Posted inଖେଳ

ସଚିନଙ୍କ ଭବିଷ୍ୟବାଣୀ: ଏହି ୪ଟି ଟିମ୍‌ ବିଶ୍ୱକପ୍‌ ସେମିଫାଇନାଲରେ ପହଞ୍ଚିବେ

ମୁମ୍ବାଇ, ୨୮।୫: କ୍ରିକେଟ ବିଶ୍ୱକପ୍‌ ଯେତିକି ପାଖେଇ ଆସୁଛି, ତାକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ମେ ୩୦ରୁ ଇଂଲଣ୍ଡରେ ଆୟୋଜିତ ହେବାକୁ ଥିବା ବିଶ୍ୱକପ୍‌ରେ କେଉଁ ୪ଟି ଦଳ ସେମିଫାଇନାଲ୍‌ ଖେଳିବେ ତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର। ସେ କହିଛନ୍ତି, ଭାରତ, ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ସେମିଫାଇନାଲ ଖେଳିବା ନିଶ୍ଚିତ ଲାଗୁଥିଲାବେଳେ ଚତୁର୍ଥ ଦଳ ଭାବେ ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟ ଜଣେ କିଏ ଖେଳିବ ବୋଲି ସେ ମତ ଦେଇଛନ୍ତି। ଭାରତ ଏବଂ ଇଂଲଣ୍ଡ ଗତ କିଛିବର୍ଷ ହେଲା ଏକଦିବସୀୟରେ ଭଲ ପ୍ରଦର୍ଶନ କରିଆସୁଛନ୍ତି। ତେଣୁ ଏହି ଦୁଇ ଟିମ୍‌ ସେମିଫାଇନାଲ ଯିବା ଏକପ୍ରକାର ନିଶ୍ଚିତ। ଅଷ୍ଟ୍ରେଲିଆ ଦଳ ମଧ୍ୟ ଗତ କିଛି ସିରିଜ୍‌ରେ ଲୟକୁ ଫେରିବାରେ ସମର୍ଥ ହୋଇଛି। ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ଟିମ୍‌ ଭଲ ପ୍ରଦର୍ଶନ କରୁଛି। ତେଣୁ ସେମିଫାଇନାଲକୁ ଏହି ୪ଟି ଟିମ୍‌ ଯାଇପାରନ୍ତି ବୋଲି ସଚିନ ଭବିଷ୍ୟବାଣୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ।…

୩ ରାଶି ଉପରେ ଶନିଙ୍କ ସାଢେସାତୀର ଛାୟା, ଜାଣନ୍ତୁ କେବେ ଶେଷ ହେବ ଦୁର୍ଦ୍ଦଶା

ବୈଦିକ ଜ୍ୟୋତିଷ ଅନୁସାରେ ଶନି ଗ୍ରହଙ୍କ ଗୋଚରର ବ୍ୟକ୍ତିଙ୍କ ଜୀବନ ଉପରେ ବିଶେଷ ପ୍ରଭାବ ରହିଥାଏ। ଜନ୍ମକୁଣ୍ଡଳୀର ଚନ୍ଦ୍ର ରାଶିଠାରୁ ଶନି ଦ୍ୱାଦଶ, ପ୍ରଥମ ଓ ଦ୍ୱିତୀୟ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri