ସଚେତନତାର ବାର୍ତ୍ତା ନେଇ ଶୋଭାଯାତ୍ରା : ପାଳିଲେ ‘ବିଶ୍ୱ ମହିଳା ଦିବସ’

ସିମୁଳିଆ, ୮।୩(ଡି.ଏନ.ଏ.)-ନାରୀମାନଙ୍କୁ ସମ୍ମାନ ଓ ସଶକ୍ତୀକରଣର ବାର୍ତ୍ତା ଦେଇ ରବିବାର ପୂର୍ବାହ୍ନରେ ‘ବିଶ୍ୱ ମହିଳା ଦିବସ’ ପାଳିତ ଅବସରରେ ସଚେତନତା ଶୋଭାଯାତ୍ରା କରାଯାଇଥିଲା। ପ୍ରୟାସ ଅନୁଷ୍ଠାନର ଜିଲା ସଭାପତି ତଥା ଅବସରପ୍ରାପ୍ତ ବାୟୁସେନା ଅଧିକାରୀ ରାଜେନ୍ଦ୍ର କୁମାର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ସିମୁଳିଆ ବ୍ଲକର ମାର୍କୋଣା ଷ୍ଟେଶନ ବଜାର ନିକଟରୁ ଶୋଭାଯାତ୍ରା ବାହାରି ବସ୍‌ଷ୍ଟାଣ୍ଡ ନିକଟ ନୀଳକଣ୍ଠେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା ା ଏଥିରେ କୁନ୍ତଳାକୁମାରୀ ମହିଳା ମହାବିଦ୍ୟାଳୟର ଛାତ୍ରୀ, ସିମୁଳିଆ କଲେଜର ଛାତ୍ରୀଛାତ୍ର ଓ ମାର୍କୋଣା ଆଥ୍‌ଲେଟିକ ଆସୋସିଏଶନ(ମା)ର ଶତାଧିକ ଛାତ୍ରୀଛାତ୍ର ଓ ଖେଳାଳି ଯୋଗ ଦେଇଥିଲେ ା ପରେ ମନ୍ଦିର ପାର୍ଶ୍ୱ ମଣ୍ଡପରେ ସାଧାରଣ ସଭା ହୋଇଥିଲା। ସ୍ଥାନୀୟ ବାଉରିପଦା ଅଞ୍ଚଳର ତଥା ଭୁବନେଶ୍ୱର ଷ୍ଟେଟବ୍ୟାଙ୍କ ଅଧିକାରୀ ଗଜେନ୍ଦ୍ର ପ୍ରସାଦ ସେଠୀ, ପଦ୍ମଲୋଚନ ପଣ୍ଡା, ଦେବାଶିଷ ରାୟ, ପ୍ରଶାନ୍ତ କୁମାର ପଣ୍ଡା, ଅକ୍ଷୟ କୁମାର ବିଶ୍ୱାଳ, ସ୍ବପ୍ନାଞ୍ଜୟ ସାହୁ, ମାର୍କୋଣା ଆଥ୍‌ଲେଟିକ ଆସୋସିଏଶନର ସଭାପତି ରମାକାନ୍ତ ପଣ୍ଡା, ମହିଳା ମହାବିଦ୍ୟାଳୟର କ୍ରୀଡ଼ା ଅଧ୍ୟାପିକା ବୁଲବୁଲ ପାଣିଗ୍ରାହୀ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ ା ପ୍ରୟାସ ଅନୁଷ୍ଠାନ ସହିତ ସମ୍ପୃକ୍ତ ସିମୁଳିଆ ବ୍ଲକର ତଥା ଲଣ୍ଡନରେ କାର୍ଯ୍ୟରତ ସଞ୍ଜୟ ସେଠୀ ଫୋନ୍‌ ଯୋଗେ ବାର୍ତ୍ତା ଦେଇଥିଲେ ା ଅନୁଷ୍ଠାନ ଜିଲା ସମ୍ପାଦକ ସନ୍ତୋଷ କୁମାର ନାୟକ ଅତିଥି ପରିଚୟ ଓ ଧନ୍ୟବାଦ ଅର୍ପଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ବିଲ କୋର୍ଟ ମାଜିଷ୍ଟ୍ରେଟ୍‌ଙ୍କ ବଦଳି: ଖାଲି ପଡ଼ିଲା ପଦବୀ, କାର୍ଯ୍ୟ ବାଧାପ୍ରାପ୍ତ

ବଡ଼ବିଲ,୨୬ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ସିଭିଲ ଜଜ୍‌ କମ୍‌ ଜେଏମ୍‌ଏଫ୍‌ସି(ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ) କୋର୍ଟର ମାଜିଷ୍ଟ୍ରେଟ ଆଲୋକ ପଣ୍ଡାଙ୍କର କୋରାପୁଟ ସେମିଳିଗୁଡ଼ାକୁ ବଦଳି...

ଖଇରାରେ କର୍ନାଟକ ପୋଲିସ

ଖଇରା, ୬।୧୨(ଡି.ଏନ.ଏ.)-କର୍ନାଟକ ଓ ପଶ୍ଚିମବଙ୍ଗ ସିବିଆଇର ଏକ ମିଳିତ ଟିମ୍‌ ଶୁକ୍ରବାର ସନ୍ଧ୍ୟାରେ ଖଇରା ଥାନାରେ ପହଞ୍ଚିଛନ୍ତି। ୨ଜଣ ଇନ୍ସପେକ୍ଟରଙ୍କ ତତ୍ତ୍ୱାବଧାନରେ ଟିମ୍‌ ଖଇରାରେ ପହଞ୍ଚିବା...

ପ୍ଲାଜ୍‌ମା ଥେରାପି ଚିକିତ୍ସା ଉପରେ ବଢୁଛି ଭରସା

ବାଲେଶ୍ୱର ଅଫିସ,୬।୫:  ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ଲାଜମା ଥେରାପି ଚିକିତ୍ସା ଉପରେ ଦିନକୁ ଦିନ ଭରସା ବଢୁଛି। ଗତ ୨୦୨୦ ଅଗଷ୍ଟ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ...

ଭାରତ ବନ୍ଦ: ବାଲେଶ୍ୱରରେ ପ୍ରଭାବ

ବାଲେଶ୍ୱର ଅଫିସ,୨୬।୧୧: କେନ୍ଦ୍ର ସରକାର ଜନ ବିରୋଧୀ ଏବଂ ଶ୍ରମିକ ବିରୋଧୀ ନୀତି ବିରୁଦ୍ଧରେ ଗୁରୁବାର ସକାଳ ୬ଠାରୁ ୨୪ ଘଣ୍ଟିଆ ବନ୍ଦରେ ବାଲେଶ୍ୱର ଜିଲା...

ପୂର୍ବତନ ସଂସ୍କୃତି ସଚିବ ଗୋପୀନାଥ ମହାନ୍ତିଙ୍କ ପରଲୋକ

ବାଲେଶ୍ୱର ଅଫିସ, ୧୦।୫: ପୂର୍ବତନ ସଂସ୍କୃତି ବିଭାଗ ସଚିବ ତଥା ବରିଷ୍ଠ ଆଇଏଏସ୍‌ ଅଫିସର ଗୋପୀନାଥ ମହାନ୍ତି(୭୨)ଙ୍କ ସୋମବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ...

ଦିବ୍ୟାଙ୍ଗ ସୁକାନ୍ତିଙ୍କ ହାତ ଧରିଲେ ନିରଞ୍ଜନ

ଖଇରା,୫।୧୦(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସମ୍ପେଇ ଗ୍ରାମରେ ଗ୍ରାମବାସୀଙ୍କ ସହଯୋଗରେ ଦିବ୍ୟାଙ୍ଗ ଯୁବତୀଯୁବକଙ୍କ ବିବାହ ରବିବାର ସମ୍ପନ୍ନ କରାଯାଇଛି। ସମ୍ପେଇ ଗ୍ରାମର...

ଜଙ୍ଗଲରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର

ବେତନଟୀ, ୧୬।୧୦(ସ୍ବ.ପ୍ର.): ବାଲେଶ୍ୱର-ବାରିପଦା ରାସ୍ତାର ୧୮ନଂ. ଜାତୀୟ ରାଜପଥର କଳମା ଛକ ନିକଟ ଜଙ୍ଗଲରେ ଜଣେ ଯୁକ୍ତ ୩ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଛାତ୍ରୀଙ୍କ ସହ...

‘ଅଧ୍ୟବସାୟ, ଉଦ୍ୟମ ବଳରେ ସବୁ କାର୍ଯ୍ୟ ସମ୍ଭବ’

ତିହିଡ଼ି, ୧୬।୭ (ଡି.ଏନ.ଏ.)- ଅଳ୍ପ ପୁଞ୍ଜି ଓ ସୀମିତ ଭିତ୍ତିଭୂମିରେ ଛତୁଚାଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସ୍ବାବଲମ୍ବୀ କରିପାରିବ। ଏଭଳି ବିଶ୍ୱାସ ନେଇ ୬ବର୍ଷ...

Advertisement
Archives

Model This Week