ଭୁବନେଶ୍ୱର: ସଟ୍ଡାଉନ ସମ୍ପର୍କରେ ଡିଜିପି ଅଭୟଙ୍କ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଭଦ୍ରକ, କଟକ, ଭୁବନେଶ୍ବରରେ ସଟ୍ଡାଉନ ସଫଳ ହୋଇଛି । ଅଞ୍ଚଳବାସୀ ଓ ପୋଲିସ କର୍ମୀଙ୍କୁ ଧନ୍ୟବାଦ ଜଣାଇଲେ ଡିଜିପି।
ସଟ ଡାଉନ ନିୟମ ଉଲଂଘନ କରିବାରୁ ୨୭୦୦ରୁ ଅଧିକ ମାମଲା ରୁଜୁ ହୋଇଛି, ୨୪୦୦ରୁ ଅଧିକ ନିୟମ ଉଲ୍ଲଂଘନକାରୀ ଗିରଫ ହୋଇଛନ୍ତି । ୪ ହଜାରରୁ ଅଧିକ ଗାଡ଼ି ଜବତ କରିଛି ପୋଲିସ । ଗୁଜବ କିମ୍ବା ସନ୍ଦେହଜନକ ଖବର ପ୍ରଚାର କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ଯଦି କାହା ମୋବାଇଲକୁ କିଛି ଗୁଜବ ଆସୁଛି ତାକୁ ତୁରନ୍ତ ପୋଲିସକୁ ପଠାଇ କ୍ଲାରୀଫାଏ କରାଇନିଆନ୍ତୁ। ଆଉ ପୋଲିସକୁ ତଦାନ୍ତରେ ସହଯୋଗ କରନ୍ତୁ ବୋଲି ଡିଜିପି କହିଛନ୍ତି।
Posted inHome Left, ଆମ ଜିଲା ଖବର, କରୋନା ଭାଇରସ୍, ରାଜ୍ୟ View All
ନିର୍ବାଚନୀ ରାଲିରେ ଟ୍ରମ୍ପ୍ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…
ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଉଚ୍ଚ ଟାରିଫ୍ ଧମକ…
ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍ରେ ବନିଲେ ନମ୍ବର ୧…
ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…
ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍ କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍କୁ…
ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ
ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…
ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ
ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…
ଧର୍ମପରାୟଣ ଶିକ୍ଷକ ଏସ୍. ସୀମା ରେଡ୍ଡୀ ଆଉ ନାହାନ୍ତି: ଶୋକାକୁଳ ପରିବେଶରେ…
ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତିତ୍ୱ ତଥା ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଏସ୍. ସୀମା…
ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…
କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…
ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍ ଗଲେ…
ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ…

