ମୁମ୍ବାଇ,୧୮-୩: କରୋନା ଲାଗି ସତର୍କ ରହିବାକୁ ବିମାନ ଚଳାଚଳ କ୍ଷେତ୍ର ନିୟାମକ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ବିମାନ କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଇଛି। ପ୍ରତି ୨୪ ଘଣ୍ଟା ମଧ୍ୟରେ ବିମାନଗୁଡିକରେ ସଂକ୍ରମଣ ପ୍ରତିରୋଧୀ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶରେ କୁହାଯାଇଛି। ପ୍ଲେନ୍ଗୁଡିକୁ ଅନ୍ତତଃ ପକ୍ଷେ ୨୪ ଘଣ୍ଟାରେ ଥରେ ଭଲ ଭାବେ ସଫା କରିବା, ବିମାନରେ ହ୍ୟାଣ୍ଡ ସାନିଟାଇଜର ସହ ଅନ୍ୟ ଆବଶ୍ୟକ ସାମଗ୍ରୀ ମହଜୁଦ କରି ରଖିବା ଉପରେ ନିୟାମକ ଗୁରୁତ୍ୱ ଦେଇଛନ୍ତି। ପ୍ରତିଷେଧକ କିଟ୍ ବ୍ୟବସ୍ଥା କରିବା ଉପରେ ମଧ୍ୟ ନଜର ରହିଛି।
ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍
ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…
ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…
ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…
ଟ୍ରେନ୍ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍ଫର୍ମ ଟିକେଟ୍ରେ ଆରମ୍ଭ ହେଲା ଅନ୍ଲାଇନ୍ ଲଗେଜ୍ ବୁକିଂ
ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…
ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…
ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…
ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…
ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…
Archives

