Posted inଖେଳ

ସନ୍ତୋଷ ଟ୍ରଫି: ଓଡ଼ିଶାର ବିଜୟ ଅଭିଯାନ

କଟକ ଅଫିସ,୨୩ା୯- ପଶ୍ଚିମବଙ୍ଗର କଲ୍ୟାଣୀଠାରେ ୭୪ତମ ଜାତୀୟ ଫୁଟବଲ ଚାମ୍ପିୟନଶିପ ସନ୍ତୋଷ ଟ୍ରଫିର ପୂର୍ବାଞ୍ଚଳ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡର ପ୍ରଥମ ମ୍ୟାଚ୍‌ରେ ଓଡ଼ିଶା ବିଜୟୀ ହୋଇଛି । ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଓଡ଼ିଶା ୬-୧ ଗୋଲରେ ବିହାରକୁ ହରାଇ ଟୁର୍ନାମେଣ୍ଟରେ ଅଭିଯାନ ଆରମ୍ଭ କରିଛି। ପ୍ରଥମାର୍ଦ୍ଧରେ ଓଡ଼ିଶା ପକ୍ଷରୁ ୩ଟି ଗୋଲ ସ୍କୋର ହୋଇଥିଲା । ୨୯ତମ ମିନିଟରେ ରାଜେଶ ନାୟକ, ୩୪ତମ ମିନିଟରେ ଅର୍ପଣ ଲାକ୍ରା ଓ ୪୧ତମ ମିନିଟରେ ବିକି ସେଠୀ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ୩-୦ରେ ଓଡ଼ିଶା ପ୍ରଥମାର୍ଦ୍ଧରେ ଆଗୁଆ ରହିଥିଲା । ଦ୍ୱିତୀୟାର୍ଦ୍ଧର ରାଜେଶ ୫୬ତମ ଓ ୬୦ତମ ମିନିଟରେ ୨ଟି ଗୋଲ ଦେଇ ଓଡ଼ିଶାକୁ ୫-୦ରେ ଅଗ୍ରଣୀ ଦେବା ସହ ବ୍ୟକ୍ତିଗତ ୩ୟ ଗୋଲ ସ୍କୋର କରିଥିଲେ। ବିହାର ପକ୍ଷରୁ ୬୭ତମ ମିନିଟରେ ମହମ୍ମଦ ସର୍ଫରାଜ ଏକ ଗୋଲ ପରିଶୋଧ କରିଥିଲେ। ଅତିରିକ୍ତ ୯୨ତମ ମିନିଟରେ ରାଜେଶ ବ୍ୟକ୍ତିଗତ ୪ର୍ଥ ଗୋଲ ଦେଇ ଓଡ଼ିଶାକୁ ୬-୧ ଗୋଲରେ ଜିତାଇଥିଲେ । ଆସନ୍ତା ୨୬ରେ ପଶ୍ଚିମବଙ୍ଗ ବିପକ୍ଷରେ ଓଡ଼ିଶା ପରବର୍ତ୍ତୀ ମ୍ୟାଚ୍‌ ଖେଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri