Posted inଖେଳ

ସଚିନଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ କୋହଲି

ତ୍ରିନିଦାଦ,୧୨।୮- ସ୍ଥାନୀୟ ପୋର୍ଟ ଅଫ୍‌ ସ୍ପେନଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ୧୨୫ ବଲରୁ ୧୨୦ ରନ୍‌ର ଇନିଂସ ଖେଳିବା ଅବସରରେ କ୍ୟାରିୟରର ୪୨ତମ ଶତକ ହାସଲ କରିଛନ୍ତି। ଏହା ଥିଲା ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ତାଙ୍କର ୮ମ ଶତକ। ଫଳରେ ସେ ବିଶ୍ୱ ରେକର୍ଡ ଅଧିକାରୀ ହୋଇଛନ୍ତି। ସେ ବିଶ୍ୱର ପ୍ରଥମ ଖେଳାଳି ଭାବେ ତିନି ଭିନ୍ନ ଭିନ୍ନ ଦେଶ ବିପକ୍ଷରେ ୮ କିମ୍ବା ତା’ଠାରୁ ଊର୍ଦ୍ଧ୍ୱ ସଂଖ୍ୟକ ଶତକ ଲଗାଇବାର ରେକର୍ଡ ନିଜ ନାମରେ କରିଛନ୍ତି। ଭାରତୀୟ ଅଧିନାୟକ ପୂର୍ବରୁ ଦକ୍ଷିଣ ଆଫ୍ରିକା ଓ ଶ୍ରୀଲଙ୍କା ବିପକ୍ଷରେ ୮ ଲେଖାଏ ଶତକ ଲଗାଇସାରିଛନ୍ତି। ଏହି ରେକର୍ଡ ପୂର୍ବରୁ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ନାମରେ ଥିଲା। ସେ ଅଷ୍ଟ୍ରେଲିଆ ଓ ଶ୍ରୀଲଙ୍କା ବିପକ୍ଷରେ ୯ ଲେଖାଏ ଶତକୀୟ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଭୟଭୀତ ହେବାର ଆବଶ୍ୟକତା ନାହିଁ’

ଲଣ୍ଡନ,୨୬।୫- ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ୍‌ ଭାରତକୁ ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୬ ଉଇକେଟରେ ପରାସ୍ତ କରିଛି। ଟ୍ରେଣ୍ଟ ବୋଲ୍ଟ ଓ କଲିନ ଡେ ଗ୍ରାଣ୍ଡହୋମଙ୍କ...

ଜାଡେଜାଙ୍କ ପରେ ସିଏସ୍‌କେ କ୍ୟାମ୍ପ୍‌ରେ ଯୋଗ ଦେବେନି ଏହି କ୍ରିକେଟର୍‌

ଚେନ୍ନାଇ, ୧୫।୮: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ମାସରୁ ୟୁଏଇରେ ଆରମ୍ଭ ହେବ। ଏଥିଲାଗି ଅଗଷ୍ଟ ୨୦ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ୍‌...

ଭାରତୀୟ ଜର୍ସି ପିନ୍ଧି ଗ୍ରାଉଣ୍ଡରେ ପଶିଲେ ପ୍ରଶଂସକ

ଲଣ୍ଡନ,୧୪।୮: ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ୩ୟ ଦିନରେ ଗ୍ରାଉଣ୍ଡ ଭିତରେ ଏକ ଅଜବ ଘଟଣା ଘଟିଥିଲା। ଶନିବାର ଲଞ୍ଚ ପରେ...

ଚମତ୍କାର ଖେଳିଲେ ଶୁବମନ,ଭାରତର ବିଜୟ ଆଶା ଉଜ୍ଜୀବିତ

ବ୍ରିସ୍‌ବେନ୍‌,୧୯।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଶେଷ ଟେଷ୍ଟ ରୋଚକ ସ୍ଥିତିରେ ପହଞ୍ଚିଛି। ସିରିଜର ଚତୁର୍ଥ ତଥା ଅନ୍ତିମ ଟେଷ୍ଟରେ ଶୁବମନ ଗିଲ ୯୧...

ଏଫ୍‌ଆଇଏଚ୍‌ ହକି ର଼୍ୟାଙ୍କିଙ୍ଗ: ପୁରୁଷ ୫ମ, ମହିଳା ୯ମ

ଲାଉସାନେ (ସୁଇଜରଲାଣ୍ଡ), ୮ା୯ (ପି.ଟି.)- ଓସେନିଆ କପ୍‌ ଶେଷ ହେବା ପରେ ରବିବାର ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ପକ୍ଷରୁ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ...

ସର୍ଜରୀରୁ ପ୍ରତ୍ୟାବର୍ତ୍ତନ ପରେ ମୁରେଙ୍କ ଶ୍ରେଷ୍ଠ ପ୍ରଦର୍ଶନ

ବେଜିଂ, ୧।୧୦ (ଏଏଫ୍‌ପି)- ବ୍ରିଟେନ ଟେନିସ ଷ୍ଟାର୍‌ ଆଣ୍ଡି ମୁରେ ସର୍ଜରୀରୁ ପ୍ରତ୍ୟାବର୍ତ୍ତନ କରିବା ପରେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ଏଠାରେ ଚାଲିଥିବା ଚାଇନା ଓପନ୍‌ର...

ଇଂଲଣ୍ଡ ଦଳକୁ ଟୋପ୍‌ଲେଙ୍କ ପ୍ରତ୍ୟାବର୍ତ୍ତନ

ସାଉଥାମ୍ପଟନ, ୨୮।୭ (ପି.ଟି.)- ଦୀର୍ଘ ୪ ବର୍ଷ ପରେ ଇଂଲଣ୍ଡ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ବାମହାତୀ ପେସ୍‌ ବୋଲର ରିଷି ଟୋପ୍‌ଲେ। ଆୟର୍ଲାଣ୍ଡ ବିପକ୍ଷ...

ଗୋଟିଏ ଦିନ, ଏକା ସମୟରେ ଖେଳାଯିବ ଶେଷ ଦୁଇ ମ୍ୟାଚ୍‌

ନୂଆଦିଲ୍ଲୀ,୨୮।୯: ସମାନ ତାରିଖ ଓ ସମାନ ସମୟ। ଚଳିତ ଆଇପିଏଲ୍‌ ସିଜନର ଅନ୍ତିମ ଦୁଇ ଲିଗ୍‌ ମ୍ୟାଚ୍‌ ଏକାସାଙ୍ଗରେ ଖେଳାଯିବ। ଏ ନେଇ ମଙ୍ଗଳବାର ଆଇପିଏଲ୍‌...

Advertisement
Archives

Model This Week