ସଚ୍ଚୋଟତା ଏକ ଜୀବନଶୈଳୀ

ବରଗଡ଼ ଅଫିସ,୩୧।୧୦- ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଇଛି। ଏହି ଅବସରରେ ଅନୁଷ୍ଠିତ ସଚେତନତା ସଭାରେ ବରଗଡ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଏସ୍‌ପି ପଦ୍ମିନୀ ସାହୁ, ବରିଷ୍ଠ ଓକିଲ ଶଙ୍କର୍ଷଣ ମିଶ୍ର, ଅତିରିକ୍ତ ଜିଲାପାଳ ର୍ମିଦ୍ଧା ଟପ୍ପୋ ପ୍ରମୁଖ ମଞ୍ଚାସୀନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭିଜିଲାନ୍ସ ଡିଏସ୍‌ପି ବିରେନ୍ଦ୍ର କୁମାର ନାୟକ, ସର୍ବଶିକ୍ଷା ଅଭିଯାନର ପ୍ରକଳ୍ପ ନିର୍ଦ୍ଦେଶକ ସୁଶାନ୍ତ କୁମାର ଚୋପଦାରଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଉକ୍ତ ସଭାରେ ଅତିଥିଙ୍କ ସମେତ ବିଭିନ୍ନ ସ୍କୁଲ, କଲେଜର ଛାତ୍ରୀଛାତ୍ରମାନେ ସଚ୍ଚୋଟ୍ଟତା ଏକ ଜୀବନଶୈଳୀ ଉପରେ ନିଜ ମତ ରଖିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସଭା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri