ସଫେଇ କର୍ମଚାରୀଙ୍କ ବିକ୍ଷୋଭ

ବାରିପଦା ଅଫିସ, ୧୨ା୩- ବାରିପଦା ପୌର ପରିଷଦ କାର୍ଯ୍ୟାଳୟ ଆଗରେ ବୁଧବାର ସଫେଇ କର୍ମଚାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜାନୁୟାରୀ, ଫେବୃୟାରୀ ମାସର ଦରମା ନ ମିଳିବା, ସରକାରୀଙ୍କ ଧାର୍ଯ୍ୟ ମଜୁରୀଠାରୁ କମ୍‌ ଦରମା ମିଳିବା, ଠିକା ସଂସ୍ଥା ଇଫିଏଫ ବାବଦରେ ଟଙ୍କା କାଟୁଥିବା ବେଳେ ତାର ରସିଦ୍‌ କର୍ମଚାରୀମାନଙ୍କୁ ନ ମିଳିବା, ଠିକା ସଂସ୍ଥା ବିଭିନ୍ନ ସଫେଇ ପାଇଁ ବିଭିନ୍ନ ଉପକରଣ (କିଟସ୍‌) ପ୍ରଦାନ ନ କରିବା ଆଦି କାରଣକୁ ନେଇ କର୍ମଚାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସକାଳ ୭ଟାରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ବିକ୍ଷୋଭ ଚାଲିଥିବା ବେଳେ କେହି ତାଙ୍କ କଥା ଶୁଣି ନ ଥିଲେ। ଫଳରେ କର୍ମଚାରୀମାନେ ଶ୍ରମ ଅଧିକାରୀଙ୍କୁ ଭେଟିବାକୁ ଯାଇଥିଲେ। ଏ ନେଇ ପୌର ପରିଷଦର ନିର୍ବାହୀ ଅଧିକାରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ କୌଣସି ମତାମତ ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଂଖ୍ୟା ନୁହେଁ, ଶିକ୍ଷା ପରିସର ବଢ଼ାଅ

ଅନୁଗୋଳ ଅଫିସ, ୨୩।୧୧: ୨୦ରୁ କମ୍‌ ପିଲା ଥିବା ସ୍କୁଲକୁ ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ ପାଇଁ ପୂର୍ବରୁ ନିଆଯାଇଥିବା ନିଷ୍ପତ୍ତିରେ ରବିବାର କିଛିଟା ପରିବର୍ତ୍ତନ କରାଯାଇଛି। ଶିକ୍ଷାର...

ଗେମ୍‌ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର

ବାହାନଗା,୧୯ା୬: ମୋବାଇଲରେ ଗେମ୍‌ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା...

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ପଦ୍ମପୁର,୧୦ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପ-ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଚାଷୀମାନେ ଧାରଣା ଦେଇଛନ୍ତି। ଫସଲ ବୀମା ରାଶି ନ ମିଳିବା ପର୍ଯ୍ୟନ୍ତ କୌଣସି ପ୍ରାର୍ଥୀଙ୍କୁ...

କଳିଙ୍ଗନଗର ଶିଳ୍ପାଞ୍ଚଳ: ବାୟୁ ଅପେକ୍ଷା ଜଳ ପ୍ରଦୂଷଣ ଉତ୍କଟ

ଯାଜପୁର ଅଫିସ,୬।୩: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ଯୋଗୁ ଜଳ ସଞ୍ଚୟ ଓ ବିଶୋଧନ ପ୍ରକ୍ରିୟା ପରାହତ ହେଉଛି। ଏଠାରେ ବାୟୁ ଅପେକ୍ଷା ଜଳ ପ୍ରଦୂଷଣ...

ଘରେ ପଶି ଯୁବକଙ୍କୁ ଗୁଳିମାଡ଼

ପାଟଣାଗଡ଼, ୩୦ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଗଙ୍ଗାସାଗର ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ପଶି ମୁଖାପିନ୍ଧା ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ଆତଙ୍କ...

ହଳଦିଆପଦର ରେଳଧାରଣା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ,୨।୬: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳବାଇ ପୋଲିସ ରବିବାର ସକାଳେ ହଳଦିଆପଦର ରେଳଧାରଣା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ଯୁବକଙ୍କ ପରିଚୟ...

ଥାନାରୁ ୨ ଥର ଚମ୍ପଟ ମାରିଲେ ଅଭିଯୁକ୍ତ

କୁଜଙ୍ଗ, ୭।୩ (ଡି.ଏନ୍‌.ଏ.): ଟାଓ୍ବାରରୁ ବ୍ୟାଟେରି ଚୋରି ଅଭିଯୋଗରେ କୁଜଙ୍ଗ ପୋଲିସ ଗତ ବୁଧବାର ଗିରଫ କରିଥିବା ଜଣେ ଅଭିଯୁକ୍ତ ଥାନାରୁ ଦୁଇ ଥର ଚମ୍ପଟ...

ମଧୁସୂଦନପୁର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ୪ ବଖରା ସହିତ ଜଳିଗଲେ ୪ ଗୋରୁ

ବିିଞ୍ଝାରପୁର,୨୮।୯(ଡି.ଏନ.ଏ): ବିଞ୍ଝାରପୁର ଥାନା ମଧୁସୂଦନପୁର ଗ୍ରାମର ରଥସାହିଠାରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଜଣାପଡି ନ ଥିବାବେଳେ ଏଥିରେ ଦୁଇ...

Advertisement
Archives

Model This Week