ସଡ଼କ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଢେଙ୍କାନାଳ ଅଫିସ,୨୬।୮: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର କଣ୍ଟେଇକୋଳିଆ ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ନଦୀଆଳି ଗ୍ରାମର ଭରତ ବେହେରା। ଆହତ ଦ୍ୱୟଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ସେମାନଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ୩ ଯୁବକ ଆର୍ମିରେ ନିଯୁକ୍ତି ପାଇଁ ସାର୍ଟିଫିକେଟ ନେବାକୁ ଢେଙ୍କାନାଳ ତହସିଲ ଅଫିସକୁ ଯାଉଥିବା ବେଳେ ଏକ ରୋଲର ସହ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ପ୍ରବାସୀ ଓଡ଼ିଆଙ୍କ ମହାନତା, ଗରିବଙ୍କୁ ବଢ଼ାଉଛନ୍ତି ସହାୟତାର ହାତ

ପୁରୁଷୋତ୍ତମପୁର,୨୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଡଙ୍କାରି ଗ୍ରାମର ଭାଣ୍ଡି ଗୌରିଶଙ୍କର (୫୫)ଙ୍କ ହାର୍ଟ ସମସ୍ୟା ନେଇ ସେ ମୁମ୍ବାଇର ଫ୍ଳାଟଇନାମା ହସ୍ପିଟାଲ ଚିକିତ୍ସା ଲାଗି...

ମହୁଲ ଫୁଲର ଅଭାବୀ ବିକ୍ରି

ଭବାନୀପାଟଣା/କୋକସରା,୨୭।୪(ସ୍ବ.ପ୍ର/ଡି.ଏନ.ଏ.): ମହୁଲ ଫୁଲର ବାସ୍ନାରେ ମହକୁଛି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଟାଣ ଖରା ବଡିବା ସାଙ୍ଗକୁ ମହୁଲ ଗଛରୁ ଠପ୍‌ଠପ୍‌ ଝରି ପଡୁଛି ପଡୁଛି ଫୁଲ।...

ଏଟିଏମ୍‌ ଲୁଟ୍‌ ଉଦ୍ୟମ

ଭଦ୍ରକ ଅଫିସ,୧୩ା୯: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଣିତାଲ ଛକରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମ୍‌ ଶନିବାର ବିଳମ୍ବିତ ରାତିରେ ଲୁଟ ଉଦ୍ୟମ ହୋଇଛି। ଗ୍ୟାସ...

ପୁଣି ତେଜିଲା ଆନ୍ଦୋଳନ, ଜିଲାପାଳ ଅଫିସ ଆଗରେ ଧାରଣା ଦେଲେ ଚାଷୀ

ବରଗଡ ଅଫିସ୍‌, ୫।୧୨:ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ଅଚଳାବସ୍ଥା ନେଇ ପୁଣି ଚାଷୀ ଆନ୍ଦୋଳନ ତେଜି ଉଠିଛି। ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ ରେଶମ...

ଧର୍ମଗଡ଼ଠାରେ ବୌଦ୍ଧିକ ସମାବେଶ: ଧର୍ମଗଡ ଅଞ୍ଚଳର ବିକାଶ ପାଇଁ ମୁଁ ସର୍ବଦା ସଙ୍କଳ୍ପ ବଦ୍ଧ: ଶକ୍ତିମନ୍ତ୍ରୀ

ଧର୍ମଗଡ,୨୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡଠାରେ ଜୀବନ ବିନ୍ଦୁ ସ୍ବେଚ୍ଛାସେବୀ ଅନୁଷ୍ଠାନ ତରଫରୁ ବୁଧବାର ସ୍ଥାନୀୟ ଅଞ୍ଚଳର ଉନ୍ନତି ସହିତ ଏକ ବିକଶିତ ଧର୍ମଗଡ କିଭଳି କରାଯାଇପାରି...

ପ୍ରଶାସନ ଶୁଣିଲାନି: ପୋଲ ନିର୍ମାଣ କଲେ ଗ୍ରାମବାସୀ

ବାଲିଗୁଡା,୭ା୬.(ଡି.ଏନ.ଏ.)- ନାଳର ଆରପଟେ ରହିଛି ସ୍କୁଲ, ଅଙ୍ଗନଓ୍ବାଡି, ପଞ୍ଚାୟତ ଗୃହ। ନାଳ ଏପଟେ ରହିଯାଇଛନ୍ତି ଲୋକେ। ଯାତାୟାତ ପାଇଁ ନାଳ ଉପରେ ପୋଲଟିଏ ନାହିଁ। ଖରାଦିନେ...

ସାନଭାଇର ଛୁରା ମାଡ଼ରେ ବଡ଼ଭାଇ ଗୁରୁତର

ପୋଲସରା,୨୯ା୮(ଡି.ଏନ.ଏ.)- ପୋଲସରା ଥାନା ନିକଟସ୍ଥ ବ୍ରାହ୍ମଣସାହି ଛକଠାରେ ବୁଧବାର ରାତିରେ ପାରିବାରିକ କଳହକୁ ନେଇ ସାନଭାଇ ଛୁରା ମାଡରେ ବଡ଼ଭାଇ ଗୁରୁତର ଆହତ ହୋଇଛନ୍ତି। ଆହତ...

ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ: ତଦନ୍ତ ଦାବି କଲେ ହିତାଧିକାରୀ

ଛେଣ୍ଡିପଦା, ୧୨ା୧୦ (ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆଣିଛନ୍ତି ହିତାଧିକାରୀ। ଏ ନେଇ ଶୁକ୍ରବାର...

BGU
Play 250+ Trending Games
Archives

Model This Week

Why Dharitri