Posted inଜାତୀୟ

ସପ୍ତାହରେ ଦାନରେ ମିଳୁଛି ୧୪ ଲକ୍ଷ ଟଙ୍କା କଏନ୍‌: ଚିନ୍ତାରେ ଶିରିଡ଼ି ସାଇ ଟ୍ରଷ୍ଟ୍‌

ଶିରିଡ଼ି,୧୮।୬: ମହାରାଷ୍ଟ୍ରର ଶିରିଡ଼ି ସାଇ ମନ୍ଦିର ଟ୍ରଷ୍ଟ୍‌ ଏବେ ଚିନ୍ତାରେ ପଡ଼ିଛନ୍ତି। ମନ୍ଦିର ଦାନ ପେଟିରୁ ପ୍ରତି ସପ୍ତାହରେ ୧୪ ଲକ୍ଷ ଟଙ୍କାର କଏନ୍‌ ମିଳୁଛି। ତେବେ ଏତେ ସଂଖ୍ୟକ କଏନ୍‌ ବଦଳାଇବା କାଠିକର ପାଠ ହେଉଛି। ମନ୍ଦିର ସିଇଓ ଦୀପକ ମୁଗଲିକରଙ୍କ ଅନୁସାରେ ପ୍ରତି ସପ୍ତାହରେ ମନ୍ଦିରର ଦାନ ପେଟି ଦୁଇଥର ଖୋଲା ଯାଇଥାଏ। ଥରକେ ଏଥିରୁ ୨କୋଟିରୁ ଅଧିକ ଟଙ୍କା ମିଳିଥାଏ। ସେଥିମଧ୍ୟରେ ୭ ଲକ୍ଷ ଟଙ୍କା ପାଖାପାଖି କଏନ୍‌ ରହିଥାଏ। ଏହି କଏନ୍‌କୁ ବଦଳାଇବା ପାଇଁ ଏବେ ବ୍ୟାଙ୍କ ମନା କରୁଛନ୍ତି। କାରଣ ସେମାନଙ୍କ ପାଖରେ କଏନ୍‌ ରଖିବା ପାଇଁ ସ୍ଥାନର ଅଭାବ ଦେଖାଦେଇଛି। ଫଳରେ ସମସ୍ୟା ଧୀରେ ଧୀରେ ବଢୁଥିବା ଦୀପକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନିଆ ଭାରତ ଗସ୍ତରେ ନୂଆଦିଲ୍ଲୀ ପହଞ୍ଚିଲେ ବ୍ରାଜିଲ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪।୧: ବ୍ରାଜିଲ ପ୍ରଧାନମନ୍ତ୍ରୀ ଜେର ମେସିଆସ ବୋଲସୋନାରୋ ୪ ଦିନିଆ ଭାରତ ଗସ୍ତରେ ଶୁକ୍ରବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏଥର ସେ ସାଧାରଣତନ୍ତ୍ର ଦିବସର ଅତିଥି ହୋଇପାରନ୍ତି...

ଶିକ୍ଷକଙ୍କୁ କମଲ ନାଥଙ୍କ ଦୀପାବଳି ଉପହାର

ଭୋପାଳ,୨୭।୧୦: ଦୀପାବଳି ଅବସରରେ ମଧ୍ୟ ପ୍ରଦେଶର କମଲ ନାଥ ସରକାର ଶିକ୍ଷକମାନଙ୍କୁ ଏକ ଭେଟି ଦେଇଛନ୍ତି। ରାଜ୍ୟର ପ୍ରାୟ ୧ଲକ୍ଷ ୭୮ ହଜାର ଶିକ୍ଷକଙ୍କୁ ସପ୍ତମ...

ଦିଲ୍ଲୀରେ ପ୍ରଥମ ତିନି ତଲାକ୍‌ ମାମଲା

ନୂଆଦିଲ୍ଲୀ,୧୧ା୮(ପି.ଟି.): ଦିଲ୍ଲୀର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ତିନି ତଲାକ୍‌ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି। ତିନି ତଲାକ୍‌ ଆଇନ ପ୍ରଣୟନ ହେବା ପରେ ଦିଲ୍ଲୀରେ...

ବାଲିବସ୍ତାରେ ଆଇଇଡି: ପାଟ୍ରୋଲିଂ ଦଳ ଉପରେ ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର, ୧୦।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଦ୍ୱାରା ରଚାଯାଇଥିବା ଏକ ବିସ୍ଫୋରଣ ଘଟଣାକୁ ଏଡ଼ାଇ ଦିଆଯାଇଛି। ଫଳରେ ପାଟ୍ରୋଲିଂ ଦଳ ଉପରେ ଆକ୍ରମଣ କରିବାକୁ ହୋଇଥିବା ଷଡ଼ଯନ୍ତ୍ର...

ଓ୍ବାରେଣ୍ଟ ଜାରିର ୭ ଦିନ ପରେ ଦିଆଯାଉ ଫାଶୀ

ନୂଆଦିଲ୍ଲୀ,୨୩ା୧: ରିଭ୍ୟୁ ପିଟିଶନ, କ୍ୟୁରେଟିଭ୍‌ ପିଟିଶନ ଏବଂ ରାଜକ୍ଷମା ଆବେଦନ ଆଳରେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କ ଫାଶୀ ସମୟ ଗଡ଼ିଚାଲିଥିବାବେଳେ ଏନେଇ...

ଭୋଟିଂ ସମୟରେ ମୁହାଁମୁହିଁ ହେଲେ ଭାଜପା-କଂଗ୍ରେସ କର୍ମୀ: ଟେକା ପଥର ମାଡ଼

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଭୋଟିଂ ସମୟରେ ଭାଜପା-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୬ ଜଣ ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନାର ଦିଆଯାଇଛି।...

ଭୟ ନ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୩।୩(ପି.ଟି.):କରୋନାକୁ ନେଇ ଭୟ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଅତି ଜରୁରୀ ନ ଥିଲେ ଭ୍ରମଣରେ ନ ଯିବା ଓ...

ସୁଧୁରୁନି ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୪।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସୁନାହିଁ। ଦିଲ୍ଲୀ ସ୍ଥିତ ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ପକ୍ଷରୁ ଶୁକ୍ରବାର ହେଲଥ୍‌...

Coronavirus Update


Archives

Model This Week

Why Dharitri