ସଞ୍ଚୟ ଖାତା ଉପରେ ସୁଧହାର ୦.୨୫ ପ୍ରତିଶତ କମାଇଲା ଏସ୍‌ବିଆଇ: ୪୨ କୋଟି ଗ୍ରାହକ ହେବେ ପ୍ରଭାବିତ

ମୁମ୍ବାଇ,୧୪।୩: ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଏକ ବଡ଼ ନିଷ୍ପତ୍ତିି ଗ୍ରହଣ କରାଯାଇଛି। ନିଷ୍ପତ୍ତି ଅନୁସାରେ ବ୍ୟାଙ୍କ ସଞ୍ଚୟ ଖାତାର ଏକ ଲକ୍ଷ ଟଙ୍କା ଜମା ଉପରେ ସୁଧହାର ୦.୨୫ ପ୍ରତିଶତ ହ୍ରାସ କରିବ। ପୂର୍ବରୁ ଏହା ୩.୨୫ ପ୍ରତିଶତ ଥିବାବେଳେ ଏବେ ସୁଧହାର ୩ ପ୍ରତିଶତ ରହିବ। ଏହାଦ୍ୱାରା ଏସ୍‌ବିଆଇର ୪୨ କୋଟି ଗ୍ରାହକ ପ୍ରଭାବିତ ହେବେ ବୋଲି କୁହାଯାଉଛି। ସେହିପରି ବ୍ୟାଙ୍କ ପକ୍ଷରୁ ସ୍ଥାୟୀଜମା ଓ ଋଣ ଉପରେ ସୁଧହାର ହ୍ରାସ କରାଯାଇଛି। ଏସବୁ ଉପରେ ନୂଆ ସୁଧହାର ମାର୍ଚ୍ଚ ୧୦ଠାରୁ ଲାଗୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ମୋଟର୍ସର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୨୧ା୯: ଦେଶର ପ୍ରମୁଖ ବାଣିଜି୍ୟକ ଯାନ ନିର୍ମାତା ‘ଟାଟା ମୋଟର୍ସ’ ପକ୍ଷରୁ ନୂତନ ଉତ୍ପାଦର ଉନ୍ମୋଚନ ହୋଇଯାଇଛି। ବିଶେଷକରି ଏହାର ନୂତନ ପିଢ଼ିର ବିଏସ୍‌-୬ ଡିଜେଲ...

୨୦ ହଜାର କୋଚ୍‌ରେ ହେବ ଆଇସୋଲେଶନ ୟୁନିଟ୍‌

ନୂଆଦିଲ୍ଲୀ,୩୧। ୩: କୋଭିଡ୍‌-୧୯ରେ ସଂକ୍ରମିତ ବ୍ୟକ୍ତିଙ୍କ ଚିକିତ୍ସା ଲାଗି ରେଲଓ୍ବେ ଆଗେଇ ଆସିଛି। ଏହାର ୨୦ ହଜାର କୋଚ୍‌କୁ ଆଇସୋଲେଶନ ୟୁନିଟରେ ରୂପାନ୍ତରିତ କରିବା ଲାଗି...

କରୋନା ଯୋଗୁ ପର୍ଯ୍ୟଟନ ଶିଳ୍ପର ୩,୫୦୦ କୋଟି କ୍ଷତି ଆଶଙ୍କା

ନୂଆଦିଲ୍ଲୀ,୧୦-୨: କରୋନା ଭାଇରସ ଯୋଗୁ ଦେଶର ଅନ୍ୟ କ୍ଷେତ୍ର ଉପରେ ପ୍ରଭାବ ପଡୁଥିବା ଦେଖାଯାଉଛି। ଦେଶର ପର୍ଯ୍ୟଟନ ଶିଳ୍ପ ଏହା ଦ୍ୱାରା ଗଭୀର କ୍ଷତି ସହିଥିବା...

ଜୁନ୍‌ରୁ କମିପାରେ ଖାଇବା ତେଲ ଦର

ନୂଆଦିଲ୍ଲୀ, ୨୨ା୫: ବିଶ୍ୱ ସ୍ତରରେ ପାମ୍‌ ତୈଳର ବୃହତ୍ତମ ରପ୍ତାନିକାରୀ ଇଣ୍ଡୋନେସିଆ ରପ୍ତାନି ଉପରେ କଟକଣା ହଟାଇବା ପରେ ଜୁନ୍‌ରୁ ରନ୍ଧନ ତୈଳ ଦର ହ୍ରାସ...

ଡିଲରଶିପ୍‌ ପୁନଃ କାର୍ଯ୍ୟକ୍ଷମ କଲା ମାରୁତି ସୁଜୁକି

ନୂଆଦିଲ୍ଲୀ,୭।୫: କରୋନା ପାଇଁ ବନ୍ଦ ହୋଇଥିବା ୬୦୦ ଡିଲରଶିପ୍‌କୁ ପୁଣି ଥରେ ଶୁଭାରମ୍ଭ କରାଯାଇଥିବା ଦେଶର ପ୍ରମୁଖ ୪ ଚକିଆ ଯାନ ନିର୍ମାତା କମ୍ପାନୀ ମାରୁତି...

ନିବେଶକଙ୍କୁ ୧.୮୧ ଲକ୍ଷ କୋଟି ଟଙ୍କା ଲାଭ

ନୂଆଦିଲ୍ଲୀ,୨୬-୧୧: ଦେଶର ପୁଞ୍ଜି ବଜାରରେ ସୋମବାର କାରବାର ଉନ୍ନତ ରହିବା ଯୋଗୁ ନିବେଶକଙ୍କ ସମ୍ପତ୍ତିରେ ୧.୮୧ ଲକ୍ଷ କୋଟି ଟଙ୍କା ବଢିଛି। ଏହି ସମୟରେ ବମ୍ବେ...

ଆର୍‌ବିଆଇର ନ୍ୟୁ ଗ୍ରୀନ୍‌ ଫିଲ୍ଡ ଡାଟା ସେଣ୍ଟର

ଭୁବନେଶ୍ୱର,୨୩।୩: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଗଭର୍ନର ଶକ୍ତିକାନ୍ତ ଦାସ ବୁଧବାର ଭୁବନେଶ୍ୱରଠାରେ ନ୍ୟୁ ଗ୍ରୀନ୍‌ ଫିଲ୍ଡ ଡାଟା ସେଣ୍ଟର ଏବଂ ଏଣ୍ଟରପ୍ରାଇଜ୍‌ କମ୍ପ୍ୟୁଟିଂ ଆଣ୍ଡ ସାଇବର...

ଡିସିବି ବ୍ୟାଙ୍କ ନୂଆ ଅନ୍‌ଲାଇନ୍‌ ପ୍ଲାଟଫର୍ମ ‘ଡିସିବି ଇଜିବି’

ନୂଆଦିଲ୍ଲୀ,୩୧ା୮: ଡିସିବି ବ୍ୟାଙ୍କର ନୂଆ ଅନଲାଇନ୍‌ ମ୍ୟୁଚୁଆଲ୍‌ ଫଣ୍ଡ୍‌ ପ୍ଲାଟଫର୍ମ ‘ଡିସିବି ଇଜିବି’ ନିବେଶକମାନଙ୍କୁ ଯେ କୌଣସି ସମୟରେ ଏବଂ ଯେ କୌଣସିଠାରେ ନିଜ ମ୍ୟୁଚୁଆଲ୍‌...

Advertisement
Archives

Model This Week