଢି ନ ଥିଲେ ମଧ୍ୟ ସେ ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଥରେ ବାଲ୍‌ ଠାକରେ ଟିମ୍‌ ଇଣ୍ଡିଆର ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକରଙ୍କୁ ରାଜନୀତିଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ। ମୁମ୍ବାଇ କେବଳ ମହାରାଷ୍ଟ୍ରବାସୀଙ୍କର କି ବୋଲି ଥରେ ଗଣମାଧ୍ୟମ ପକ୍ଷରୁ ସଚିନଙ୍କୁ ପ୍ରଶ୍ନ କରାଯାଇଥିଲା। ଏହାର ଜବାବରେ ସେ କହିଥିଲେ ମୁମ୍ବାଇ ଭାରତୀୟଙ୍କର, ତେଣୁ ମୁଁ ପ୍ରଥମେ ଜଣେ ଭାରତୀୟ ତା’ପରେ ମହାରାଷ୍ଟ୍ରୀୟାନ୍‌। ବାଲ୍‌ ଠାକରେଙ୍କ କାନରେ ସଚିନ କଥା ପଡିବା ପରେ ସେ କହିଥିଲେ, ସଚିନ ରାଜନୀତିରେ ମୁଣ୍ଡ ନ ପୂରାଇବା ଭଲ। ସଚିନ କେବଳ କ୍ରିକେଟ ହିଁ ଖେଳନ୍ତୁ, ରାଜନୀତି ପଡିଆରେ ବ୍ୟାଟିଂ କରିବାକୁ ପ୍ରୟାସ ନ କରନ୍ତୁ ବୋଲି ଠାକରେ ବନ୍ତବ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏରର୍‌ ୪୦୪; ଆଉଜଣେ ଧୋନୀ କେବେ ବି ମିଳିବେ ନାହିଁ: କୈଫ୍‌

ନୂଆଦିଲ୍ଲୀ,୭।୭: ଭାରତୀୟ କ୍ରିକେଟ୍‌ ଟିମ୍‌ର ସବୁଠାରୁ ସଫଳ ଅଧିନାୟକ ହେଉଛନ୍ତି ମହେନ୍ଦ୍ର ସିଂ ଧୋନୀ। ମଙ୍ଗଳବାର ସେ ୩୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ...

ଆଉ ଗୋଟିଏ ପରାଜୟ ହେଲେ ବିଦା ହେବ ଭାରତ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରିଟି ଟେଷ୍ଟ ମ୍ୟାଚ ସିରିଜ୍‌ ଏବେ ଚାଲିଛି। କିନ୍ତୁ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପର ଫାଇନାଲ ମଧ୍ୟ ଏହି ସିରିଜରୁ...

ଆଇପିଏଲ୍‌ର ସବୁଠୁ ମହଙ୍ଗା ଖେଳାଳି କିଏ ଜାଣନ୍ତି କି

କ୍ରିକେଟ ଦୁନିଆର ସବୁଠୁ ବଡ ଟି -୨୦ କ୍ରିକେଟ ଲିଗ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ତାରିଖ ଯେତିକି ପାଖେଇ ଆସୁଛି, ଏହାର ଉତ୍ସାହ କ୍ରମାଗତ ଭାବେ...

କ୍ରୋଏସିଆ ଦଳରୁ ଓହରିଲେ ସିଲିକ୍‌

ଜାଗ୍ରେବ୍‌, ୮ା୧୧(ଏଏଫ୍‌ପି)- ପୂର୍ବତନ ୟୁଏସ୍‌ ଓପନ୍‌ ବିଜେତା ମାରିନ୍‌ ସିଲିକ୍‌ କ୍ରୋଏସିଆ ଡେଭିସ୍‌ କପ୍‌ ଦଳରୁ ଓହରି ଯାଇଛନ୍ତି। ଆଣ୍ଠୁରେ ଇଞ୍ଜୁରି ପାଇଁ ସେ ଏହି...

ଜାଭି ହର୍ନାଣ୍ଡିଜ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୫।୭: ପୂର୍ବତନ ସ୍ପେନ୍‌ ଓ ବାର୍ସିଲୋନ ମିଡ୍‌ଫିଲ୍ଡର ତଥା ଅଲ-ସାଦ୍‌ କୋଚ୍‌ ଜାଭି ହର୍ନାଣ୍ଡିଜ କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଶନିବାର ସେ କରୋନା...

୨୨୩ରେ ଅଟକିଲା ଟିମ୍‌ ଇଣ୍ଡିଆ

କେପ ଟାଉନ,୧୧।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ନିର୍ଣ୍ଣାୟକ ତଥା ତୃତୀୟ ଟେଷ୍ଟରେ ଭାରତ ପ୍ରଥମ ଇନିଂସରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ମ୍ୟାଚର ପ୍ରଥମ ଦିନରେ...

‘ରୋହିତ-ବିରାଟଙ୍କ ଶେଷ ବିଶ୍ୱକପ୍‌ ହୋଇପାରେ’

ନୂଆଦିଲ୍ଲୀ,୪।୬: କିଛି ଦିନ ଧରି ଖରାପ ଫର୍ମରେ ନଜର ଆସୁଛନ୍ତି ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଏବଂ ପୂର୍ବ ଅଧିନାୟକ ବିରାଟ କୋହଲି। କୋହଲି...

ଅବସର ନିଷ୍ପତ୍ତି

ଦୀର୍ଘ ୧୯ ବର୍ଷର କ୍ୟାରିୟରରେ ଡେଭିଡ ଭିଲା ସ୍ପେନ୍‌ ପାଇଁ ସବୁପ୍ରକାର ସଫଳତା ଅର୍ଜନ କରିଛନ୍ତି। ବିଶ୍ୱକପ୍‌, ୟୁରୋପିଆନ ଚାମ୍ପିୟନଶିପ୍‌ ଓ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ...

Advertisement
Archives

Model This Week