ସତର୍କ ନ ହେଲେ କିଛି ଅଞ୍ଚଳରେ କରୋନା ପହଞ୍ଚିବ ଥାର୍ଡ ଷ୍ଟେଜରେ !

ନୂଆଦିଲ୍ଲୀ,୭।୪: ଡରାଉଛି କରୋନା। ଏହାର ସଂକ୍ରମଣ ଆଗରେ ଆମେରିକା ଭଳି ଦେଶ ହାର ମାନିଥିବା ବେଳେ ଭାରତ ଏହାଠାରୁ ଦୂରେଇ ରହିବାକୁ ସବୁ ପ୍ରକାର ପ୍ରୟାସ ଜାରି ରଖିଛି। ହେଲେ କିଛି ଅଞ୍ଚଳରେ ଏହା କ୍ରମାଗତ ଭାବେ ବଢି ଚାଲିଥିବା ବେଳେ ଏବେ ଦେଶରେ କରୋନା ସଂକ୍ରମଣର ସଂଖ୍ୟା ୪,୪୨୧ରେ ପହଞ୍ଚିଲାଣି। ଏବେ ପର୍ଯ୍ୟନ୍ତ ଏହା ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବା କୁହାଯାଉଛି। କିନ୍ତୁ କିଛି ଅଞ୍ଚଳରେ ପ୍ରତିଦିନ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏବେ କେତେଜଣ ବିଶେଷଜ୍ଞ ଅନୁମାନ ଲଗାଇଛନ୍ତି କି ଯଦି ଏବେଠାରୁ ଏହି ସଂକ୍ରମଣକୁ ରୋକାଯାଇ ନ ପାରେ ତେବେ ଏହା ଖୁବ୍‌ଶୀଘ୍ର ଥାର୍ଡ ଷ୍ଟେଜକୁ ଗତି କରିବ। ଏଥିପାଇଁ ଲକ୍‌ ଡାଉନର ଆବଶ୍ୟକତା ଜରୁରୀ ବୋଲି ସେମାନେ କହିଛନ୍ତି। ଏବେ ପର୍ଯ୍ୟନ୍ତ ଭାରତରେ କରୋନା ସେକେଣ୍ଡ ଷ୍ଟେଜରେ ଥିବା ବେଳେ ଏହାକୁ ଆଗକୁ ବଢିବାକୁ ନ ଦେବା ଆମ ସମସ୍ତଙ୍କର କର୍ତ୍ତବ୍ୟ ବୋଲି ବିଶେଷଜ୍ଞମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?