ସତରେ କ’ଣ ଶ୍ରୁତି ହାସନଙ୍କର ହୋଇଗଲା ବ୍ରେକ୍‌ଅପ୍‌!

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶ୍ରୁତି ହାସନ ଓ ତାଙ୍କର ଇଟାଲିୟନ୍‌ ପୁରୁଷ ବନ୍ଧୁ ମାଇକେଲ କୋରସେଲଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ହୋଇଥିବା ଖବର ଶୁଣିବାକୁ ମିଳୁଛି। ଅବଶ୍ୟ ଶ୍ରୁତିଙ୍କ ତରଫରୁ ସେମିତି କିଛି ଖବର ମିଳିନାହିଁ। କିନ୍ତୁ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ମାଇକେଲଙ୍କ ସହ ତାଙ୍କର ଥିବା କିଛି ପୋଷ୍ଟ ଡିଲିଟ୍‌ ହୋଇଥିବା ଜଣାପଡିଛି। ଏଥିରୁ ଅନୁମାନ କରାଯାଉଛି କି ଉଭୟଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ହୋଇଯାଇଛି। ପ୍ରଥମ ଦେଖାରେ ଶ୍ରୁତିଙ୍କ ପ୍ରେମରେ ପଡିଥିବା ମାଇକେଲ କ’ଣ ପାଇଁ ଏମିତି କଲେ ତାହା ସ୍ପଷ୍ଟ ହୋଇନାହିଁ। ତେବେ ଶ୍ରୁତିଙ୍କ ପ୍ରେମରେ ପଡିବା ପରେ ମାଇକେଲ ତାଙ୍କ ପିତା କମଲ ହାସନଙ୍କୁ ଦେଖିବାକୁ ଭାରତ ଆସିବା ଏମିତିକି କମଲ ହାସନଙ୍କ ଫିଲ୍ମ ‘ବିଶ୍ୱରୂପମ୍‌ ୨’ରେ ମାଇକେଲ କାମ କରିବା ଏବେ ଅତିତ ହୋଇ ଯାଇଛି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

ବାହା ହେବେ ଅନୁଷ୍କା ସେଟ୍ଟୀ, ଜାଣନ୍ତି କିଏ ସେହି ଲକି ବୟ…?

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କ ବିବାହକୁ ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ଅନୁଷ୍କା କେବେ ଏବଂ…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

ବିବାହର ପରେ ରଶ୍ମିକାଙ୍କ ପୁରୁଣା ପ୍ରେମକୁ ନେଇ ବିବାଦ: ଚେତାବନୀ ଦେଲେ ଅଭିନେତ୍ରୀ

ହାଇଦ୍ରାବାଦ,୧୨।୩: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହର କିଛି ଦିନ ପରେ ଏକ ପୁରୁଣା ଅଡିଓ କ୍ଲିପ୍‌କୁ ନେଇ ସୋସିଆଲ ମିଡିଆରେ ହଟଚମଟ ସୃଷ୍ଟି ହୋଇଛି।…

୨୭ ବର୍ଷ ବୟସରେ ସାଉଥ ଅଭିନେତାଙ୍କ ପରଲୋକ, ଘରୁ ମିଳିଲା ମୃତଦେହ

ନୂଆଦିଲ୍ଲୀ,୧୨ା୩: ଚଳଚ୍ଚିତ୍ର ଜଗତରୁ ଏକ ଦୁଃଖଦ ଖବର ଆସିଛି । ମାଲାୟଲମ ଅଭିନେତା ହରି ମୁରଲୀଙ୍କ ୨୭ ବର୍ଷ ବୟସରେ ଦେହାନ୍ତ ହୋଇଛି । ମାତ୍ର ଚାରି…

ଭାଇରାଲ ଗର୍ଲ ମୋନାଲିସାଙ୍କୁ ବିବାହ କରିଥିବା ଫରମାନ କିଏ? କ’ଣ କରନ୍ତି? କେମିତି ହେଲେ ମୋନାଲିସାଙ୍କ ଜୀବନସାଥି? ଜାଣନ୍ତୁ…

ମୁମ୍ବାଇ,୧୨।୩: ମହାକୁମ୍ଭ ମେଳା ୨୦୨୫ ପରେ ରାତାରାତି ଭାଇରାଲ ହୋଇଥିବା ମୋନାଲିସା ପୁଣି ଥରେ ଶିରୋନାମାରେ ଅଛନ୍ତି। ଏହାର କାରଣ ହେଉଛି ତାଙ୍କ ବିବାହ। ପ୍ରକୃତରେ, ମୋନାଲିସା…

୬ ମାସ ପ୍ରେମ ୬୦ ବର୍ଷ ପରି… ମୋନାଲିସାଙ୍କୁ ବିବାହ ପରେ ମୁହଁ ଖୋଲିଲେ ଫରମାନ

ମହାକୁମ୍ଭ ମେଳା ୨୦୨୫ରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ମୋନାଲିସା ଏବେ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କ ପ୍ରେମିକ ଫରମାନ ଖାନଙ୍କୁ…

ପ୍ରେମିକଙ୍କୁ ବିବାହ କଲେ ଭାଇରାଲ ଗର୍ଲ ମୋନାଲିସା: ବାପାଙ୍କ ନାଁରେ ଆଣିଲେ ସାଂଘାତିକ ଅଭିଯୋଗ

ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ସେ ପ୍ରେମିକ ଫରମାନ ଖାନଙ୍କୁ ବିବାହ କରିଛନ୍ତି। ମୋନାଲିସା ଅରୁମାନୁର ମନ୍ଦିରରେ ଫରମାନଙ୍କୁ ବିବାହ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri