Posted inଜାତୀୟ

ସତ ପାଇଁ କ୍ଷମା ମାଗିବି ନାହିଁ: ରାହୁଲ

ନୂଆଦିଲ୍ଳୀ,୧୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ ତାଙ୍କ କଥାରେ ଅଡି ବସିଛନ୍ତି। ‘ରେପ୍‌ ଇନ୍‌ ଇଣ୍ଡିଆ’ ଉକ୍ତିକୁ ନେଇ ସେ କେବେବି ଭୁଲ୍‌ ମାଗିବେ ନାହିଁ ବୋଲି କହିଛନ୍ତି। କାରଣ ଏହା ସତ। ତେଣୁ ସେ ସତ ପାଇଁ କ୍ଷମା ମାଗିବେ ନାହିଁ। ଶୁକ୍ରବାର ରାହୁଲଙ୍କ ଏହି କଥାକୁ ନେଇ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ହଙ୍ଗାମା ହେବା ସହ ରାହୁଲ କ୍ଷମା ମାଗନ୍ତୁ ବୋଲି ଦାବି ହୋଇଥିଲା। ଶନିବାର ରାମଲିଳା ମଇଦାନରେ କଂଗ୍ରେସ ପକ୍ଷରୁ ଆୟୋଜିତ ‘ଭାରତ ବଚାଓ’ ରାଲିରେ ରାହୁଲ କହିଛନ୍ତି ସତ ପାଇଁ ସେ କ୍ଷମା ମାଗିବେ ନାହିଁ। ଆହୁରି ମଧ୍ୟ ମୋ ନାଁ ରାହୁଲ ସାଭରକର ନୁହେଁ ରାହୁଲ ଗାନ୍ଧୀ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଭାରତୀୟ ଜନତା ପାର୍ଟି(ଭାଜପା) ନାଗରିକତ୍ୱ ସଂଶୋଧନ ବିଲକୁ ନେଇ ଯେଉଁ ବିରୋଧ ହୋଇଛି ସେଥିରୁ ଜନତାଙ୍କ ନଜର ହଟାଇବାକୁ ଏଭଳି ଦାବି କରିଥିବା ରାହୁଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରୋଫେଟ୍‌ ମହମ୍ମଦଙ୍କ ଉପରେ ଆପତ୍ତିଜନକ ପୋଷ୍ଟକୁ ନେଇ ଉତ୍ତେଜନା

ଶାହଜାହାନପୁର,୧୭ା୫: ସୋସିଆଲ ମିଡିଆରେ ପ୍ରୋଫେଟ୍‌ ମହମ୍ମଦଙ୍କ ଉପରେ ଜଣେ ଯୁବକ ଶେୟାର କରିଥିବା ଏକ ଆପତ୍ତିଜନକ ପୋଷ୍ଟକୁ ନେଇ ଉତ୍ତର ପ୍ରଦେଶର ଶାହଜାହାନପୁର ଜିଲାସ୍ଥିତ ତିଲହାରରେ...

ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ଧମକ

ମୁମ୍ବାଇ,୩।୨: ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ହେବାର ଆଶଙ୍କା ରହିଛି। ଏନଆଇଏ ଏକ ଧମକପୂର୍ଣ୍ଣ ଇମେଲ ପାଇବା ପରେ ଦେଶର ବିଭିନ୍ନ ସହରକୁ ସତର୍କ କରାଯାଇଛି। ଏନଆଇଏ...

ହତାଶ କର୍ମୀଙ୍କୁ ଭରସା ଦେବେ ଶାହ

ନୂଆଦିଲ୍ଲୀ,୫ ।୫: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁରୁବାରଠାରୁ ଦୁଇ ଦିନିଆ ପଶ୍ଚିମବଙ୍ଗ ଯାତ୍ରାରେ ଯାଉଛନ୍ତି । ଗତବର୍ଷ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନ...

ସନ୍ତାନ ହେବେନି ଜନ୍ମ,ମାନବ ସଭ୍ୟତା ଉପରେ ମାଡ଼ି ଆସିବ ସଙ୍କଟ: ସମଲିଙ୍ଗୀ ବିବାହ ନେଇ ସୁପ୍ରିମ୍‌କୋର୍ଟ ତର୍କ…

ନୂଆଦିଲ୍ଲୀ,୧୦।୫ : ସମଲିଙ୍ଗୀ ବିବାହକୁ ଅନୁମୋଦନ ଦେବାକୁ ଆବେଦନ ଉପରେ ସୁପ୍ରିମକୋର୍ଟରେ ତୀବ୍ର ବିତର୍କ ଚାଲିଛି। ଓକିଲ ରାକେଶ ଦ୍ୱିବେଦୀ ୫ ଜଣିଆ ସାମ୍ବଧାନିକ ଖଣ୍ଡପୀଠ...

ରାଜସ୍ଥାନ ଖାଟୁ ଶ୍ୟାମ ମେଳାରେ ଦଳାଚକଟା: ୩ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଜୟପୁର,୮ ।୮: ରାଜସ୍ଥାନର ପ୍ରସିଦ୍ଧ ଖାଟୁଶ୍ୟାମଜିରେ ବାବା ଶ୍ୟାମଙ୍କ ମାସିକ ମେଳାରେ ସୋମବାର ସକାଳୁ ଦଳାଚକଟା ହୋଇଥିବା ସୂଚନା ମିଳିଛି । ଏହି ଘଟଣାରେ ୩...

‘ ଭାଜପାରେ କେହି ରହିବେ ନାହିଁ ’

ନୂଆଦିଲ୍ଲୀ,୧୧।୬ : ବର୍ତ୍ତମାନ ଭାଜପାରେ ଯେଉଁଭଳି ସ୍ଥିତି କେହି ରହିବାକୁ ଚାହୁଁନାହାନ୍ତି। ଭାଜପାରୁ ବାହାରିବା ପରେ ଚିହ୍ନା ଚେହେରା ଦେଖି ଭଲ ଲାଗୁଛି। ଦୀର୍ଘ ୪...

କୁମାର ବିଶ୍ୱାସଙ୍କ ପରେ ଅଳକା ଲାମ୍ବାଙ୍କ ଘରେ ପଞ୍ଜାବ ପୋଲିସ

ଅମୃତସର,୨୦।୪: ପଞ୍ଜାବ ପୋଲିସ ଏବେ ଆକ୍ସନ୍‌ ମୋଡ୍‌ରେ ଅଛି। ଆମ ଆଦମୀ ପାର୍ଟି(ଆପ)ର ପୂର୍ବତନ ସଦସ୍ୟ ତଥା ଜଣାଶୁଣା ଯୁବ କବି କୁମାର ବିଶ୍ୱାସଙ୍କ ପରେ...

ବିନା ପାଇଲଟର ଡ୍ରୋନ୍ ରୁସ୍ତମ-୨ର ସଫଳ ପରୀକ୍ଷଣ

ଚିତ୍ରଦୁର୍ଗ,୧୦ ।୧୦: ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଂଗଠନ(ଡିଆର୍‌ଡିଓ)ଶୁ୍‌କ୍ରବାର ସ୍ୱଦେଶୀ ପ୍ରୋଟୋଟାଇପ୍ ଡ୍ରୋନ୍ ରୁସ୍ତମ-୨ର ଫ୍ଲାଇଟ୍ ଟେଷ୍ଟିଂ କରିଛି । କର୍ନାଟକର ଚିତ୍ରଦୁର୍ଗରେ ରୁସ୍ତମ-୨ ପ୍ରାୟ...

Advertisement
Archives

Model This Week