ସଚେତନ କରିବାକୁ ବୈଠକ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ଭାଇରସ ସମ୍ପର୍କରେ ଗ୍ରାମାଞ୍ଚଳ ବାସିନ୍ଦାଙ୍କୁ ସଚେତନ କରାଇବା ନିମନ୍ତେ ଏକ ବୈଠକ ରବିବାର କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଜଳଧର ସାହୁଙ୍କ ସଭାପତିତ୍ୱରେ ଏହି ବୈଠକରେ ସ୍ବସ୍ଥ୍ୟକର୍ମୀ ସସ୍ମିତା ସାହୁ, ନାରାୟଣ ଦେହୁରୀ, ବଇଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ବାମଦେବ ପ୍ରଧାନ, ଅଙ୍ଗନୱାଡି କର୍ମୀ ଗୀତା ପ୍ରଧାନ, ସବିତା ସେନାପତି, ମନ୍ଦାକିନୀ ବିଳାସ, ସସ୍ମିତା ଦେହୁରୀ, ଆଶାକର୍ମୀ ମମତା ପାତ୍ର, ସୁମିତ୍ରା ବେହେରା, ୱାର୍ଡମେମ୍ବର ଶଙ୍କର ଦାସ, ସୁଶୀଳ ଦାସ ପ୍ରମୁଖ ଯୋଗଦେଇଥିଲେ। ବିଶେଷକରି ପରିଷ୍କାର ପରିଚ୍ଛନ ରହିବା ସହ ସର୍ବଦା ସାମାଜିକ ଦୂରତ୍ୱ ବଜାୟ ରଖିବା ଉପରେ ଲୋକଙ୍କୁ ସଚେତନ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା…

କ୍ରମାଗତ ହ୍ରାସ ପୁଣି ବଢ଼ିଲା ସୁନା-ରୁପା ଦର: ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୪।୨: କ୍ରମାଗତ ହ୍ରାସ ପରେ ବୁଧବାର ପୁଣି ବଢ଼ିଛି ସୁନା, ରୁପା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୬ ହଜାର ୬୬୦…

ଆହୁରି ଖସିବ ସୁନାଦର! ସରକାର ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କିଣିବେ କେବେ?

ନୂଆଦିଲ୍ଲୀ,୪।୨: ସରକାର ଶେଷରେ ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ ହ୍ରାସ କରିଛନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ କଷ୍ଟମ୍ସ ବୋର୍ଡ (CBIC) ଦ୍ୱାରା ଜାରି…

ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ପୁଅର ମୃତ୍ୟୁ ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଦାୟୀ କଲେ ମା’

ତୁମୁଡିବନ୍ଧ,୪ା୨ (ଦୀପକ କୁମାର ପରାସେଠ): ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ମୃତ ଛାତ୍ରଙ୍କ ମା’ ଅଭିଯୋଗ ଆଣିଛନ୍ତି।…

ଭାରତ ତେଲ ନ କିଣିଲେ ବଡ଼ କ୍ଷତି ସହିବ ରୁଷିଆ! ହେବ ଏତେ କୋଟିର ଘାଟା…

ନୂଆଦିଲ୍ଲୀ,୪।୨: ଭାରତ କ’ଣ ପ୍ରକୃତରେ ରୁଷିଆରୁ ତେଲ କିଣିବା ବନ୍ଦ କରିଦେବ? ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଭାରତର ଶକ୍ତି ରଣନୀତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ…

ଡକାୟତି ପାଇଁ କରୁଥିଲେ ଯୋଜନା, ଅତର୍କିତ ଚଢାଉ କଲା ପୋଲିସ, ତା’ପରେ…

ବଲାଙ୍ଗୀର, ୪।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସ ଟିମ ମଙ୍ଗଳବାର ପାଟ୍ରୋଲିଂ କରିବାବେଳେ ହାଇୱେ ଏବଂ ଆଖପାଖରେ ଡକାୟତି ଯୋଜନା କରୁଥିବା ୪ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri