Posted inଖେଳ

ସଚିନ ତେନ୍ଦୁଲକର ୪୬ ବର୍ଷରେ କଲେ ପଦାର୍ପଣ

ନୂଆଦିଲ୍ଲୀ,୨୪।୪: ମାଷ୍ଟର ବ୍ଲାଷ୍ଟର କ୍ରିକେଟର ସଚିନ୍‌ ତେନ୍ଦୁଲକର ବୁଧବାର ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୩ ଏପ୍ରିଲ୍‌ ୨୪ରେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। କ୍ରିକେଟରେ ସଚିନ୍‌ ବେଶ୍‌ ଖ୍ୟାତି ହାସଲ କରିପାରିଛନ୍ତି। ୧୯୯୫ରେ ସେ ନିଜଠାରୁ ୫ ବର୍ଷ ବଡ଼ ଡାକ୍ତର ଅଞ୍ଜଳିଙ୍କୁ ବିବାହ କରିଥିଲେ। ୨୫୯ ଏକଦିବସୀୟ ଇନିଂସ୍‌ରେ ୧୦ ହଜାର ରନ୍‌ ସଂଗ୍ରହ କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ସେ ୩୦ ହଜାରରୁ ଅଧିକ ରନ୍‌ ସଂଗ୍ରହ କରି ଏକ ରେକର୍ଡ କରିଛନ୍ତି। ଖେଳରେ ଉଲ୍ଳେଖନୀୟ ଅବଦାନ ପାଇଁ ୧୯୯୪ ତାଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ୧୯୯୭ରେ ରାଜୀବ ଗାନ୍ଧୀ ଖେଳ ରତ୍ନ, ୧୯୯୯ରେ ପଦ୍ମଶ୍ରୀ ଏବଂ ୨୦୦୮ରେ ପଦ୍ମ ବିଭୁଷଣରେ ସମ୍ମାନୀତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯାହା ଗତ ୧୫ ଦିବାରାତ୍ର ଟେଷ୍ଟରେ ହୋଇ ନ ଥିଲା, ତାହା ମୋଟେରା ଟେଷ୍ଟର ପ୍ରଥମ ଦିନରେ ହେଲା ସମ୍ଭବ

ଅହମଦାବାଦ,୨୫।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟର ପ୍ରଥମ ଦିନରେ ଅକ୍ଷର ପଟେଲ ଏବଂ ରବିଚନ୍ଦ୍ରନ ଅଶ୍ୱିନଙ୍କ ବୋଲିଂ ଯାଦୁରେ ଇଂଲଣ୍ଡ ୧୧୨...

ଫ୍ରେଞ୍ଚ୍‌ ଓପନ ଟେନିସ: କ୍ରିଷ୍ଟିନା -ବାବୋସ ଫାଇନାଲରେ

ପ୍ୟାରିସ, ୧୦।୧୦- ଫ୍ରେଞ୍ଚ୍‌ ଓପନ ଟେନିସ ପୁରୁଷ ଡବଲ୍ସର ଫାଇନାଲ ଲାଇନ୍‌ଅପ୍‌ ହୋଇଯାଇଛି। ଆନ୍ଦ୍ରେସ ମାଇଲ୍ସ ଓ କେଭିନ କ୍ରାଓ୍ବିଜ୍‌ ଯୋଡ଼ି ଫାଇନାଲରେ ବ୍ରୁନୋ ସୋଆରେସ...

ଆଇପିଏଲ୍‌ ଖେଳିବାକୁ ଶୁଭ୍ରାଂଶୁଙ୍କୁ ସୁଯୋଗ

ଭୁବନେଶ୍ୱର,୧୮।୧୨(ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିବାକୁ ଓଡ଼ିଶା ଅଧିନାୟକ ଶୁଭ୍ରାଂଶୁ ସେନାପତିଙ୍କ ପାଇଁ ସୁଯୋଗ ସୃଷ୍ଟି ହୋଇଛି। ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ଚେନ୍ନାଇ ସୁପର...

୩୦ ବଲ୍‌ରେ ଲୋଡା ଥିଲା ୩୧ ରନ୍‌: ଘଟିଲା କିଛି ଅପ୍ରତ୍ୟାଶିତ; ଚମକି ଯାଇଥିଲେ ପ୍ରଶଂସକ

ନୂଆଦିଲ୍ଲୀ,୧୪।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ର ପଞ୍ଚମ ମୁକାବିଲା କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ମଧ୍ୟରେ ଖେଳାଯାଇଛି। ଏଥିରେ କୋଲକାତା ଟିମ୍‌ ଟସ୍‌...

କୋଚିଂ ପାଠ୍ୟକ୍ରମ କରିବେ ମନୋଜ ଓ ବଜରଙ୍ଗ୍‌

ନୂଆଦିଲ୍ଲୀ, ୮ା୯ (ପି.ଟି.)-କୋଚିଂ ଡିପ୍ଲୋମା ପାଠ୍ୟକ୍ରମ କରିବା ଲାଗି ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ନିକଟରେ ଆବେଦନ କରିଛନ୍ତି ୩୩ଜଣ କ୍ରୀଡ଼ାବିତ୍‌। ସେମାନଙ୍କ ମଧ୍ୟରେ...

ରାଜ୍ୟ ର଼୍ୟାପିଡ୍‌ ଚେସ୍‌: ଅଂଶୁମାନ ଚାମ୍ପିୟନ

ଭୁବନେଶ୍ୱର, ୩।୨(କ୍ରୀଡ଼ା ପ୍ରତିନିଧି)- ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ମୃତ୍ୟୁଞ୍ଜୟ ପାତ୍ର ସ୍ମାରକୀ ରାଜ୍ୟ ର଼୍ୟାପିଡ୍‌ ଚେସ୍‌ ରବିବାର ସାଇ ବୀଣାପାଣି ଜ୍ଞାନ ମନ୍ଦିର ପରିସରରେ...

ଟିମ୍‌ ଇଣ୍ଡିଆର୍‌ ନୂଆ କୋଚ୍‌ ହେବେ ରାହୁଲ ଦ୍ରାବିଡ ! ବିସିସିଆଇର ପ୍ରଚେଷ୍ଟା ଯୋଗୁ….

ନୂଆଦିଲ୍ଲୀ,୧୬।୧୦: ରବି ଶାସ୍ତ୍ରୀଙ୍କ ପରେ ରାହୁଲ ଦ୍ରାବିଡ୍‌ ଟିମ୍‌ ଇଣ୍ଡିଆର୍‌ ନୂତନ ମୁଖ୍ୟ ପ୍ରଶିକ୍ଷକ ହେବା ପ୍ରାୟ ନିଶ୍ଚିତ। ଦ୍ରାବିଡ ଏହା ପୂର୍ବରୁ ଅନେକ ଥର...

ଡାକ୍ତରଖାନାରେ ମୃତ୍ୟୁସହ ସଂଗ୍ରାମ କରୁଥିଲେ ଝିଅ, ଏପଟେ ପଡିଆରେ କ୍ରିକେଟ ଖେଳିବାକୁ ଓହ୍ଲାଇଲେ ପିତା

ଲଣ୍ଡନ, ୨୦।୫: ଡାକ୍ତରଖାନାରେ ୨ବର୍ଷର ଝିଅ ମୃତ୍ୟୁ ସହ ସଂଗ୍ରାମ କରୁଥିଲାବେଳେ ଏପଟେ ବ୍ୟାଟ ଧରି ପଡିଆକୁ ଓହ୍ଲାଇ ଖେଳୁଆଡ ମନୋଭାବର ପରିଚୟ ଦେଇଛନ୍ତି ପାକିସ୍ତାନ...

Advertisement
Archives

Model This Week