ସନ୍ତାନ ପ୍ରସବ କଲେ କରୋନା ପଜିଟିଭ ମହିଳା

ଆଗ୍ରା,୩୦।୪: ଉତ୍ତରପ୍ରଦେଶ ଆଗ୍ରାରେ ଜଣେ କରୋନା ପଜିଟିଭ ମହିଳା ଗୁରୁବାର ସିଜରିଆନ ସେକ୍ସନ ମାଧ୍ୟମରେ ଏକ ସନ୍ତାନ ପ୍ରସବ କରିଛନ୍ତି। ସରୋଜିନି ନାଇଡୁ ମେଡିକାଲରେ ସେ ସନ୍ତାନ ପ୍ରସବ କରିଥିବା ବେଳେ ଉଭୟ ମା’ଓ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। ଏବେସୁଦ୍ଧା ଆଗ୍ରାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୩ ଥିବା ବେଳେ ୭୪ ଜଣ ସୁସ୍ଥ ହୋଇଛନ୍ତି ଓ ୧୪ ଜଣଙ୍କ ମୃତ୍ୟୁ ହୋଇଛି, ଅନ୍ୟମାନଙ୍କର ଚିକିତ୍ସା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମଝିରେ ଏସ୍‌ପିଙ୍କ ଗୋଡ଼ ଧରି କାନ୍ଦି ପକାଇଲେ ଭାଜପା ନେତା

ମିର୍ଜାପୁର,୮।୭: ଉତ୍ତର ପ୍ରଦେଶ ମିର୍ଜାପୁରର କୋତବାଲି ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଭାଜପା ନେତା ରାସ୍ତା ମଝିରେ ଏସ୍‌ପିଙ୍କ ଗୋଡ଼ ଧରି...

ପିତାଙ୍କ ଉପନାମ ଥିବା ଲୋକଙ୍କୁ ମିଳିବନି ଆଦିବାସୀ ପ୍ରମାଣପତ୍ର…

ଶିଲଂ,୧୨।୪ : ମେଘାଳୟର ଏକ ଜିଲା ପରିଷଦ ମାତୃକେନ୍ଦ୍ରିକ ବ୍ୟବସ୍ଥାକୁ ମଜବୁତ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ପାରମ୍ପାରିକ ଖାସି ଗ୍ରାମ ମୁଖିଆମାନଙ୍କୁ କେବଳ...

ଏମ୍‌ପି ପଦ ଯିବା ପରେ ୱାୟନାଡ ଯିବେ ରାହୁଲ ଗାନ୍ଧୀ, ଜନସଭାକୁ କରିବେ ସମ୍ବୋଧିତ

ନୂଆଦିଲ୍ଲୀ,୧୧।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର କେରଳର ୱାୟନାଡ ଗସ୍ତ କରିବେ। ଯେଉଁଠାରୁ ସେ ୨୦୧୯ରେ ସଂସଦକୁ ନିର୍ବାଚିତ ହୋଇଥିଲେ। ଅପରାଧିକ ମାନହାନି ମାମଲାରେ...

ଶ୍ରୀନଗର ପୋଲିସ ଟିମ୍ ଉପରେ ଆତଙ୍କବାଦୀ ଆକ୍ରମଣ, ଜଣେ ଆହତ

ଜମ୍ମୁ,୧୨ ।୯: ଶ୍ରୀନଗରର ଖାନୟାର ଅଞ୍ଚଳରେ ରବିବାର ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ପୋଲିସ ଟିମ୍‌କୁ ଟାର୍ଗେଟ କରି ଏମାନେ ଆକ୍ରମଣ କରିଥିବା ବେଳେ ଜଣେ...

ସୀତାରାମନ୍‌ଙ୍କୁ ମାରୁତି ଅଧ୍ୟକ୍ଷଙ୍କ ସମର୍ଥନ

ନୂଆଦିଲ୍ଲୀ,୨୦-୯: ଓଲା ଓ ଉବର କ୍ୟାବ୍‌ ଆଧାରିତ ଟ୍ୟାକ୍ସି ସୁବିଧା ଯୋଗୁ ଦେଶର ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଆସିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ବୟାନକୁ...

ଆରମ୍ଭ ହେଲା ଟ୍ରାକ୍ଟର ରାଲି: କୃଷକ ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୨୬ ।୧: ଗୋଟିଏ ପଟେ ଦେଶ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ରାଜଧାନୀ ରାଜପଥରେ ସମାରୋହକୁ ଉପଭୋଗ କରୁଛନ୍ତି ଦେଶବାସୀ ।...

ଡେଲ୍ଟା ଭାରିଏଣ୍ଟ କବଳରେ ଚାଇନା

ବେଜିଂ,୩୧ ।୭: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି । ଏହି ମହାମାରୀ ଏବେ...

ଇଭିଏମ୍‌ ବିରୋଧରେ ଆବେଦନ ଖାରଜ: ଆବେଦନକାରୀଙ୍କ ଉପରେ ୧୦ହଜାର ଟଙ୍କା ଜରିମାନା ଲଗାଇଲେ ହାଇକୋର୍ଟ

ନୂଆଦିଲ୍ଲୀ,୩।୮: ଇଲେକ୍ଟ୍ରୋନିକ୍‌ ଭୋଟିଂ ମେସିନ(ଇଭିଏମ)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇଥିବା ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏହାକୁ ପ୍ରତ୍ୟାଖ୍ୟାନ କରି ଦିଲ୍ଲୀ ହାଇକୋର୍ଟ କହିଛନ୍ତି,...

Advertisement
Archives

Model This Week