ସଚିବଙ୍କ କୋଭିଡ ହସ୍ପିଟାଲ ପରିଦର୍ଶନ

ଜୟପୁର,୪ା୫(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ କୋଭିଡ୍‌ ହସ୍ପିିଟାଲ ପରିଦର୍ଶନ କରିଛନ୍ତି ସଚିବ ଭି. ଭି ଯାଦବ। ସଚିବ ଯାଦବ ହସ୍ପିିଟାଲରେ ପହଞ୍ଚି ଉପସ୍ଥିତ ଜିଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରି ସମୀକ୍ଷା କରିଥିଲେ। ୧୫୦ବେଡ୍‌ ବିଶିଷ୍ଟ ଏହି ହସ୍ପିିଟାଲକୁ ପରିଦର୍ଶନ କରିବା ସହ ସମୀକ୍ଷା କରିଥିଲେ। ବେଡ୍‌ ବ୍ୟବସ୍ଥା, ଭେଣ୍ଟିଲେଟର, ଆଇସିୟୁ ଏବଂ ସମସ୍ତ କକ୍ଷ ବୁଲି ଦେଖିବା ସହ ଉପସ୍ଥିତ ଅଧିକାରୀଙ୍କ ସହ ଆଲୋଚନା କରିିଥିଲେ। କୋରାପୁଟ ଜିଲା ଅରେଞ୍ଜ ଜୋନରେ ଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଗୁଆ ପଦେକ୍ଷପ ନେଇ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ସଚିବଙ୍କ ସମୀକ୍ଷା ସମୟରେ ଅତିରକ୍ତ ଜିଲାପାଳ ଦେବନ ପ୍ରଧାନ, ଜିଲା ଚିକିତ୍ସାଳୟର ସୁପରିଟେଣ୍ଡେଣ୍ଟ ରାମଚନ୍ଦ୍ର ମହାନ୍ତି, ଜୟପୁର ଉପ ଜିଲାପାଳ ଲୋକନାଥ ଦଳବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁରରେ ବିଜେଡିର ବିଜୟ

ସୁନ୍ଦରଗଡ଼/କୁଆଁରମୁଣ୍ଡା, ୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ପୌର ନିର୍ବାଚନ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ବୀରମିତ୍ରପୁର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବୀରମିତ୍ରପୁର ପୌରପରିଷଦରେ...

ଅବ୍ୟବସ୍ଥା ଘେରରେ ପୁଇଁତୋଳା ଗ୍ରାମ, ଅସରାଏ ବର୍ଷାରେ ରାସ୍ତା ଜଳମଗ୍ନ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନଂ ୮ ପୁଇଁତୋଳା ଗ୍ରାମ ନାନା ସମସ୍ୟା ଦେଇ ଗତି କରୁଛି l ଶୁକ୍ରବାର ଅସରାଏ...

ପ୍ରେମ ପାଇଁ ବାପାଙ୍କୁ ହାଣିଲେ ପୁଅ

ବ୍ରହ୍ମପୁର ଅଫିସ,୨୭ା୫: ପାରିବାରିକ କଳହରୁ ବାପାଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ପୁଅ ତାଙ୍କର ଜଣେ ସହଯୋଗୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୋଚି...

୩ ପର୍ଯ୍ୟଟନସ୍ଥଳୀର ହେବ ବିକାଶ

ବାରିପଦା ଅଫିସ,୧୮ା୩: ରାଜ୍ୟ ପର୍ଯ୍ୟଟନ ବିଭାଗର ଏକ ଅନୁଧ୍ୟାନକାରୀ ଦଳ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଜିଲାର ତିନୋଟି ପର୍ଯ୍ୟଟନସ୍ଥଳୀକୁ ଯାଇ ଏହାର...

ଔଷଧ ପ୍ରସ୍ତୁତିରେ ବିତୁଛି ବେଳ

କେନ୍ଦୁଝର, ୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)-କେନ୍ଦୁଝର ସଦର ବ୍ଲକ ଅଧୀନ ବେଲପଶି ଗ୍ରାମର କବିରାଜ ହରେକୃଷ୍ଣ ମହାନ୍ତ ବେଶ ଜଣାଶୁଣା। ତାଙ୍କ ଜଡିବୁଟି ଔଷଧରେ ଅନେକ ରୋଗ...

ବୌଦ୍ଧରେ କୋଭିଡ୍‌ ହେଲ୍‌ଥ କେୟାର ସେଣ୍ଟର

ବୌଦ୍ଧ,୧୩।୪(ସ୍ବ.ପ୍ର): ବୌଦ୍ଧ ପୁରଣା ଜେଲଠାରେ ନୂତନ ଭାବେ କୋଭିଡ୍‌-୧୯ ହେଲ୍‌ଥ କେୟାର ସେଣ୍ଟର ସୋମବାର ଉଦ୍‌ଘାଟିତ ହୋଇଛି । ଜିଲାପାଳ ଲଲାଟେନ୍ଦୁ ମିଶ୍ର ଏହି ସେଣ୍ଟରର...

କରୋନା ଯୋଦ୍ଧାଙ୍କ ଲାଗି ମାକ୍ସ, ସାନିଟାଇଜର ପ୍ରଦାନ

ଖପ୍ରାଖୋଲ, ୭ା୫(ଡି.ଏନ.ଏ.): ସାରା ଦେଶରେ କରୋନା ମୁକାବିଲା ପାଇଁ ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ, ପୋଲିସ ସଜାଗ ରହି ଯୋଦ୍ଧା ସାଜିଛନ୍ତି। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ...

କୋରାପୁଟ ଡିଏଫଓଙ୍କ କାର୍ଯ୍ୟାଳୟ ଘେରାଉ

ଜୟପୁର,୧୯।୮(ଡି.ଏନ୍‌.ଏ): କୋରାପୁଟ ଜିଲା ଡିଏଫଓଙ୍କ କାର୍ଯ୍ୟାଳୟ ସୋମବାର କେନ୍ଦୁପତ୍ର ଅସ୍ଥାୟୀ କର୍ମଚାରୀ ସଂଘ ପକ୍ଷରୁ ଘେରାଉ କରାଯାଇଛି। ସୁପରଭାଇଜର, ଚେକର ଓ ଚପରାସିଙ୍କୁ ବାର୍ଷିକ ନିର୍ଦ୍ଧାରିତ...

Advertisement
Archives

Model This Week