ସଚେତନ କରିଥିବା ଚାଇନା ଡାକ୍ତର ଆଇସିୟୁରେ

ଉହାନ୍‌, ୫ା୨: ଚାଇନାରେ କରୋନା ଭାଇରସ୍‌ ଉଗ୍ର ରୂପ ଧାରଣ କରିଛି। ହେଲେ ଏହାର ଭୟାବହତାକୁ ନେଇ ପ୍ରଥମେ ଲୋକମାନଙ୍କୁ ସଚେନତ କରାଇଥିବା ଚାଇନା ଡାକ୍ତର ଲି ଓ୍ବେନ୍‌ଲିଆଙ୍ଗ (୩୪) ଏବେ ଆଇସିୟୁରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ସେ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇ ଅକ୍ସିଜେନ୍‌ ସପୋର୍ଟରେ ଥିବା ଜଣାପଡ଼ିଛି। ସର୍ବପ୍ରଥମେ ଓ୍ବି ଚାଟ୍‌ ଆପ୍‌ରେ ସେ ମେଡିକାଲ ସ୍କୁଲ ଆଲୁମ୍‌ନୀ ଗ୍ରୁପରେ ସତର୍କ କରାଇଥିଲେ। ଏଥିଲାଗି ସତର୍କ ରହିବାକୁ ସହକର୍ମୀମାନଙ୍କୁ ମଧ୍ୟ ସେ ପରାମର୍ଶ ଦେଇଥିଲେ। ହେଲେ ଏବେ ତାଙ୍କ ସ୍ଥିତି ଦୟନୀୟ ହୋଇପଡ଼ିଛି। ପ୍ରକାଶଥାଉ କି, କରୋନା ଭାଇରସ୍‌ ସଂକ୍ରମଣରେ ଏବେ କେବଳ ଚାଇନାରେ ୪୨୭ ଜଣଙ୍କ ମୃତ୍ୟୁ ହୋଇସାରି ଥିବାବେଳେ ୨୦ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ନେଇ ବିଶ୍ୱ ଚିନ୍ତିତ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri