Posted inଜାତୀୟ

ସଞ୍ଜୟ ରାଉତଙ୍କୁ ଭେଟିଲେ ଭାଜପା ନେତା

ମୁମ୍ବାଇ,୧୨।୧୧: ଶିବସେନାର ଏମ୍‌ପି ସଞ୍ଜୟ ରାଉତ ମୁମ୍ବାଇ ସ୍ଥିତ ଲିଲାବତି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ମଙ୍ଗଳବାର ଭାଜପା ନେତା ଆଶୀଷ ସେଲାର ତାଙ୍କୁ ଭେଟିଛନ୍ତି। ହସ୍ପିଟାଲରେ ତାଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଏହା ଏକ ଔପଚାରିକ ସାକ୍ଷାତକାର ଥିବା ବେଳେ ଦୁଇଜଣଙ୍କ ମଧ୍ୟରେ ମହାରାଷ୍ଟ୍ର ରାଜନୀତିକୁ ନେଇ କୌଣସି ଚର୍ଚ୍ଚା ହୋଇ ନ ଥିବା କୁହାଯାଉଛି। ଏହା ପୂର୍ବରୁ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଓ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ସଞ୍ଜୟଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଗର୍ଲଫ୍ରେଣ୍ଡଙ୍କୁ ଘର ଆଗରେ ଏକାଠି ଦେଖି ଯୁବକ ନେଲେ ଏମିତି ନିଷ୍ପତ୍ତି

ଜଲପାଇଗୁଡି,୧୨।୧୧:ପଶ୍ଚିମବଙ୍ଗର କୁଚ ବେହାରରେ ଏକ ରୋଚକ ଘଟଣା ଘଟିଛି। ଜଣେ ଯୁବକ ୪ ଯୁବତୀଙ୍କୁ ପ୍ରେମ କରି ଧରାପଡିବା ପରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହା...

ଗୌହାଟୀ ଭୂସ୍ଖଳନ: ଗଲା ୪ ଜୀବନ

ଗୌହାଟୀ,୧୪।୬: ଭୂସ୍ଖଳନ ଯୋଗୁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏଭଳି ଏକ ଘଟଣା ଘଟିଛି ଆସାମ ଗୌହାଟୀର ବୋରାଗାଓଁ ନିକଟ ନିଜାରପାର ଅଞ୍ଚଳରେ। ସୋମବାର ରାତିାର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ଧନୀ ପ୍ରାର୍ଥୀଙ୍କ ପାଖରେ ୪ଶହ ୧୭ କୋଟି ଥିବାବେଳେ ଗରିବ ପ୍ରାର୍ଥୀଙ୍କ ପାଖରେ ମାତ୍ର ୯ ଟଙ୍କା

ନୂଆଦିଲ୍ଲୀ,୧୭।୪: ଏପ୍ରିଲ୍‌ ୧୮ରେ ହେବ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ ୪ଶହ ୨୩ ଜଣ କୋଟିପତି ପ୍ରାର୍ଥୀ ନିର୍ବାଚନ...

ଏମ୍‌ସିଡି ଷ୍ଟାଣ୍ଡିଂ କମିଟି ପୁନଃ ନିର୍ବାଚନ ଅଟକିଲା

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ଷ୍ଟାଣ୍ଡିଂ କମିଟିର ୬ ସଦସ୍ୟଙ୍କ ପୁନଃ ନିର୍ବାଚନ ଉପରେ ଦିଲ୍ଲୀ ହାଇକୋର୍ଟ ଶନିବାର ସ୍ଥଗିତାଦେଶ ଲଗାଇଛନ୍ତି। ଫଳରେ ଶାସକ...

ମୁଲାୟମଙ୍କ ଜନ୍ମଦିନ, ଲକ୍ଷ୍ନୌରେ କେକ କାଟିବେ ଅଖିଳେଶ

ଲକ୍ଷ୍ନୌ,୨୨ ।୧୧: ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂ ଯାଦବ ୮୩ ବର୍ଷରେ ପଦାର୍ପଣ କରିଛନ୍ତି । ତାଙ୍କ ଜନ୍ମଦିନ ପାଳନ କରିବାକୁ ମୁଲାୟମଙ୍କ ଭାଇ...

‘କୌଣସି ଅଢେଇ-ଅଢେଇ ବର୍ଷର ଫର୍ମୁଲା ନୁହେଁ’, କର୍ନାଟକରେ ୫ ବର୍ଷ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିବେ ସିଦ୍ଦାରାମାୟା, ମନ୍ତ୍ରୀଙ୍କ ଦାବି

ବେଙ୍କାଲୁରୁ,୨୩।୫: କର୍ନାଟକରେ ବେଶ କିଛି ସମୟ ମନ୍ଥନ ପରେ କଂଗ୍ରେସ ହାଇକମାଣ୍ଡ ସିଦ୍ଦାରାମାୟାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି। ଶୁଣିବାକୁ ମିଳୁଥିଲା କି ସିଦ୍ଦାରାମାୟା ଓ...

ପୁଣି ଜଣେ କରୋନା ରୋଗୀଙ୍କ ମୃତଦେହ ସହ ଅସମ୍ମାନ

ଭୋପାଲ,୭।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ କରୋନା ରୋଗୀଙ୍କ ମୃତଦେହକୁ ଅତି ଦୟନୀୟ ଅବସ୍ଥାରେ ହସ୍ପିଟାଲ କର୍ମଚାରୀ ଅଳିଆ...

ଡରାଇଲାଣି କୋରୋନା ଭାଇରସ: ସନ୍ଦେହରେ ମୁମ୍ବାଇର ୨ ବ୍ୟକ୍ତି

ମୁମ୍ବାଇ,୨୪।୧: କୋରୋନା ଭାଇରସ ଏବେ ଚାଇନାରେ ଆତଙ୍କ ଖେଳାଇଛି। ଏବେ ଚାଇନାରୁ ଆସିଥିବା ୨ ବ୍ୟକ୍ତି କୋରୋନା ଭାଇରସରେ ଆକ୍ରାନ୍ତ ଥିବା ସନ୍ଦେହ କରି ସେମାନଙ୍କୁ...

Advertisement
Archives

Model This Week