ସଚିିବାଳୟ କର୍ମଚାରୀ ମହାସଂଘ ପକ୍ଷରୁ ୫% ମହଙ୍ଗା ଭତ୍ତା ଦାବି

ଭୁବନେଶ୍ୱର,୧୭।୨(ବ୍ୟୁରୋ): ଗତ ଶନିବାର ନିଷ୍ପତ୍ତି ଅନୁଯାୟୀ ସଚିବାଳୟରେ କାର୍ଯ୍ୟରତ ସମସ୍ତ ବର୍ଗର କର୍ମଚାରୀଙ୍କୁ ନେଇ ଏକ ”ସଚିିବାଳୟ କର୍ମଚାରୀ ମହାସଂଘ“ ଗଠନ କରାଯାଛି। ମିଳିତ ଭାବେ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦିଆଯାଇ ପିଛିଲା ଭାବେ ଜୁଲାଇ ୨୦୧୯ ଠାରୁ ୫% ମହଙ୍ଗା ଭତ୍ତା ଦେବାକୁ ମହାସଂଘ ପକ୍ଷରୁ ଅନୁରୋଧ କରାଯାଇଛି। ସଚିବାଳୟର ସେବା ସଂଘ, ପିଏଓପିଏସ୍‌ ସଂଘ, ଷ୍ଟେନୋଗ୍ରାଫର ସଂଘ, ଟାଇପିଷ୍ଟ, ଡ୍ରାଇଭର, ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘ ଓ ଡ୍ରାଟାଏଣ୍ଟ୍ରି ଅପରେଟର ପ୍ରଭୃତି ୭ ସଂଘକୁ ନେଇ ଚିତ୍ତରଞ୍ଜନ ହୋତାଙ୍କ ଆବାହକତ୍ୱରେ ଏକ ମହାସଂଘ ଗଠନ କରାଯାଇଛି। ମହାସଂଘ ଜୁଲାଇ ୨୦୧୯ଠାରୁ ୫% ମହଙ୍ଗା ଭତ୍ତା ଦେବାକୁ ଦାବି କରି ରବିବାର ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କୁ ଦେଇଥିଲା। ତେବେ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଉପରେ ଆଲୋଚନା କରିବା ସାଙ୍ଗକୁ ସରକାରଙ୍କ ଉପରେ ଭରସା ରଖିବାକୁ କହିଛନ୍ତି। ତେବେ ମଧ୍ୟାହ୍ନ ବିରତିରେ ପଞ୍ଚାୟତିରାଜ ବିଭାଗ ସମ୍ମୁଖ ପଡ଼ିଆରେ ଏକ ସାଧାରଣ ସଭା ହୋଇଥିଲା। ଏଥିରେ ସ୍ମାରକପତ୍ରକୁ ପଢ଼ାଯାଇ ଶୁଣାଯିବା ସହ ସରକାର ଦାବି ପୂରଣ ନ କଲେ ଆଗାମୀ ଦିନରେ ନୂତନ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ସଭାରେ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri