ସନ୍ଥ କବିଙ୍କ ସଂପର୍କରେ ଆପତ୍ତିଜନକ ମନ୍ତବ୍ୟ : ପ୍ରତିବାଦରେ କୌପିନଧାରୀଙ୍କ ଦାବିପତ୍ର

କେନ୍ଦୁଝର, ୨୬ା୫ (ସ୍ବ.ପ୍ର./ଡି.ଏନ.ଏ.) -‘ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ ଦେଖୁ ଦେଖୁ କେବା ସହୁ’। ‘ମୋ ଜୀବନ ପଛେ ନର୍କ ପଡିଥାଉ ଜଗତ ଉଦ୍ଧାର ହେଉ।’ ସନ୍ଥକବି ଭୀମଭୋଇଙ୍କ ଏହି ଆଲେଖ ଭାରତ ପାର୍ଲିଆମେଣ୍ଟ ଭବନ ତଥା ମିଳିତ ଜାତିସଂଘରେ ସ୍ଥାନିତ ହୋଇଛି। ତେବେ ଏଭଳି ମହାନ ସନ୍ଥକବି ଭୀମଭୋଇଙ୍କୁ ଆଣ୍ଡ ହିଜ ଫିମେଲ କମସର୍ଟସ ଲେଖାରେ ଚରିତ୍ର ସଂହାର କରାଯାଇଥିବା ଅଭିଯୋଗରେ ମଙ୍ଗଳବାର କୌପିନଧାରୀ କେନ୍ଦୁଝର ସାଧୁଭକ୍ତ ସମିତି ପକ୍ଷରୁ ଜିଲାପାଳଙ୍କ ଜରୀଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଲେଖକ କେଦାର ନାଥ ମିଶ୍ରଙ୍କ ଦ୍ୱାରା ଲିଖିତ ଏହି ବିବାଦୀୟ ଲେଖା ଯୋଗୁ ରାଜ୍ୟ ଓ ରାଜ୍ୟ ବାହାରେ ଥିବା କୋଟି କୋଟି ମହିମା ଧର୍ମ ଶ୍ରଦ୍ଧାଳୁଙ୍କ ମନରେ ଯେଉଁ ଆଘାତ ଲାଗିଛି ତାହାକୁ ନେଇ ସାଧୁ ଭକ୍ତ ମାନେ ନିନ୍ଦା କରିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ଆଦର୍ଶ ବିଦ୍ୟାଳୟର ୧୦ମ ପରୀକ୍ଷା ଫଳାଫଳ: ସ୍ନେହାଶିଷ ପଣ୍ଡା ଟପ୍ପର

ରାଇକିଆ,୧୬।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ନେହାସିଶ ପଣ୍ଡା ସିବିଏସ୍‌ଇର ୧୦ମ ଶ୍ରେଣୀ ପରୀକ୍ଷାରେ ୯୭.୬% ମାର୍କ ରଖି ଟପ୍ପର ହୋଇ…

ଧାନମଣ୍ଡି ପାଇଁ ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କେବାଡ଼ ଗ୍ରାମରେ ଏକ ଧାନମଣ୍ଡି ଖୋଲିବାକୁ ଦାବି ହୋଇଛି। ଏହି ଦାବି ନେଇ ବୁଧବାର ଗ୍ରାମର ଚାଷୀମାନେ…

ରାସ୍ତା ନ ଥିବାରୁ ରନ୍ଧା ସାମଗ୍ରୀ ଧରି ଧାରଣା ବସିଲେ ପଡ଼ାବାସୀ

ବରଗଡ଼,୧୬ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା ଗ୍ରାମର ନୂଆଁପଡ଼ା। ଦୀର୍ଘ ୭ବର୍ଷ ପୂର୍ବରୁ ଲୋକେ ଏଠାରେ ବସତି ସ୍ଥାପନ କରିଛନ୍ତି। ଏହି ପଡ଼ାରେ…

ହର୍ମୁଜକୁ ନେଇ ଇରାନ ଆଗରେ ସର୍ତ୍ତ ରଖିଦେଲେ ଟ୍ରମ୍ପ, ନ ମାନିଲେ ହେବ ବଡ଼ ଯୁଦ୍ଧ

ଓ଼୍ବାଶିଂଟନ,୧୬।୪: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମାପ୍ତ କରିବା ପାଇଁ କୂଟନୈତିକ ପ୍ରୟାସ ପୁଣି ଆରମ୍ଭ ହୋଇଛି। ଉଭୟ ଦେଶ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା…

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଦଶମ ପରୀକ୍ଷାରେ ଚମକିଲେ ୟୁରୋ ସ୍କୁଲ ଛାତ୍ରୀଛାତ୍ର, ପ୍ରଥମ ଶ୍ରେଣୀରେ ୨୭; ୯୦ ପ୍ରତିଶତରୁ ଅଧିକ…

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଛତ୍ରପୁର ‘ଦି ନ୍ୟୁ ଏଜ୍ ୟୁରୋ ସ୍କୁଲ’ ଛାତ୍ରୀଛାତ୍ରଙ୍କ ଦଶମ ଶ୍ରେଣୀ ପରୀକ୍ଷାରେ ଫଳାଫଳରେ ସଫଳତା ହାସଲ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri