ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା

କେନ୍ଦୁଝର,୨୧ା୪(ଡି.ଏନ୍‌.ଏ): କେନ୍ଦୁଝର ପୌରପାଳିକା ଅଧୀନରେ କୋଭିଡ-୧୯ର ମୁକାବିଲା କରୁଥିବା ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷଣ ଶିବିର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଆରମ୍ଭ ହୋଇଛି। ପୌରପାଳିକାର ନିର୍ବାହୀ ଅଧିକାରୀ ଡ.ମଧୁସ୍ମିତା ସାମନ୍ତରାୟଙ୍କ ନିର୍ଦ୍ଦେଶକ୍ରମେ ଆରମ୍ଭ ହୋଇଥିବା ଏହି ଶିବିର ଆସନ୍ତା ୨୬ତାରିଖ ପଯର୍‌ୟନ୍ତ ଚାଲିବ। ଏଥିରେ ପୌରପାଳିକାର ସମସ୍ତ ସରକାରୀ ଓ ଘରୋଇ ସଫେଇ କର୍ମଚାରୀ ନିଜର ସ୍ବାସ୍ଥ୍ୟ ପରୀକ୍ଷା କରିପାରିବେ ବୋଲି ନିର୍ବାହୀ ଅଧିକାରୀ ସୂଚନା ଦେଇଛନ୍ତି। ମୋଟ ୧୮୦ଜଣ ସଫେଇ କର୍ମଚାରୀଙ୍କ ମଧ୍ୟରୁ ପ୍ରଥମ ଦିନ ୬୦ କର୍ମଚାରୀ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ ଏଥିରେ ସକ୍ରିୟ ସହଯୋଗ କରିଥିଲେ। ପରିମଳ ନିରୀକ୍ଷକ ବାଲ୍ୟମୁକୁନ୍ଦ ମିଶ୍ର ଶିବିରକୁ ପରିଚାଳନା କରିଥିଲେ। କରୋନା ଯୁଦ୍ଧର ଏହି ସିପାହୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଓଡ଼ିଶା ପ୍ରଶାସନିକ ସେବାର ୬ ପ୍ରଶିକ୍ଷାର୍ଥୀଙ୍କ ପିକକ ଶିଶୁ ଅଧିକାର କାର୍ଯ୍ୟ ପରିଦର୍ଶନ, ପାଟଣା ବିଡ଼ିଓଙ୍କୁ ଭେଟି…

ପାଟଣା ୩୧।୭ (ବୀର କିଶୋର ଦାଶ) : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର -୨୦୨୩ ବ୍ୟାଚ ପ୍ରଶିକ୍ଷାର୍ଥୀମାନେ ସେମାନଙ୍କ ପ୍ରଶିକ୍ଷଣର ଅଂଶବିଶେଷ ଭାବେ ପିପୁଲସ କଲଚରାଲ ସେଣ୍ଟର(…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri