ସନ୍ଦେହ ହେଲା କାଳ: ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଫେରାର

ମାଧପୁର, ୧୯।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଞ୍ଚାୟତ ଗଦାଧରପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସନ୍ଦେହ କାରଣରୁ ନିଜ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଫେରାର ହୋଇଥିବା ଜଣାପଡ଼ିଛି।
ପ୍ରକାଶ ଯେ, ଗ୍ରାମର ଶେଷ କୁଦେଇଙ୍କ ଦ୍ୱିତୀୟ ସ୍ତ୍ରୀ ରାସେଶ୍ୱରୀ କୁଦେଇ(୪୫)। କୌଣସି କାରଣରୁ ଶେଷ ରାସେଶ୍ୱରୀଙ୍କୁ ଏକ ଅସ୍ତ୍ର ସାହାଯ୍ୟରେ ଆକ୍ରମଣ କରି ମାରିଦେଇଛନ୍ତି। ଘର ବାଡ଼ିପଟେ ରକ୍ତ ଛିଟା ପଡ଼ିଥିବା ଦେଖିବାକୁ ମିଳିଛି । ଏହି କାଣ୍ଡ ଘଟାଇବା ପରେ ଶେଷ ପ୍ରଥମ ସ୍ତ୍ରୀଙ୍କ ସହ କେଉଁଆଡେ ଚାଲିଯାଇଥିବା ଜଣାପଡ଼ିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗ୍ରାମ ଲୋକଙ୍କ କହିବା ଅନୁସାରେ ଶେଷ ବିଭିନ୍ନ କାରଣରୁ ପୂର୍ବରୁ ତାଙ୍କ ସ୍ତ୍ରୀଙ୍କୁ ସନ୍ଦେହ କରୁଥିଲେ। ଏ ନେଇ ତାଙ୍କୁ ହତ୍ୟା କରିଥାଇ ପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବଢ଼ିଲା ଆଇନଜୀବୀଙ୍କ…

ଭୁବନେଶ୍ୱର,୨୨।୬(ସୁନିତ ମିଶ୍ର): ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କଲ୍ୟାଣ ପାଣ୍ଠିରୁ ଅବସର ଗ୍ରହଣ କିମ୍ବା…

ଜଙ୍ଗଲରୁ ଠାବ ହେଲା ମାଓବାଦୀଙ୍କ ବୃହତ୍ ଅସ୍ତ୍ରଶସ୍ତ୍ର ଭଣ୍ଡାର

କୋରାପୁଟ, ୨୨/୬ (ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ବଡ଼ଲିପାହାଡ଼ ଜଙ୍ଗଲରେ ସୁରକ୍ଷାବାହିନୀ ପକ୍ଷରୁ ଚାଲିଥିବା ଚଢ଼ାଉ ବେଳେ ମାଓବାଦୀଙ୍କ ଏକ ବୃହତ୍ ଅସ୍ତ୍ରଶସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri