‘ସନ୍ଦିପ ଔର ପିଙ୍କି ଫରାର’ର ପ୍ରଥମ ପୋଷ୍ଟର ରିଲିଜ୍‌; ୨୦ରେ ପରଦାକୁ ଆସିବ

ବମ୍ବେ: ଅର୍ଜୁନ କପୁରଙ୍କ ସହ ବଲିଉଡ୍‌ରେ ପାଦ ରଖିଥିଲେ ପରିଣୀତି ଚୋପ୍ରା। ଫିଲ୍ମ ‘ଇସ୍‌କଜାଦେ’ରେ ଉଭୟଙ୍କ କେମେଷ୍ଟ୍ରି ହଜାଇ ଦେଇଥିଲା ଦର୍ଶକଙ୍କ ନିଦ। ଏବେ ଏହି ଯୋଡ଼ି ପୁଣି ଏକ ଫିଲ୍ମ ନେଇ ଦର୍ଶକଙ୍କ ନିକଟକୁ ଆସୁଛନ୍ତି। ଫିଲ୍ମଟି ହେଲା ‘ସନ୍ଦିପ ଔର ପିଙ୍କି ଫରାର’। ଏହାର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। ଅଭିନେତା ଅର୍ଜୁନ ନିଜ ସୋସିଆଲ ପୃଷ୍ଠାରେ ଏହାକୁ ଶେୟାର କରିଛନ୍ତି।

ପୂର୍ବରୁ ଅର୍ଜୁନ ସନ୍ଦିପ ଭୂମିକାରେ ଏବଂ ପରିଣୀତି ପିଙ୍କି ଭୂମିକାରେ ନଜରକୁ ଆସିବେ ବୋଲି ଅନୁମାନ କରାଯାଉଥିଲା। ହେଲେ ପୋଷ୍ଟର ଦେଖି କିଛି ଓଲଟପାଲଟ ହେବାକୁ ଯାଉଥିବା ଜଣାପଡ଼ିଛି। ସବିଶେଷ ଫିଲ୍ମ ଦେଖିବା ପରେ ଜଣାପଡ଼ିବ। ୨୦୧୮ରେ ଫିଲ୍ମ ରିଲିଜ୍‌ ହେବାକୁ ଥିଲା। ହେଲେ ଏଥିରେ ପରିବର୍ତ୍ତନ କରାଯାଇଥିଲା। ଆସନ୍ତା ମାର୍ଚ୍ଚ ୨୦ରେ ଏହା ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ଅବସର ନେବେ ଅକ୍ଷୟ କୁମାର!

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ ‘ୱେଲକମ ଟୁ ଦି ଜଙ୍ଗଲ’ର ଟ୍ରେଲର ରିଲିଜ ହୋଇଛି ଏବଂ ଦର୍ଶକଙ୍କଠାରୁ ଏକ ଚମତ୍କାର ପ୍ରତିକ୍ରିୟା ପାଉଛନ୍ତି; ଅକ୍ଷୟଙ୍କ ପ୍ରଶଂସକମାନେ ଏହାକୁ…

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଧମାକା କରିବେ ସନ୍ନି: ଦର୍ଶକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ପୁଣି ପରଦାରେ ଧମାକା କରିବାକୁ ଯାଉଛନ୍ତି ସନ୍ନି ଦେଓଲ। ‘ବର୍ଡର’ ସହିତ ବକ୍ସ ଅଫିସରେ ସୁପରହିଟ୍‌ ହେବା ପରେ ସନ୍ନିଙ୍କ କ୍ରେଜ୍‌ ଆହୁରି ବଢିଯାଇଛି। ଦର୍ଶକ ତାଙ୍କୁ…

ମା’ ହେବାକୁ ଯାଉଛନ୍ତି ଦୀପିକା, ନୂଆ ଘରେ ରଣବୀରଙ୍କ ସହ ଆସିଲେ ନଜର

ମୁମ୍ବାଇ: ସୋମବାର ଦୀପିକା ପାଦୁକୋନ ଏବଂ ରଣବୀର ସିଂହଙ୍କୁ ମୁମ୍ବାଇର ପଶ ବାନ୍ଦ୍ରା ଅଞ୍ଚଳରେ ଥିବା ସେମାନଙ୍କ ନୂଆ ଘରେ ଦେଖିବାକୁ ମିଳିଥିଲା। ଏବେ ଏହି ଦମ୍ପତିଙ୍କ…

୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା

ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri