ସପ୍ତାହକୁ ୫ଦିନ ଶଟ୍‌ଡାଉନ୍‌ ଖବର ଗୁଜବ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ରାଜ୍ୟର ୧୧ଟି ଜିଲାରେ ସପ୍ତାହକୁ ୫ଦିନ ଶଟ୍‌ଡାଉନ ହେବା ନେଇ ଏକ ଖବର ଚାରିଆଡ଼େ ବ୍ୟାପିବାରେ ଲାଗିଛି। କିନ୍ତୁ ଏହି ଖବର ଗୁଜବ ବୋଲି ଏସ୍‌ଆର୍‌ସି ପ୍ରଦୀପ ଜେନା ସ୍ପଷ୍ଟ କରିଛନ୍ତି। ପୂର୍ବରୁ ଯେଉଁ ନିୟମ ରହିଥିଲା, ତାହା ରହିବ। ୧୧ଜିଲାରେ କେବଳ ଶନିବାର ଓ ରବିବାର ଶଟ୍‌ଡାଉନ୍‌ ହେବ। ଏହା ଛଡ଼ା ଆଉ କେଉଁ ଦିନ ବି ଶଟ୍‌ଡାଉନ୍‌ ହେବାର ନାହିଁ। ଗୁଜବକୁ ବିଶ୍ୱାସ ନ କରିବାକୁ ପ୍ରଦୀପ ଟୁଇଟ୍‌ ଯୋଗେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଡ୍ରାଇଭର

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ସୋମବାର ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ ଇଡି କାର୍ଯ୍ୟାଳୟରେ ପୁଣି...

ଭୋଜି ରନ୍ଧା ବେଳେ ପ୍ରଶାସନର ଚଢ଼ାଉ

ଦାରିଙ୍ଗବାଡ଼ି,୮।୫: ଅନୁସୂଚିତ ଜନଜାତିଙ୍କ ପାରମ୍ପରିକ କଲା ଉତ୍ସବ ଭୋଜି ଭାତର ଆୟୋଜନ ଶୁକ୍ରବାର କରାଯାଉଥିଲା। ଅପରାହ୍ନରେ ଦାରିଙ୍ଗବାଡ଼ି ତହସିଲଦାର କଳାକୃଷ୍ଣ ପ୍ରଧାନ, ଆଇଆଇସି କୌଶିକ ମାଝି...

ସିଏଏକୁ ଛାତ୍ର କଂଗ୍ରେସର ବିରୋଧ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଶୁକ୍ରବାର ଭୁବନେଶ୍ୱରରେ ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।...

ଭୁବନେଶ୍ୱରରେ ଜିଗଲୋ ର଼୍ୟାକେଟ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏବେ କେତେକ ଯୁବକ ଜିଗଲୋ(କଲ୍‌ ବୟ) ସାଜି ମହିଳାଙ୍କ ଯୌନ ଲାଳସା ମେଣ୍ଟାଉଛନ୍ତି। ଏହି ର଼୍ୟାକେଟ ପଛରେ ଥିବା ମାଷ୍ଟରମାଇଣ୍ଡ ଅନ୍‌ଲାଇନ୍‌ରେ...

ସାପ କାମୁଡ଼ାରେ ମହିଳାଙ୍କ ଜୀବନ ଗଲା

ବଡସାହି,୨ା୧୦(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧୋବାଧୋବଣୀ ଗ୍ରାମରେ ସାପ କାମୁଡାରେ ଜନୈକା ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ସେହି ଗ୍ରାମର...

ଦିନକ ପରେ ବଦଳିଲା ନିର୍ଦ୍ଦେଶ: ହେବନାହିଁ ଡିଏଲ୍‌/ଏଲ୍‌ଏଲ୍‌ ଟେଷ୍ଟ; ଆର୍‌ଟିଓ୍‌କୁ ନ ଯିବାକୁ ପରାମର୍ଶ

କଟକ ଅଫିସ,୧୧।୬- କରୋନା ସଂକ୍ରମଣ ଯୋଗୁ ମାର୍ଚ୍ଚ ୧୮ ତାରିଖ ପରଠାରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟିଂ ବନ୍ଦ ରହିଛି। ଏହାକୁ ପୁନଃ ଚାଲୁ କରିବା...

ଗୋପାଳ ସାହିରେ ଉତ୍କଟ ଜଳ ସଙ୍କଟ: ବଇଣ୍ଡା-ଆଠମଲ୍ଲିକ ରାସ୍ତା ଅବରୋଧ

ବଇଣ୍ଡା,୧।୬(ଡି.ଏନ.ଏ.): କିଶୋରନଗର ବ୍ଲକ ଗାଁ ବଇଣ୍ଡା ପଞ୍ଚାୟତଠାରୁ ୧୦୦ ମିଟର ଦୂରରେ ଥିବା ଗୋପାଳ ସାହିରେ ଉତ୍କଟ ଜଳସଙ୍କଟ ଦେଖାଦେଇଛି। ଲୋକେ ପାନୀୟଜଳ ପାଇଁ ସମସ୍ୟା...

ମାଷ୍ଟର ସେଫ୍‌ରେ ଓଡ଼ିଆ ପୁଅ ଅବିନାଶ: ବିଚାରକଙ୍କୁ ‘ଚିକେନ୍‌ ବେସର’ ଖୁଆଇ କଲେ ଚକିତ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଲୋକପ୍ରିୟ ରାନ୍ଧଣା ଶୋ’ ‘ମାଷ୍ଟର ସେଫ୍‌ ସିଜନ-୬’ରେ ଓଡ଼ିଆ ପୁଅ ଅବିନାଶ ନାୟକଙ୍କ କମାଲ। ଜାତୀୟ ଟେଲିଭିଜନ ସଂସ୍ଥା ଷ୍ଟାର ପ୍ଲସ୍‌ରେ ପ୍ରସାରିତ ହେଉଥିବା...

Advertisement
Archives

Model This Week