Posted inଖେଳ

ସଡ଼କ ଦୁର୍ଘଟଣାରେ ଜାନାର୍ଡି ଗୁରୁତର

ରୋମ, ୨୧ା୬ (ଏପି)-ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଛନ୍ତି ଇଟାଲିଆନ୍‌ ରେସ୍‌ କାର୍‌ ଚାମ୍ପିୟନରୁ ପାରାଅଲିମ୍ପିକ ସ୍ବର୍ଣ୍ଣ ବିଜେତା ହୋଇଥିବା ଆଲେକ୍ସ ଜାନାର୍ଡି। ସେ ନିଜ ହ୍ୟାଣ୍ଡ୍‌ବାଇକ୍‌ରେ ଯାଉଥିବାବେଳେ ଏକ ଟ୍ରକ୍‌ ସହିତ ତାଙ୍କର ମୁହଁାମୁହିଁ ଧକ୍କା ହୋଇଥିଲା। ଡକ୍ତରଖାନାରେ ସେ ବର୍ତ୍ତମାନ କୋମା ଅବସ୍ଥାରେ ଅଛନ୍ତି। ପାଖାପାଖି ୨୦ ବର୍ଷ ପୂର୍ବେ ଏକ ରେସ୍‌କାର୍‌ ଦୁର୍ଘଟଣାରେ ଜାନାର୍ଡି ତାଙ୍କର ଦୁଇ ଗୋଡ଼ ହରାଇଥିଲେ। ବର୍ତ୍ତମାନ ସେ ଭେଣ୍ଟିଲେଟରରେ ଅଛନ୍ତି। ତାଙ୍କର ରକ୍ତ ସଂଚାଳନ ଠିକ୍‌ ରହିଛି ତେବେ ସ୍ନାୟୁଜନିତ ସମସ୍ୟା ଗୁରୁତର ରହିଛି ବୋଲି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଜ୍ୟୁସେପ୍‌ ଅଲିଭେରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡେବ୍ୟୁ ମ୍ୟାଚ୍‌ ପୂର୍ବରୁ ପାଖରେ ଏହି ଜିନିଷ ସବୁ ରଖିଥିଲେ କ୍ରୁନାଲ ପାଣ୍ଡ୍ୟା

ପୁଣେ,୨୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ଡେବ୍ୟୁ କରିଛନ୍ତି ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା। ଏହି ମ୍ୟାଚ୍‌ରେ ସେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ...

୨୫୦ ଡିସ୍‌ମିସ୍‌ କରିବାରେ ଧୋନୀ ବିଶ୍ୱର ପ୍ରଥମ ଉଇକେଟ୍‌କିପର

ଆବୁଧାବି, ୨୦।୯: ଆଇପିଏଲ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ ୫ ଉଇକେଟ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ ଅବସରରେ...

ଦଳ ଛାଡ଼ିଲେ ଦୀପକ ହୁଡା

ନୂଆଦିଲ୍ଲୀ, ୧୫।୭: ଅଲରାଉଣ୍ଡର ଦୀପକ ହୁଡା ଭଦୋଦ୍ରା କ୍ରିକେଟ ଆସୋସିଏଶନ (ବିସିଏ) ଠାରୁ ଦୂରେଇ ଯାଇଛନ୍ତି। ଆଗାମୀ ଘରୋଇ ସିଜନରେ ସେ ରାଜସ୍ଥାନ ପାଇଁ ଖେଳିବେ।...

ମନୋହରଙ୍କ ସ୍ଥାନରେ ଗାଙ୍ଗୁଲି ଉପଯୁକ୍ତ

ଜୋହାନ୍ସବର୍ଗ, ୨୨ା୫ (ପି.ଟି.)-ଆଇସିସି ଚେୟାରମ୍ୟାନ ଶଶାଙ୍କ ମନୋହରଙ୍କ କାର୍ଯ୍ୟକାଳ ଚଳିତ ମାସରେ ଶେଷ ହେଉଥିବାବେଳେ ତାଙ୍କର ପରବର୍ତ୍ତୀ ଉତ୍ତରାଧିକାରୀ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)...

ଥାଇଲାଣ୍ଡ୍‌ ଓପନ୍‌: ମୁଖ୍ୟ ପର୍ଯ୍ୟାୟରେ ସୌରଭ, ସାଇ

ବ୍ୟାଙ୍କକ୍‌, ୩୦।୭ (ପି.ଟି.)- ଭାରତୀୟ ଶଟ୍‌ଲର ସୌରଭ ବର୍ମା ଓ ସାଇ ଉତ୍ତେଜିଥା ରାଓ ଥାଇଲାଣ୍ଡ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ମୁଖ୍ୟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି।...

ଚେତାବନୀ ଦେଲା ଅଫଗାନିସ୍ତାନ

ଶାରଜା,୨୬।୧୦: ଟି-୨୦ ବିଶ୍ୱକପ୍‌ରେ ଆଫଗାନିସ୍ତାନ ଏବଂ ସ୍କଟଲ୍ୟାଣ୍ଡ ଭଳି ଦେଶକୁ ଅନେକ ଲୋକ ଭାବନ୍ତି ଯେ ଏହି ଦୁଇଜଣ ଛୋଟ ଏବଂ ଦୁର୍ବଳ ଦଳ। କିନ୍ତୁ...

ଲେଗ୍‌ ସ୍ପିନର ନ ଖେଳାଇବାରୁ ବିଦା ହେଲେ ଦୁଇ କୋଚ୍‌

ଢାକା,୧୮।୧୦(ପି.ଟି.)- ଅନ୍ତର୍ଜାତୀୟ ସ୍ତରରେ ବାଂଲାଦେଶର ବ୍ୟାଟ୍ସମ୍ୟାନମାନେ ଲେଗ୍‌ ସ୍ପିନରଙ୍କ ସାମ୍ନାରେ ସଂଘର୍ଷ କରୁଥିତ୍ବାରୁ ବିସିବି ଏବେ ଲେଗ୍‌ ସ୍ପିନରଙ୍କୁ ଏବେ ଅଧିକ ଗୁରୁତ୍ୱ ଦେଉଛି। ଜାତୀୟ...

ଦଳ ପ୍ରଦର୍ଶନକୁ ନେଇ ପିସିବି ତର୍ଜମା କରିବ

କରାଚୀ,୨୦।୬(ପି.ଟି.)- ଦଳର ପ୍ରଦର୍ଶନକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବେ ବେଶ୍‌ ଗୁରୁତ୍ୱ ଦେବା ଆରମ୍ଭ କରିଛି। ଜାତୀୟ ଦଳ ସହ ସପୋର୍ଟ ଷ୍ଟାଫ୍‌,...

Advertisement
Archives

Model This Week