Posted inଜାତୀୟ

ସତ୍ୟପାଲ ଗୋଆ ରାଜ୍ୟପାଳ

ପଣଜୀ,୪ା୧୧(ପି.ଟି.): ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ରବିବାର ଗୋଆ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି। ବମ୍ବେ ହାଇକୋର୍ଟ ମୁଖ୍ୟ ବିଚାରପତି ପ୍ରଦୀପ ନନ୍ଦରାଯୋଗ ରାଜଭବନରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଅଗଷ୍ଟ ୩୧ରେ ଅବସର ନେଇଥିବା ମୃଦଳା ସିହ୍ନାଙ୍କ ସ୍ଥାନରେ ତାଙ୍କୁ ଅବସ୍ଥାପିତ କରାଯାଇଛି। ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ବେଳେ ସତ୍ୟପାଲ ଜମ୍ମୁ-କଶ୍ମୀର ରାଜ୍ୟପାଳ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳ୍ପନାଜଳ୍ପନା ଶେଷ: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବେ ଅଶୋକ ଗେହଲଟ

ନୂଆଦିଲ୍ଲୀ,୨୩।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରସ୍ତୁତି ସରଗରମ ହେଉଛି। ଅନେକ କଳ୍ପନାଜଳ୍ପନା ପରେ ଶେଷରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ଯାଉଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ...

ମାସ୍କ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୋପାଳ,୨୩ ।୧୧: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମଣ ସଂଖ୍ୟା । ଏହାକୁ ଦେଖି ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମଧ୍ୟପ୍ରଦେଶ...

ପିଓକେରେ ଆତଙ୍କବାଦୀ ଶିବିର ସକ୍ରିୟ

ନୂଆଦିଲ୍ଲୀ,୧୧ା୮ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଥିତ୍ବା ଆତଙ୍କବାଦୀ ଶିବିରଗୁଡିକ ପୁଣିଥରେ ସକ୍ରିୟ...

ସେଣ୍ଟ୍‌ ଷ୍ଟିଫେନ୍ସ୍‌ କଲେଜର ୧୩ ଶିକ୍ଷାର୍ଥୀ, ୨ କର୍ମଚାରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୩।୪: ଦିଲ୍ଲୀ ୟୁନିଭର୍ସିଟିର ସେଣ୍ଟ୍‌ ଷ୍ଟିଫେନ୍ସ୍‌ କଲେଜରେ କରୋନା ସଂକ୍ରମଣ ପହଞ୍ଚିଛି। କଲେଜର ୧୩ ଶିକ୍ଷାର୍ଥୀ ଏବଂ ୨ ଜଣ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା...

ବୋମ୍ମାଇ ଜଣେ କାଠକଣ୍ଢେଇ ମୁଖ୍ୟମନ୍ତ୍ରୀ, କଂଗ୍ରେସର କଡ଼ା ସମାଲୋଚନା…

ବେଙ୍ଗାଲୁରୁ, ୧୦।୮ : କର୍ନାଟକ ଚର୍ଚ୍ଚା ଜୋର ଧରିଛି ଯେ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ବଦଳ କରାଯିବା ସହିତ ଭାଜପା ପକ୍ଷରୁ ଦଳର ରାଜ୍ୟ ୟୁନିଟରେ ପରିବର୍ତ୍ତନ...

ଚାଇନା ରାଷ୍ଟ୍ରପତିଙ୍କୁ ଭେଟିବେ ମୋଦି, ସୀମା ବିବାଦକୁ ନେଇ ହୋଇପାରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩ ।୯: ଗତ ପ୍ରାୟ ୩ ବର୍ଷ ହେବ ଭାରତ-ଚାଇନା ସମ୍ପର୍କରେ ଖୁୂବ୍ ତିକ୍ତତା ଦେଖିବାକୁ ମିଳିଛି । ହେଲେ ଏବେ ଏହି ସମ୍ପର୍କକୁ ଠିକ୍...

ମୌସୁମି ଅଧିବେଶନକୁ ନେଇ ସର୍ବଦଳୀୟ ବୈଠକ ଡାକିଲେ ଲୋକ ସଭା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୬ ।୭: ସଂସଦର ମୌସୁମି ଅଧିବେଶନ ୧୮ ଜୁଲାଇ ସୋମବାର ଆରମ୍ଭ ହେବାକୁ ଯାଉଛି । ଏଥିରେ ପ୍ରାୟ ୨୪ ନୂଆ ବିଲ ଉପସ୍ଥାପନ ହେବାର...

୭ ସନ୍ତାନଙ୍କୁ ଛାଡି ପ୍ରେମିକ ସହ ମହିଳା ଫେରାର୍‌

ଭୋପାଳ,୨୮।୪: କୁହାଯାଏ, ପ୍ରେମ ଅନ୍ଧ ହୋଇଥାଏ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା ଜଣାପଡେ ନାହିଁ। ମଧ୍ୟପ୍ରଦେଶର ଛତ୍ରପୁରରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି।...

Advertisement
Archives

Model This Week