ସଚେତନତା ବାର୍ତ୍ତା ବାଣ୍ଟିଲେ ଛାତ୍ର, ମହିଳା

ଜଟଣୀ,୩ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ମୁକାବିଲା ନେଇ ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ଅଷ୍ଟମଶ୍ରେଣୀ ଛାତ୍ର ମହେଶ ମହେନ୍ଦ୍ର ଏବଂ ସାମାଜିକ କର୍ମୀ ଗୌରୀ ସାହୁ। ଦୁହେଁ ଶୁକ୍ରବାର ଜଟଣୀ ନୂଆ ବସ୍‌ଷ୍ଟାଣ୍ଡ ଏବଂ ଗୋରୁହାଟ ଆଦି ଅଞ୍ଚଳର ଅସ୍ଥାୟୀ ପରିବା ଓ ମାଛ ମାଂସ ବିକ୍ରି ସ୍ଥାନରେ ବୁଲି ସଚେତନତା ସୃଷ୍ଟି କରିଥିଲେ। ସାମାଜିକ ଦୂରତ୍ୱ ରଖିବା ପାଇଁ ଲୋକଙ୍କୁ ଅନୁରୋଧ କରିଥିଲେ। ସୀତାରାମ ଛକରୁ ହରିଭାଇନା ଛକ ପର୍ଯ୍ୟନ୍ତ ଦୁହେଁ ଚାଲିଚାଲି ସୁରକ୍ଷିତ ରହିବା ପାଇଁ ଘରୁ ଅଯଥାରେ ବାହାରକୁ ନ ବାହାରିବା ଲାଗି ଲୋକଙ୍କୁ ବୁଝାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଏକାଦଶୀ: ଗଡ଼ଖୋର୍ଦ୍ଧାରୁ ଯାଏ ତୁଳସୀ

ଖୋର୍ଦ୍ଧା ଅଫିସ,୨।୮: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତୁଳସୀକୁ ନେଇ ପ୍ରାଚୀନ କାଳରୁ ବିଶେଷ ମହତ୍ତ୍ୱ ରହି ଆସିଛି। ମହାପ୍ରଭୁଙ୍କ ମଇଲମ ନୀତି, ଭୋଗ ନୀତି, ଶ୍ରୀଅଙ୍ଗ...

ଖୋର୍ଦ୍ଧା, ବାଣପୁରରେ କୁତ୍ରିମ ବନ୍ୟା: ଘରେ ପଶିଲା ବର୍ଷାଜଳ

ଖୋର୍ଦ୍ଧା ଅଫିସ,୨୪।୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏଥିରେ ଖୋର୍ଦ୍ଧା ସହର ସମେତ...

ବିପର୍ଯ୍ୟସ୍ତ ଅବସ୍ଥାରେ ଜଟଣୀ କୃଷକ ବଜାର: ଲକ୍ଷାଧିକ ଟଙ୍କା ବ୍ୟୟ, କାମରେ ଲାଗୁନି

ଜଟଣୀ,୧୦।୧(ଡି.ଏନ.ଏ): ଜଟଣୀ ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି) ପକ୍ଷରୁ ୨୦୦୧ରେ ଏଠାରେ କୃଷକ ବଜାର ଆରମ୍ଭ କରାଯାଇଥିଲା। ଏହା ଏବେ ବିପର୍ଯ୍ୟସ୍ତ ଅବସ୍ଥାରେ ପଡିରହିଛି। ଚାଷୀଙ୍କ ଉତ୍ପାଦିତ...

୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗାଁ,୬।୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଅଧୀନ ହାଟବରଡ଼ି ମୌଜାର ନିମୁନା ଠାରୁ ହାଟବରଡ଼ି ମଧ୍ୟରେ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଥିବା ୫୫ ଏକର ପରିବ୍ୟାପ୍ତ ୧୦ଟି...

କାର ସହ ୬୧କେଜି ଗଞ୍ଜେଇ ଜବତ: ୩ ଗିରଫ

ଖୋର୍ଦ୍ଧା ଅଫିସ,୨୭।୧୧: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ କୋଲକାତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥରୁ ଏକ ନୂଆ କାର ସହ ୬୧ କେଜି ଗଞ୍ଜେଇ ଅବକାରୀ...

୧୪ ଶ୍ରମିକଙ୍କୁ ବସ୍‌ରେ କଟକ ପଠାଇଲା ପୋଲିସ

ବାରଙ୍ଗ,୧୬ା୫(ଡି.ଏନ.ଏ): ଝାଡ଼ଖଣ୍ଡ ଯିବା ପାଇଁ ଶୁକ୍ରବାର ରାତିରେ ଚାଲିଚାଲି ଷ୍ଟେଶନ ଯାଉଥିବା ୧୪ଜଣ ପ୍ରବାସୀ ଶ୍ରମିକଙ୍କୁ ବାରଙ୍ଗ ଅଧୀନ ଗୋଡ଼ିସାହି ଫାଣ୍ଡି ପୋଲିସ ଅଟକ ରଖି...

ପୋଡ଼ାଡିହ ଗାଁ ଦାଣ୍ଡରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଭାଇରାଲ ହେଉଛି ଭିଡିଓ

ଖୋର୍ଦ୍ଧା ଅଫିସ,୨୧।୫ : ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ପୋଡାଡିହ ଗ୍ରାମରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗାଁ ଦାଣ୍ଡରେ ଉପରେ ତାଙ୍କୁ...

ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିବେ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆ, ଅଧିକାରୀ କଲେ ସମୀକ୍ଷା

ଜଟଣୀ,୨।୫(ଡି.ଏନ୍‌.ଏ.): କେରଳରୁ ଆସୁଥିବା ପ୍ରବାସୀ ଓଡ଼ିଆ ସ୍ବତନ୍ତ୍ର ଟ୍ରେନରେ ଶନିବାର ରାତିରେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପହଞ୍ଚିବେ। ଗଞ୍ଜାମ ଓ କୋରାପୁଟ ଜିଲାକୁ ଛାଡ଼ି ଅନ୍ୟ...

Advertisement
Archives

Model This Week