ସଡ଼କ ଦୁର୍ଘଟଣାରେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ

ରାୟଗଡା ଅଫିସ, ୨୫।୧୨: ଏକ ସଡ଼କ ଦୁର୍ଘଟଣାରେ ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା ଗ୍ରାମ ନିକଟରେ ଏହି ଦୁର୍ଘଟଣା ହୋଇଛି। ଅଧ୍ୟକ୍ଷ ରାୟଗଡାରୁ ଗୁଣୁପୁର ଫେରୁଥିବା ସମୟରେ ତାଣ୍ଡିକଣା ଛକ ପର୍ଯ୍ୟନ୍ତ ନିଜ ଇନୋଭାରେ ଯାଉଥିଲେ। ଏହାପରେ ଉକ୍ତ ଛକରୁ ନିଜ ବାଇକରେ ରାମନାଗୁଡା ଅଭିମୁଖେ ଯାଉଥିବାବେଳେ ହଠାତ୍‌ ନିଜର ଭାରସାମ୍ୟ ହରାଇ ଗାଡିରୁ ତଳେ ପଡି ତାଙ୍କର ମୃତ୍ୟୁ ଘଟିଛି l ଏହାପରେ ପ୍ରଥମେ ତାଙ୍କୁ ରାମନାଗୁଡା ଓ ପରେ ଶ୍ରୀକାକୁଲମ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି l ପୁରୁଷୋତ୍ତମ ଗମାଙ୍ଗ ମୃତ୍ୟୁରେ ରାୟଗଡାରେ ଶୋକର ଛାୟା ଖେଳି ଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଖର୍ଚ୍ଚ ହିସାବ ଦେଉନାହାନ୍ତି ବିଭାଗ

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ବିନିଯୋଗ ପ୍ରମାଣ ପତ୍ର(ୟୁସି) ଦାଖଲ କରୁନାହାନ୍ତି। ୨୦୧୮-୧୯ରେ ବିଭାଗଗୁଡ଼ିକୁ ୨୫,୯୫୭.୨୫ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ସେଥିରୁ ୧୯,୩୭୧.୨୧...

ବାପାଙ୍କୁ କୋଦାଳରେ ଛେଚି ହତ୍ୟାକଲେ ପୁଅ, ଅଭିଯୁକ୍ତଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

କେନ୍ଦୁଝର, ୩।୧୦(ସ୍ବ.ପ୍ର.): ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ଛେଚି ହତ୍ୟା କଲେ ପୁଅ। ଗୁରୁବାର ମଧ୍ୟାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର...

ଶ୍ରୀମନ୍ଦିରରେ ମୁତୟନ ଥିବା ପୋଲିସ କର୍ମଚାରୀଙ୍କୁ ମୋବାଇଲ ମନା

ପୁରୀ ଅଫିସ,୨୫।୧୧: ଶ୍ରୀମନ୍ଦିରରେ ମୁତୟନ ହୋଇଥିବା ହୋମ୍‌ ଗାର୍ଡ,ଓଏସ୍‌ଏପି ଯବାନ ସମେତ ପୋଲିସ କର୍ମଚାରୀଙ୍କୁ ମୋବାଇଲ୍‌ ବାରଣ କରାଯାଇଛି। ସୋସିଆଲ ମିଡିଆରେ ଶ୍ରୀମନ୍ଦିରର ଫଟୋ, ଭିଡିଓ...

କରୋନା ଆକ୍ରାନ୍ତ ୨ ବିଧାୟକଙ୍କ ସହ କଥାହେଲେ ନବୀନ

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ଓ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ଉଭୟ...

ସ୍ମାର୍ଟ ଫେରିବାଲା: ସୁଟ୍‌ ବୁଟ୍‌ ପିନ୍ଧା ବହି ବିକାଳି ଗିରଫ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଭାରତୀୟ ରେଳବାଇ ଷ୍ଟେଶନ ଓ ଟ୍ରେନ ଭିତରେ ଫେରିବାଲା ବିକ୍ରିକୁ ବେଆଇନ ଘୋଷଣା କରିବା ପରେ ବୁଲା ବିକାଳିଙ୍କ ଚିନ୍ତା ବଢ଼ିଯାଇଛି। ଫଳରେ...

ଦୂର ହେଉନି ଉଠା ଦୋକାନୀଙ୍କ ଦୁଃଖ

ଆଠମଲ୍ଲିକ,୧୭ା୩(ଡି.ଏନ.ଏ.) – ବଜାର ରାସ୍ତା ପ୍ରଶସ୍ତୀକରଣ ବେଳେ ପ୍ରଶାସନ ଦେଇଥିଲା ନିର୍ଭର ପ୍ରତିଶ୍ରୁତି। ନୂତନ ଦୋକାନ ଘର ଯୋଗାଇ ଦିଆଯିବ କହି ରାସ୍ତା ପାର୍ଶ୍ୱରୁ ହଟାଇ...

ଦଧିବାମନଙ୍କ ଘୋଷଯାତ୍ରା ସମ୍ପନ୍ନ

ଭଟଲି, ୪।୭(ଡି.ଏନ.ଏ) : ପଶ୍ଚିମୋକତ୍ଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲିର ଶ୍ରୀ ଶ୍ରୀ ଦଧିବାମନ ଧାମରେ ପ୍ରସିଦ୍ଧ ରଥଯାତ୍ରା ଗୁରୁବାର ସମାରୋହରେ ଅନୁଷ୍ଠିତ...

ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ଜଣେ ଯବାନ ନିଜ ସର୍ଭିସ ରାଇଫଲ୍‌ରୁ ଗୁଳି ଫୁଟାଇ ଜୀବନ ହାରିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲାରେ। ପୋଟେରୁ ପୋଲିସ...

Advertisement
Archives

Model This Week