ସଚେତନତା ବାର୍ତ୍ତା ମାଧ୍ୟମରେ ପାଳନ ହେଲା ଓଡ଼ିଶା ଦିବସ

ଖଇରା,୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଣିକ ସଂଘ ଓ ଏସଆର୍‌ ଗ୍ରୁପ ସମ୍ଭାବନାର ମିଳିତ ଆନୁକୂଲ୍ୟରେ ଓଡ଼ିଶା ଦିବସ କରୋନା ସଚେତନତା କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି ା ସକାଳ ୭ଟାରେ ବଣିକ ସଂଘ ସଭାପତି ତଥା ଏସ୍‌ଆର ଗ୍ରୁପ ଅଧ୍ୟକ୍ଷ ଇଂ. ରାଜେଶ ମହାକୁଡ ଓ ସମ୍ପାଦକ ଅଭିମନ୍ୟୁ ରାଉଳଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ବୁଲି ବୁଲି କରୋନାକୁ ଦୂରେଇବା ପାଇଁ ବାରମ୍ବାର ହାତ ଧୋଇବା, ସାମାଜିକ ଦୂରତା ବଜାୟ ରଖିବା ସହ ଲକ୍‌ଡାଉନ ନିୟମକୁ କଡାକଡି ଭାବେ ପାଳନ କରିବାକୁ ଦୋକାନୀ ଓ ଜନସାଧାରଣଙ୍କୁ ପ୍ରବର୍ତ୍ତାଇଥିଲେ ା ପରେ ୫ଶହ ଦୋକାନୀ ଓ ଜନସାଧାରଣଙ୍କୁ ମାସ୍କ ବଣ୍ଟନ କରାଯାଇଥିଲା। ସଂଘର ଉପସଭାପତି ପୁରସ୍ତମ ମହାନ୍ତି, କୋଷାଧକ୍ଷ ପ୍ରତାପ ଗିରି, ଉପଦେଷ୍ଟା ସଭ୍ୟ ପଦ୍ମଲୋଚନ ଜେନା, ଶ୍ୟାମସୁନ୍ଦରପୁର ସମିତିସଭ୍ୟ ରବୀନ୍ଦ୍ର ମହାନ୍ତି, ବିଭୂତି ପତି, ବିନୋଦ ପତି, ପ୍ରୀତମ ଦାସ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri