ସନ୍ଦିଗ୍ଧ ମହିଳାଙ୍କଠାରୁ ୨ ମୋବାଇଲ ଜବତ

ଲୋଇସିଂହା,୧୭।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟାରେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ଜଣେ ମହିଳାଙ୍କ ଠାରୁ ବରଗଡ଼ଜିଲା ବରପାଲି ପୋଲିସ ୨ଟି ଚୋରି ମୋବାଇଲ ଜବତ କରିଛି । ସଂପୃକ୍ତ ମହିଳାଙ୍କୁ ସାଲେଭଟା ପୋଲିସ ସହାୟତାରେ ବରପାଲି ପୋଲିସ ଗରିଫ କରିଛି। ସେ ହେଲେ ଦୋଳତା ସିଂ (୫୦)। ପୋଲିସ ସୂଚନା ଅନୁଯାୟୀ, ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟାଠାରେ ଗତ ଏକମାସ ମହିଳା ଜଣକ ସନ୍ଦିଗ୍ଧ ଭାବେ ବୁଲୁଥିଲେ। ଏ ନେଇ ବରପାଲି ପୋଲିସ ସାଲେଭଟାରେ ଚଢ଼ାଉ କରି ସଂପୃକ୍ତା ମହିଳାଙ୍କଠାରୁ ମୋବାଇଲ ଦୁଇଟିକୁ ଜବତ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri