Posted inଜାତୀୟ

ସଞ୍ଜୟ କରୋଲ ହେଲେ ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି

ପାଟନା,୧୧।୧୧: ବିହାର ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସଞ୍ଜୟ କରୋଲ ସୋମବାର ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ଆୟୋଜିତ ଏକ ସମାରୋହରେ ବିହାରର ରାଜ୍ୟପାଳ ଫଗୁ ଚୌହାନ ତାଙ୍କୁ ଶପଥ ଗ୍ରହଣ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଉପ ମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି ଓ ଉଚ୍ଚ ନ୍ୟାୟଳୟର ବହୁ ବିଚାରପତି ସାମିଲ ହୋଇଥିଲେ।ଏହା ପୂର୍ବରୁ ସଞ୍ଜୟ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?