ସନ୍ତୁଳିତ ରହିବ କ୍ୟାଲୋରି

ଆମ ଶରୀରରେ କ୍ୟାଲୋରି ସନ୍ତୁଳିତ ରହିବା ନିହାତି ଜରୁରୀ। ଏଥିରେ ଅସନ୍ତୁଳିତ ପରିଲକ୍ଷିତ ହେଲେ ତାହା କେତେକ ରୋଗକୁ ପରୋକ୍ଷରେ ଡାକି ଆଣିଥାଏ। ତେବେ କ୍ୟାଲୋରି ସ୍ତରକୁ ସନ୍ତୁଳିତ ରଖିବା ପାଇଁ କେତେକ ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡେ। ସନ୍ତୁଳିତ ଖାଦ୍ୟ ଖାଇବା ବ୍ୟତୀତ ଆଉ ଏକ ସରଳ ଉପାୟରେ କ୍ୟାଲୋରିକୁ ସନ୍ତୁଳିତ ରଖିହେବ। ତାହା କ’ଣ ଜାଣନ୍ତି ? ରକ୍ତଦାନ। ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି ଯେ, ଯଦି ଜଣେ ବ୍ୟକ୍ତି ନିୟମିତି ସମୟ ଅନ୍ତରାଳରେ ରକ୍ତଦାନ କରନ୍ତି ତେବେ ତାଙ୍କ ଶରୀରରେ କ୍ୟାଲୋରି ପରିମାଣ ସନ୍ତୁଳିତ ରହିଥାଏ। ହେଲେ ରକ୍ତଦାନ କରିବା ପୂର୍ବରୁ ସେମାନେ ଏ ନେଇ କେତେ ଫିଟ୍‌ ତାହା ପରୀକ୍ଷା କରାଇ ନେବା ଜରୁରୀ। ନିୟମିତ ସମୟ ଅନ୍ତରାଳରେ ରକ୍ତଦାନ କରୁଥିବା କେତେକ ବ୍ୟକ୍ତିଙ୍କ କ୍ୟାଲୋରି ପରିମାଣ କେତେ ରହୁଛି ତାହାକୁ ପରୀକ୍ଷା କରିବା ପରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକଥା ଜାଣିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟୁଜିକ୍‌ ଥେରାପି

ଭାରାକ୍ରାନ୍ତ ମନକୁ ଅନେକାଂଶରେ ହାଲ୍‌କା କରିଥାଏ ସଙ୍ଗୀତ। ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା ମନ ପ୍ରଫୁଲ୍ଲ ରହିବା ସହ ମାନସିକତା ସକାରାତ୍ମକ ରହିଥାଏ। କେତେକ...

ଗ୍ୟାସ୍‌ ବଞ୍ଚାଇବାକୁ ଚାହୁଁଥିଲେ..

ରୋଷେଇ ଆରମ୍ଭ କରିବା ପୂର୍ବରୁ ସମସ୍ତ ଆବଶ୍ୟକ ସାମଗ୍ରୀ ଏକାଠିକରି ରଖନ୍ତୁ। ଏହାଦ୍ୱାରା ଉଭୟ ଗ୍ୟାସ୍‌ ଓ ସମୟ ବଞ୍ଚିଥାଏ। ଥଣ୍ଡା କ୍ଷୀର, ପନିପରିବା ଏବଂ...

ପରୀକ୍ଷା ପ୍ରସ୍ତୁତି : ପିଲାଙ୍କୁ ରଖନ୍ତୁ ଷ୍ଟ୍ରେସ୍‌ ଫ୍ରି

ଏବେ ଆରମ୍ଭ ହୋଇଯାଇଛି ପରୀକ୍ଷା ଋତୁ। ଏହି ସମୟରେ କେବଳ ପିଲା ନୁହନ୍ତି, ପରୀକ୍ଷାକୁ ନେଇ ଶଙ୍କା ଆଶଙ୍କା ମଧ୍ୟରେ ମା’ ବାପା ବି ରହିଥାଆନ୍ତି।...

ଡ୍ରେସ୍‌ ସହ ମେକ୍‌ଅପ୍‌

ଦୀପାବଳିରେ ପରଫେକ୍ଟ ଲୁକ୍‌ ପାଇବାକୁ ହେଲେ କେବଳ ଜିନ୍ସ, ଡ୍ରେସ୍‌ କି ଶାଢ଼ି ଯଥେଷ୍ଟ ନୁହେଁ, ଏହାକୁ ମ୍ୟାଚିଂ କରି ମେକ୍‌ଅପ୍‌ ନେବାକୁ ପଡ଼ିଥାଏ। ଜାଣନ୍ତୁ...

ପିଲାଙ୍କ ମସ୍ତିଷ୍କ ବୃଦ୍ଧି କରେ ପ୍ରତ୍ୟହ ଗୋଟିଏ ଅଣ୍ଡା

ଓ୍ବାଶିଂଟନ୍‌: ଆମେରିକାର କେତେଜଣ ଗବେଷକଙ୍କ ମତାନୁଯାୟୀ ଶିଶୁଙ୍କୁ ଦୈନିକ ଗୋଟିଏ ଲେଖାଁ ଅଣ୍ଡା ଖାଇବାକୁ ଦେଲେ ସେମାନଙ୍କ ମସ୍ତିଷ୍କର ବିକାଶ ଠିକ୍‌ ଭାବେ ହୋଇଥାଏ। ଅଣ୍ଡା...

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ଏହି ଧୁଆଁ…

ପରିବର୍ତ୍ତିିତ ଜୀବନ ଶୈଳୀରେ କେତେକଙ୍କ ଠାରେ ହାର୍ଟ ଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ଏହାର ନିରାକରଣ କିଛି ଘରୋଇ ଉପଚାର ଦ୍ୱାରା ମଧ୍ୟ ସମ୍ଭବ। ଘରେ...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏଥିରୁ ଗ୍ଲାସେ…

ଫଳ ରସରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏହା ମେଦବହୁଳତା ଦୂର କରିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ସକାଳେ ନିୟମିତ ଗ୍ଲାସେ ଫଳ ରସ...

ଶିଶୁର ମାଲିସ୍‌

ମାଲିସ୍‌ ଏମିତି ଶବ୍ଦଟିଏ, ଯାହାର ନାଁ ଶୁଣିଲା ମାତ୍ରେ ଯେମିତି ଆରାମରେ ନିଦ ଆସିଯାଏ। କେତେବେଳେ ଏହା ଥକାପଣ ଦୂର କରେ ତ ଆଉ କେତେବେଳେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *