‘ସଡ଼କ-୨’କୁ ନେଇ କ’ଣ କହିଲେ ପୂଜା

ମୁମ୍ବାଇ: ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ଫିଲ୍ମ ‘ସଡ଼କ’ର ସିକ୍ୟୁଏଲ ନିର୍ମାଣ କାମ ଆରମ୍ଭ ହୋଇଛି। ‘ସଡ଼କ’ର ମୁଖ୍ୟ ଭୂମିକାରେ ପୂଜା ଭଟ୍ଟ ଓ ସଞ୍ଜୟ ଦତ୍ତ ନଜର ଆସିଥିବା ବେଳେ ଏହାର ନିର୍ଦ୍ଦେଶନା ଦେଇଥିଲେ ମହେଶ ଭଟ୍ଟ। ଏବେ କିନ୍ତୁ ଏହାର ସିକ୍ୟୁଏଲ ‘ସଡ଼କ-୨’ରେ ପୂଜା ପିତା ମହେଶଙ୍କୁ ଆସିଷ୍ଟ କରିବେ। ଏହାକୁ ନେଇ ପୂଜା ଯେତିକି ଉତ୍ସାହିତ ସେତିକି ଭୟଭୀତ। କାରଣ ଏଥିରେ ପୂଜାଙ୍କ ଭଉଣୀ ଆଲିଆ ଭଟ୍ଟ ଓ ଆଦିତ୍ୟ ରାୟ କପୁର ମୁଖ୍ୟ ଭୂମିକାରେ ଥିବା ବେଳେ ଆଲିଆଙ୍କ ସହ ପୂଜାଙ୍କର ଏକ ସିନ୍‌ ରହିଛି। ଯାହା ଚଳଚ୍ଚିତ୍ରର ମୁଖ୍ୟ ସିନ୍‌ ବୋଲି କୁହାଯାଉଛି। ଏପର୍ଯ୍ୟନ୍ତ ଏହାର ଶୁଟିଂ କରାଯାଇ ନ ଥିବାରୁ ପୂଜା ବହୁତ ବ୍ୟସ୍ତ ଥିବା କହିଛନ୍ତି। ଏବେ ‘ସଡ଼କ-୨’ର ଶୁଟିଂ ଉଟିରେ ଚାଲିଥିବା ବେଳେ ଆଗକୁ ଏହା ମୁମ୍ବାଇ, ଉତ୍ତରାଖଣ୍ଡ ଓ କଶ୍ମୀରରେ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri