Advertisement

ସତ୍ୟଜିତ୍‌ଙ୍କୁ ଅଗ୍ନିଶମ ଅତିରିକ୍ତ ଦାୟିତ୍ୱ; ଅରୁଣ ବୋଥ୍ରା ଓଏସ୍‌ଆର୍‌ଟିସି ଅଧ୍ୟକ୍ଷ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇପିଏସ୍‌ ଅଫସର ତଥା ସ୍ପେଶାଲ୍‌ ଡିଜି (ଇଣ୍ଟେଲିଜେନ୍ସ) ସତ୍ୟଜିତ୍‌ ମହାନ୍ତିଙ୍କୁ ଅଗ୍ନିଶମ ଏବଂ ହୋମଗାର୍ଡ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେସୁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅରୁଣ ବୋଥ୍ରାଙ୍କୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ସେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍‌)ର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ୨୦୧୧ ବ୍ୟାଚ ଆଇପିଏସ୍‌ ଅଫିସର ତଥା ବାଲେଶ୍ୱର ଏସ୍‌ପି ଯୁଗଳ କିଶୋର କୁମାର ବାନୋଥଙ୍କୁ କଟକ (ଗ୍ରାମାଞ୍ଚଳ)ଏସ୍‌ପି ଭାବେ ବଦଳି କରାଯାଇଛି। ସେହିପରି ୨୦୧୨ ବ୍ୟାଚ ଆଇପିଏସ୍‌ ଅଫିସର ତଥା କ୍ରାଇମବ୍ରାଞ୍ଚ ଏସ୍‌ପି ଥିବା ସୁଧାଂଶୁ ଶେଖର ମିଶ୍ରଙ୍କୁ ବାଲେଶ୍ୱର ଏସ୍‌ପି ଭାବେ ବଦଳି କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଖ୍ୟାଲଘୁଙ୍କ ପ୍ରତି ଚରମ ଅବହେଳା କରାଯାଉଛି: କଂଗ୍ରେସ

ଭୁବନେଶ୍ୱର,୫ା୭(ବ୍ୟୁରୋ): ପ୍ରଦେଶ ସଂଖ୍ୟାଲଘୁ ବିଭାଗ ସଭାପତି ଜିଆଉଲ୍‌ ହକ୍‌ଙ୍କ ଅଧ୍ୟକ୍ଷତାରେ ସୋମବାର କଂଗ୍ରେସ ଭବନରେ ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ...

ବେଫିକର ବ୍ୟବସାୟୀ, ଅମାନିଆ ଗ୍ରାହକ: ନିର୍ଦ୍ଦେଶକୁ ଫୁ’ କରିଦେଲା ପରିବା ହାଟ

ଭୁବନେଶ୍ୱର, ୨୧।୯ (ବ୍ୟୁରୋ): କାହା ମଧ୍ୟରେ ନ ଥିଲା ସାମାଜିକ ଦୂରତା। ପୁଣି କାହା ମୁହଁରେ ମାସ୍କ ନ ଥିବାବେଳେ ଆଉ କାହାର କାନରୁ ତଳକୁ...

ମାସ୍କ, ପିପିଇ କିଣା ନେଇ ଶ୍ୱେତପତ୍ର ଦିଅନ୍ତୁ ରାଜ୍ୟ ସରକାର

ଭୁବନେଶ୍ୱର,୧୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଚିଠି ଲେଖି ଅନୁରୋଧ କରିଛନ୍ତି ଯେ, ରାଜ୍ୟ ସରକାର ମାସ୍କ, ପିପିଇ, ଅନ୍ୟାନ୍ୟ...

ବି.କେ. ଆର୍ଟ କଲେଜରେ ମିଳିତ ମୁଦ୍ରଣ କଳା ପ୍ରଦର୍ଶନୀ: ଛାତ୍ରାବାସ ମରାମତି ପାଇଁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ଓଡ଼ିଶାର ପାରମ୍ପରିକ ଚିତ୍ରକଳା, କାରୁକଳା ଓ ଭାସ୍କର୍ଯ୍ୟକୁ ବିଶ୍ୱବିଦିତ କରିବା ପାଇଁ ରାଜ୍ୟର ଚାରୁ ଓ କାରୁକଳା ଛାତ୍ରୀଛାତ୍ରମାନେ ପ୍ରୟାସ କରିବା...

ଶେଷ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’: ପୁରସ୍କୃତ ହେଲେ ଓଡ଼ିଶାର ପ୍ରତିଷ୍ଠିତ ବ୍ୟବସାୟୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ହୋଇଯାଇଛି ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଏଥିରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ...

ହସ୍ପିଟାଲ ଆଡମିଶନ୍‌ ନ କଲେ ୧୦୦କୁ କୁହ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଆଡ୍‌ମିଶନ୍‌ ନେବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟ ଶାସନ ସଚିବ। ଯଦି କୌଣସି ହସ୍ପିଟାଲ ଆଡମିଶନ ନ କରେ ତେବେ...

ବର୍ଷିଲା ଭାଜପା: ତଥ୍ୟ ନଷ୍ଟ କରିବାକୁ ବିବାଦୀୟ ଅତିଥି ଭବନକୁ ଜାଣିଶୁଣି ଭାଙ୍ଗିଛି ଜିଲା ପ୍ରଶାସନ

ଭୁବନେଶ୍ୱର,୮।୨(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଥିବା ଅତିଥି ଭବନକୁ ଭାଙ୍ଗିବା ନେଇ...

ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ: ସାଢେ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ। ପ୍ରଶ୍ନକାଳ ଚାଲିଥିବା ସମୟରେ ଚାଷୀ ପ୍ରସଙ୍ଗକୁ ନେଇ ଭାଜପା ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ।...

Advertisement
Archives

Model This Week