ସନ୍ତୁଳିତ ଓଜନ ପାଇଁ..

ଆଜିକାଲି ଓଜନ ବଢ଼ିବା ଏକ ସାଧାରଣ ସମସ୍ୟା। ଏହାକୁ ନିୟନ୍ତ୍ରଣରେ ନ ରଖିଲେ ତାହା ପରୋକ୍ଷରେ କେତେକ ରୋଗର କାରଣ ସାଜିଥାଏ। ତେଣୁ ଏଥିପାଇଁ ମେଦବହୁଳ ବ୍ୟକ୍ତିଙ୍କୁ ସତର୍କ ରହିବାକୁ ପଡ଼େ। ଓଜନକୁ ସନ୍ତୁଳିତ ରଖିବାର ଏକ ସହଜ ତଥା ସରଳ ଉପାୟ ହାତପାଆନ୍ତାରେ ରହିଛି। ତାକୁ ଅନୁସରଣ କଲେ ଜଣେ ନିଜ ଓଜନକୁ ନିୟନ୍ତ୍ରଣରେ ରଖିପାରିବ ବୋଲି ଆମେରିକାସ୍ଥିତ ୟୁନିଭର୍ସିଟି ଅଫ ଓ୍ବାଶିଂଟନ୍‌ର ପୁଷ୍ଟିବିଜ୍ଞାନୀମାନେ ଏକ ଗବେଷଣାରୁ ଜାଣିପାରିଛନ୍ତି। ଯଦି ଜଣେ ବ୍ୟକ୍ତି ସବୁବେଳେ ଶାକାହାରୀ ଭୋଜନ କରନ୍ତି ତେବେ ସେହି ବ୍ୟକ୍ତି ଓଜନ ବୃଦ୍ଧି ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା କମ୍‌ ଥାଏ। ଗବେଷଣା ସମୟରେ ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ଯେଉଁମାନେ ସବୁବେଳେ ଶାକାହାରୀ ଭୋଜନ କରୁଥିଲେ ସେମାନଙ୍କ ମଧ୍ୟରୁ ଅଧିକାଂଶ ବ୍ୟକ୍ତିଙ୍କର ଓଜନ ବୃଦ୍ଧି ହେଉ ନ ଥିଲା ବୋଲି ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ କାମ କରୁଥିଲେ ହୋଇଯିବେ ବର୍‌ବାଦ; ଜାଣନ୍ତୁ…

ସକରାତ୍ମକ ଚିନ୍ତାଧାରା ସହିତ ଜୀବନ ବିତାଉଥିବା ବ୍ୟକ୍ତି ସର୍ବଦା ସଫଳତା ପାଇଥାଏ। ଆଚାର୍ଯ୍ୟ ଚାଣକ୍ୟ ମଧ୍ୟ କୌଣସି ପରିସ୍ଥିତିରେ ହାର ମାନି ନ ଥିଲେ। ସେ...

ଶୀତଦିନେ ମେକ୍‌ଅପ

ଶୀତଦିନେ ମେକଅପ୍‌ ହେବା ପୂର୍ବରୁ ସ୍କିନ୍‌କୁ ପୂରା ମଶ୍ଚରାଇଜ୍‌ କରିଦିଅନ୍ତୁ। ଏଥିପାଇଁ ମେକଅପ୍‌ ପୂର୍ବରୁ ନିଜ ସ୍କିନ୍‌କୁ ଭଲ କ୍ଲିଞ୍ଜିଂ ମିଲ୍‌କ ସାହାଯ୍ୟରେ ସଫା କରନ୍ତୁ।...

ଆପଲ୍‌ ଆଣ୍ଡ ମେୟୋନିଜ୍‌ ସାଣ୍ଡ୍‌ଓ୍ବିଚ୍‌

ଆବଶ୍ୟକ ସାମଗ୍ରୀ:ଏକ କପ୍‌ ଗ୍ରୀନ୍‌ ଆପଲ୍‌, ବ୍ରେଡ୍‌ ସ୍ଲାଇସ୍‌ – ୬ ଟି, ୨ ବଡ଼ ଚାମଚ ବଟର, ୧ ଚାମଚ ମେୟୋନିଜ୍‌, ୧ ଚାମଚ...

ଏସବୁ ରୋଗରୁ ମୁକ୍ତିଦିଏ ନଡ଼ିଆ ତେଲ

ନଡ଼ିଆ ତେଲ ସ୍ବାସ୍ଥ୍ୟ ଉପକାରୀ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ସୁସ୍ଥ ରହିବାକୁ ଚାହୁଁଥିଲେ ଏହାକୁ ଖାଦ୍ୟରେ ସାମିଲ କରିପାରିବେ। ଏହାଦ୍ୱାରା...

ହାଣ୍ଡି ପନିର

ଆବଶ୍ୟକ ସାମଗ୍ରୀ: ପନିର ୨୦୦ଗ୍ରାମ୍‌, ଘଷା ହୋଇଥିବା ଅଦା ଅଳ୍ପ, ହଳଦୀ ଅଧା ଚାମଚ, ଲାଲ୍‌ ଲଙ୍କାଗୁଣ୍ଡ ଅଧାଚାମଚ, ଗରମ ମସଲା ଅଧା ଛୋଟ ଚାମଚ,...

ହୃଦ୍‌ପିଣ୍ଡ ସୁସ୍ଥ ରଖେ ସୋରିଷ ତେଲ

ପ୍ରାୟ ସମସ୍ତଙ୍କ ଘରେ ପ୍ରତିଦିନ ସୋରିଷ ତେଲର ବ୍ୟବହାର କରାଯାଏ। ଖାଦ୍ୟ ପ୍ରସ୍ତୁତି ସହ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ପାଇଁ ମଧ୍ୟ ସୋରିଷ ତେଲ ଉପଯୋଗୀ...

୫ ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ପ୍ରଚୁର ପରିମାଣର ଭିଟାମିନ୍‌ ‘ଏ’ ଜରୁରୀ

ଭିଟାମିନ୍‌ ‘ଏ’ ଅନେକ ଉପକାରୀ। ତେଣୁ ୫ ବର୍ଷ ପର୍ଯ୍ୟନ୍ତ ଶିଶୁକୁ ପ୍ରଚୁର ପରିମାଣର ଭିଟାମିନ୍‌ ‘ଏ’ ଯୁକ୍ତ ଖାଦ୍ୟ ଖାଇବାକୁ ଦେବା ଫଳରେ ସେମାନଙ୍କଠାରେ...

କ୍ୟାମେରାଯୁକ୍ତ ସିରିଞ୍ଜ

ସାଧାରଣତଃ ରକ୍ତ ପରୀକ୍ଷା, କେତେକ ଆନୁଷଙ୍ଗିକ ପରୀକ୍ଷା କରିବା ଲାଗି ଏବଂ ଇଞ୍ଜେକସନ ନେବା ପାଇଁ ସିରିଞ୍ଜର ବ୍ୟବହାର କରାଯାଇଥାଏ। ନିକଟରେ ଏପରି ଏକ ସିରିଞ୍ଜ...

Advertisement
Archives

Model This Week