Posted inଜାତୀୟ

ସଡକ ଦୁର୍ଘଟଣାରେ ଜଣେ ସେନା ଅଧିକାରୀଙ୍କ ସମେତ ୬ ଜଣଙ୍କ ଜୀବନ ଗଲା

ଇନ୍ଦୋର,୨୯।୧୦: ମଧ୍ୟପ୍ରଦେଶର ଇନ୍ଦୋରର ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ତେଜାଜି ନଗର ଅଞ୍ଚଳରେ ଦୁଇଟି କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ସେନାର ଜଣେ ଅଧିକାରୀ ସାମିଲ ଅଛନ୍ତି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, କାର୍‌ ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ପୁଣି ୨ ନିପା ରୋଗୀ ଚିହ୍ନଟ

ଥିରୁଭାନନ୍ତପୁରମ, ୬।୬: କେରଳକୁ ପୁଣି ଫେରିଛି ନିପା ଭାଇରସ। ନିପା ଆକ୍ରାନ୍ତ ସନ୍ଦେହରେ ପୁଣି ଦୁଇଜଣ ରୋଗୀଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷା ପରେ...

କରୋନା ସମୟରେ ଦରମା ନ ପାଇ ଏମିତି ପଦକ୍ଷେପ ନେଲେ ଶିକ୍ଷକ

ଲକ୍ଷ୍ନୌ,୨୮ା୮: କରୋନା ମହାମାରୀ ସମୟରେ ଜଣେ ଶିକ୍ଷକ ଦୀର୍ଘଦିନ ଧରି ଦରମା ନ ପାଇବାରୁ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ପଦକ୍ଷେପ ନେଇଛନ୍ତି। ଏମିତି...

ଆତ୍ମ ସମର୍ପଣ କଲେ ଏନ୍‌ଡିଏଫ୍‌ବିର ୧,୬୧୫ କ୍ୟାଡର

ଗୁଆହାଟି,୩୦।୧: ଆସାମ ଗୁଆହାଟିର ଏକ ସମାରୋହରେ ନ୍ୟାଶନାଲ ଡେମୋକ୍ରେଟିକ ଫ୍ରଣ୍ଟ ଅଫ୍‌ ବୋଡୋଲାଣ୍ଡ(ଏନ୍‌ଡିଏଫ୍‌ବି)ର ବିଭିନ୍ନ ଗ୍ରୁପର ପ୍ରାୟ ୧,୬୧୫ କ୍ୟାଡର ନିଜ ନିଜ ମାରଣାସ୍ତ୍ର ସହ...

ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍‌ ପିନ୍ଧି ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୧।୬: ଏଲୋପାଥି ଚିକିତ୍ସା ଓ ଡାକ୍ତରଙ୍କୁ ନେଇ ଯୋଗଗୁରୁ ବାବା ରାମଦେବ ଦେଇଥିବା ବୟାନର ବିବାଦ ଥମିବାର ନା ନେଉନି। ଏହି ମାମଲାରେ ବାବା ରାମଦେବ...

ରେକର୍ଡ କଲେ ଦିଲ୍ଲୀର କିଶୋର: ୨୦ ଦିନରେ ଦିଆଗଲାଣି ୭୫ ପ୍ରତିଶତ ଟିକା

ନୂଆଦିଲ୍ଲୀ,୨୫ ।୧: କରୋନା ଟିକାକରଣକୁ ନେଇ ଦିଲ୍ଲୀର କିଶୋରମାନେ ରେକର୍ଡ କରିଛନ୍ତି । ପ୍ରାୟ ୨୦ ଦିନ ମଧ୍ୟରେ ୭୫ ପ୍ରତିଶତ କିଶୋର କରୋନା ଭ୍ୟାକ୍ସିନର...

ସିଆର୍‌ପିଏଫ ଯବାନଙ୍କ ଗାଡି ଉପରେ ଆକ୍ରମଣ: ଲଶ୍କର-ଇ-ତୋଇବାର ୨ ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୬।୩: ଶ୍ରୀନଗର ଲାଓପୋରାଠାରେ ଆତଙ୍କବାଦୀମାନେ ସିଆର୍‌ପିଏଫ ଯବାନଙ୍କ ଗାଡି ଉପରକୁ ଆକ୍ରମଣ କରିଥିଲେ। ଏହି ମାମଲାରେ ଶୁକ୍ରବାର ୨ଜଣ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଗିରଫ କରିଛି।...

କୁଳଭୂଷଣଙ୍କୁ କୂଟନୈତିକ ସହଯୋଗ ମାମଲା: ସର୍ତ୍ତକୁ ନେଇ ବଢୁଛି ଅଡ଼ୁଆ

ଇସ୍‌ଲାମାବାଦ,୪ା୮(ପି.ଟି.): ପାକିସ୍ତାନ ସେନା ଅଦାଲତରେ ମୃତ୍ୟୁ ଦଣ୍ଡାଦେଶ ପାଇ ବନ୍ଦିଥିବା ଭାରତର ପୂର୍ବତନ ସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ କୂଟନୈତିକ ସହାୟତା ଯୋଗାଇ ଦେବା ଲାଗି...

କମ୍ପାନୀରୁ ଡକରା: ବିମାନରେ ସୁରଟ ଫେରୁଛନ୍ତି ପ୍ରବାସୀ ଶ୍ରମିକ !

ସୁରଟ, ୨୯।୯: କରୋନା ମହାମାରୀ ସଙ୍କଟ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା ହୋଇଥିଲା। ସେତେବେଳେ ସୁରାଟରେ ବାସ କରୁଥିବା ପ୍ରବାସୀ ଶ୍ରମିକ ଘରକୁ ଫେରି ଆସିଥିଲେ।...

Advertisement
Archives

Model This Week