Posted inଜାତୀୟ

ସପାରେ ଯୋଗ ଦେଲେ ରମାକାନ୍ତ ଯାଦବଙ୍କ ସହ ଫୁଲନ ଦେବୀଙ୍କ ଭଉଣୀ

ଲକ୍ଷ୍ନୌ,୬।୧୦: ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ରବିବାର କେତେଜଣ ନେତା ସମାଜବାଦୀ ପାର୍ଟି ହାତ ଧରିଛନ୍ତି। ଆଜମଗଡ଼ର ପୂର୍ବତନ ଏମ୍‌ପି ରମାକାନ୍ତ ଯାଦବ ତାଙ୍କ ସମର୍ଥକଙ୍କ ସହ ଆସି ସମାଜବାଦୀ ପାର୍ଟି(ସପା)ରେ ଯୋଗ ଦେଇଛନ୍ତି। ଦଳ ମୁଖ୍ୟ ଅଖିଳେଶ ଯାଦବଙ୍କ ଉପସ୍ଥିତିରେ ସେ ସପାରେ ମିଶିଛନ୍ତି। ୨୦୧୪ରେ ରମାକାନ୍ତ ମୁଲାୟମ ସିଂ ଯାଦବଙ୍କ ବିରୋଧରେ ଲଢିଥିଲେ। ତାଙ୍କ ପୁଅ ଆଜମଗଡ଼ର ଫୁଲପୁର ଆସନରୁ ଭାଜପାର ବିଧାୟକ ଅଛନ୍ତି। ଏହାସହ ପୂର୍ବତନ ଏମ୍‌ପି ତଥା ଫୁଲନ ଦେବୀଙ୍କ ଭଉଣୀ ରୁକ୍ମୁଣୀ ଦେବୀ ନିଷାଦ ମଧ୍ୟ ସମାଜବାଦୀ ପାର୍ଟିରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌-କେୟାର୍ସ ପାଣ୍ଠିକୁ ୧୫୧ କୋଟି ଦେବ ରେଲଓ୍ବେ

ନୂଆଦିଲ୍ଲୀ,୩୦ା୩(ପି.ଟି.): କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଗଠନ କରିଥିବା ପିଏମ୍‌-କେୟାର୍ସ ପାଣ୍ଠିକୁ ରେଲଓ୍ବେ ୧୫୧ କୋଟି ଟଙ୍କା ଦାନ କରିବ। ରେଳମନ୍ତ୍ରୀ ପୀୟୂଷ ଗୋୟଲ ରବିବାର...

ଖାଦ୍ୟ ସାଥୀ ଯୋଜନାରେ ପଶ୍ଚିମବଙ୍ଗର ୮ କୋଟି ୫୦ ଲକ୍ଷ ଲୋକଙ୍କୁ ମିଳିଛି ଖାଦ୍ୟ ସୁରକ୍ଷା: ମମତା

କୋଲକାତା,୧୬।୧୦: ପଶ୍ଚିମବଙ୍ଗରେ ଖାଦ୍ୟ ସାଥୀ ଯୋଜନା ଅନ୍ତର୍ଗତ ରାଜ୍ୟର ୮କୋଟି ୫୦ ଲକ୍ଷ ଲୋକଙ୍କ ଖାଦ୍ୟ ସୁରକ୍ଷା ମିଳିଛି। ବିଶ୍ୱ ଖାଦ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ...

ଜଳ ସଙ୍କଟ ଉତ୍କଟ: ଦେଶର ୯୧ ଜଳାଶୟରେ ରହିଛି ୨୦ ପ୍ରତିଶତ ଜଳ

ନୂଆଦିଲ୍ଲୀ,୩।୬: ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସମ୍ପ୍ରତି ଦେଶର ୯୧ ଟି ଜଳାଶୟରେ ମାତ୍ର ୨୦ ପ୍ରତିଶତ ଜଳ ରହିଥିବା କେନ୍ଦ୍ରୀୟ ଜଳ ଆୟୋଗ...

ଆଇଏସ୍‌ ପାଇଁ କାମ କରୁଛନ୍ତି ଭାଜପା, ବଜରଙ୍ଗ ଦଳ କର୍ମୀ: ଦିଗ୍‌ବିଜୟ

ନୁଆଦିଲ୍ଲୀ,୬।୧୦: କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଭାରତୀୟ ଜନତା ପାର୍ଟି(ଭାଜପା) ଓ ବଜରଙ୍ଗ ଦଳ ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଏମାନେ ପାକିସ୍ତାନର ଆତଙ୍କବାଦୀ...

କଶ୍ମୀର ସ୍ଥିତି ସ୍ବାଭାବିକ: ଡୋଭାଲଙ୍କ ରିପୋର୍ଟ

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ କରିବା ପାଇଁ ସେଠାକୁ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ଯାଇଛନ୍ତି। ମଙ୍ଗଳବାର ସେ ରିପୋର୍ଟ ଦେଇଛନ୍ତି ଯେ, ଅନୁଚ୍ଛେଦ-୩୭୦ର...

ଟିକ୍‌ ଟକ୍‌ ବ୍ୟାନ୍‌ ନେଇ ଏମିତି କହିଲେ ଟିଏମ୍‌ସି ମହିଳା ଏମ୍‌ପି

କୋଲକାତା, ୧।୭- ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଯୋଗୁ ତିକ୍ତତା ଚରମସୀମାରେ ପହଞ୍ଚତ୍ବାବେଳେ ନିକଟରେ ଦେଶର ତଥ୍ୟ ସୁରକ୍ଷାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ବୀରେନ୍ଦ୍ର କୁମାର

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର କାମଚଳା ବାଚସ୍ପତି ଭାବେ ଭାଜପା ଏମ୍‌ପି ବୀରେନ୍ଦ୍ର କୁମାର ସୋମବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ...

ପାଣି ଛିଞ୍ଚିଲେ ମରିବ କରୋନା ଭାଇରସ!

ନୂଆଦିଲ୍ଲୀ,୨୧।୮: କରୋନା ଭାଇରସକୁ ମାରିବାକୁ କିଏ କେତେ ପ୍ରକାର ଗବେଷଣା କରୁଥିବା ବେଳେ ଏବେ ଏହାର ଭ୍ୟାକ୍ସିନ ଉପରେ ବେଶ୍‌ ଗୁରୁତ୍ୱ ଦିଆଯାଉଛି। ରୁଷିଆ ପ୍ରଥମ...

Coronavirus Update


Archives

Model This Week

Why Dharitri