ସପ୍ତାହରେ ଦୁଇଥର ଏହି ଖାଦ୍ୟ ଖାଇଲେ ଦୂର ହୁଏ ହୃଦ୍‌ରୋଗ ଆଶଙ୍କା

ଆଜିକାଲି ଏମିତି ରୋଗ ହେଉଛି ନିମିଷକ ମଧ୍ୟରେ ପ୍ରାଣ ଚାଲିଯାଉଛି। ତେଣୁ ଖାଇବା ପିଇବା ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ସୁସ୍ଥ ଜୀବନଶୈଳୀ ଆପଣାଇବା ସତ୍ତ୍ୱେ ମଧ୍ୟ କିଛି ରୋଗ ହଠାତ୍‌ ହୋଇଥାଏ। ଯେମିତିକି ହୃଦ୍‌ରୋଗ। ଏହା କେତେବେଳେ କାହାକୁ କେଉଁଠି ହେବ କହିହେବ ନାହିଁ। ସୁସ୍ଥ ଆହାର ଏବଂ ନିୟମିତ ବ୍ୟାୟାମ ଦ୍ୱାରା ହିଁ ଏଥିରୁ ମୁକ୍ତି ମିଳିବ। ଏମିତି କିଛି ପ୍ରାକୃତିକ ଫୁଡ୍‌ସ ବା ଖାଦ୍ୟ ରହିଛି, ଯାହା ହୃଦ୍‌ରୋଗ ଆଶଙ୍କା ଦୂର କରିଥାଏ। ଜାଣନ୍ତୁ ଏ ସମ୍ପର୍କରେ…


ଏକ ପରୀକ୍ଷା କରି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି, ସପ୍ତାହରେ ଦୁଇଥର ମାଛ ଖାଇଲେ ହୃଦ୍‌ରୋଗ ଆଶଙ୍କା କମ୍‌ ହୁଏ। ହାଓ୍ବାର୍ଡ ମେଡିକାଲ ସ୍କୁଲର ଏକ ରିସର୍ଚ୍ଚରୁ ଏହା ଜଣାପଡ଼ିଛି। ସପ୍ତାହରେ ଅତି କମ୍‌ରେ ଖାଦ୍ୟରେ ମାଛ ସାମିଲ କରନ୍ତୁ। ମାଛରେ ଓମେଗା – ୩ ଫ୍ୟାଟି ଏସିଡ୍‌ ଏବଂ ଭିଟାମିନ୍‌ ଏ ରହିଛି। ଏହି ପୋଷକତତ୍ତ୍ୱ ଅନ୍ତରେ ବ୍ଲଡ୍‌ କ୍ଲଟ୍‌ ତିଆରି ରୋକି ରକ୍ତ ପ୍ରବାହକୁ ବଢ଼ାଇଥାଏ। ଏଥିସହିତ ନିଶାଦ୍ରବ୍ୟଠାରୁ ଦୂରେଇ ରହିବା ଉଚିତ୍‌। ନିୟମିତ ବ୍ୟାୟାମ କଲେ ମଧ୍ୟ ହୃଦ୍‌ରୋଗ ଆଶଙ୍କା କମ୍‌ ହୋଇଥାଏ। ଶାକାହାରୀମାନେ ଡାକ୍ତରଙ୍କ ପରାମର୍ଶ ନେଇ ଫିଶ୍‌ ଅଏଲ କ୍ୟାପସୁଲ ଖାଇବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri