Posted inଜାତୀୟ

ସତ୍ୟେନ୍ଦ୍ର ଜୈନଙ୍କ ଆକାଉଣ୍ଟରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟ୍‌ର

ନୂଆଦିଲ୍ଲୀ,୧୭।୨: ମନି ଲଣ୍ଡରିଂ ମାମଲାରେ ଜେଲ୍‌ରେ ଥିବା ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଟୁଇଟ୍‌ର ଏକ ବଡ ଝଟକା ଦେଇଛି। ତେବେ ସତ୍ୟେନ୍ଦ୍ର ଜୈନଙ୍କ ବ୍ଲୁ ଟିକ୍‌ ଟୁଇଟ୍‌ର ହଟାଇ ଦେଇଛି। ୨୦୨୨ ମେ’ ୨୯ରେ ସତ୍ୟେନ୍ଦ୍ର ଜୈନଙ୍କ ଶେଷ ଟୁଇଟ୍‌ ହୋଇଥିଲା।

ସତ୍ୟେନ୍ଦ୍ର ଜୈନଙ୍କ ଆକାଉଣ୍ଟରୁ ବ୍ଲୁ ଟିକ୍‌ ହଟାଇ ଦିଆଯିବା ପରେ ଭାଜପା ମୁଖପାତ୍ର ପ୍ରବୀଣ ଶଙ୍କର କପୁର କହିଛନ୍ତି ଯେ, ଟୁଇଟ୍‌ର ମଧ୍ୟ ଏଏପି ନେତା ସତ୍ୟେନ୍ଦ୍ର ଜୈନଙ୍କ ସ୍ବୀକୃତି ପ୍ରତ୍ୟାହାର କରିନେଇଛି। କେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍‌ଓ୍ବାଲ ସତ୍ୟେନ୍ଦ୍ର ଜୈନଙ୍କୁ କ୍ୟାବିନେଟରୁ ହଟାଇବେ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?