Posted inଜାତୀୟ

ସଫେଇ ଦେଲେ ପ୍ରଜ୍ଞା

ନୂଆଦିଲ୍ଲୀ,୨୮।୧୧: ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ପ୍ରଜ୍ଞା ସିଂ ଠାକୁରଙ୍କ ଅଡୁଆ ବଢିବାରେ ଲାଗିଛି। ଗୁରୁବାର ଦଳ ପକ୍ଷରୁ ତାଙ୍କୁ ତାଙ୍କ ପଦବୀରୁ ବାହାର କରାଯିବାକୁ ନେଇ ସେ ପ୍ରତିକ୍ରିୟା ରଖିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ‘ବେଳେ ବେଳେ ମିଥ୍ୟାର ଘୂର୍ଣ୍ଣିଝଡ ଏମିତି ହୋଇଥାଏ ଯେ ଦିନ ବି ରାତି ଭଳି ଲାଗେ। ହେଲେ ସୂର୍ଯ୍ୟ ତାଙ୍କ ଜାଗାରେ ସ୍ଥିର ରହିଥାଆନ୍ତି ଓ ଆଲୋକ ପ୍ରଦାନ କରି ଚାଲିଥାଆନ୍ତି। ତେଣୁ ଉଡାକଥାରେ ବା ପ୍ରମାଣ ନ ଥିବା କଥାରେ ଆଦୌ ବିଶ୍ୱାସ କରନ୍ତୁ ନାହିଁ ବୋଲି ପ୍ରଜ୍ଞା କହିଛନ୍ତି। କାରଣ ସୂର୍ଯ୍ୟ ସ୍ଥିର। ଗତକାଲି ସେ କେବଳ ସ୍ବାଧିନତା ସଂଗ୍ରାମୀ ଉଦ୍ଧମ ସିଂଙ୍କ ଅପମାନ ସହି ପାରି ନ ଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ହେଉଥିବା କରୋନା ରୋଗୀଙ୍କୁ କୋଳାଗ୍ରତ କରି ବିଦାୟ ଦେଉଛନ୍ତି ଡାକ୍ତର !

ପଣଜୀ,୭।୭: କରୋନା ସଂକ୍ରମଣକୁ ଦେଖି ଏବେ ଏହା ଏକ ଅଛୁଆଁ ରୋଗ ବୋଲି ଆଲୋଚନା ହେଉଛି। ଏମିତିକି ରୋଗୀ ସୁସ୍ଥ ହେବାପରେ ବି କେହି ତାଙ୍କୁ...

ଅଜିତ ପାଓ୍ବରଙ୍କୁ ମିଳିଲା ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ

ମୁମ୍ବାଇ,୩୦।୧୨: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ନେତା ଅଜିତ ପାଓ୍ବାର ସୋମବାର ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ...

ଥରିଲା ମହାରାଷ୍ଟ୍ର

ମୁମ୍ବାଇ,୨୦।୬: ମହାରାଷ୍ଟ୍ରର ସତରା ଜିଲାରେ ଗୁରୁବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା...

‘ସଚ୍ଚୋଟ ଅଫିସର ୨ ଲକ୍ଷ ଟଙ୍କାର ଜୋତା ପିନ୍ଧନ୍ତି ନାହିଁ’

ମୁମ୍ବାଇ,୩।୧୧: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଜୋନାଲ ଡିରେକ୍ଟର ସମୀର ୱାଙ୍ଖଡେଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମହାରାଷ୍ଟ୍ର ମନ୍ତ୍ରୀ ନୱାବ ମଲ୍ଲିକ। ୱାଙ୍ଖଡେ ଜଣେ ଦୁର୍ନୀତି...

ଭିଆଇପିଙ୍କୁ ପୋଲିସ ସୁରକ୍ଷା: ପଶ୍ଚିମବଙ୍ଗ-ପଞ୍ଜାବ-ବିହାର ଶୀର୍ଷରେ

ନୂଆଦିଲ୍ଲୀ,୩୧।୧୨: ଦେଶରେ ଭିଆଇପିଙ୍କ ସୁରକ୍ଷା କାର୍ଯ୍ୟରେ ନିଯୁକ୍ତ ହୋଇଥିବା ପୋଲିସଙ୍କ ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ବ୍ୟୁରୋ ଅଫ୍‌ ପୋଲିସ ରିସର୍ଚ୍ଚ ଆଣ୍ଡ ଡେଭଲପ୍‌ମେଣ୍ଟ...

୩ ମାସରେ ସୂଚନା କମିଶନର ନିଯୁକ୍ତି ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭ା୧୨(ପି.ଟି.)- ୩ ମାସ ମଧ୍ୟରେ କେନ୍ଦ୍ରୀୟ ସୂଚନା ଆୟୋଗ (ସିଆଇସି) ଏବଂ ରାଜ୍ୟ ସୂଚନା ଆୟୋଗ (ଏସ୍‌ଆଇସି)ଗୁଡ଼ିକରେ ସୂଚନା କମିଶନର ନିଯୁକ୍ତି ଲାଗି ସୁପ୍ରିମକୋର୍ଟ ଉଭୟ...

ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ କଲା ନୌସେନା

ନୂଆଦିଲ୍ଲୀ,୨୮।୧୧: ଭାରାତୀୟ ନୌସେନା ପକ୍ଷରୁ ଗୁରୁବାର ମଧ୍ୟମ ଦୂରଗାମୀ ବ୍ରହ୍ମୋସ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଏହି ସୁପରସୋନିକ୍‌ କ୍ରୁଇଜ୍‌ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୨୯୦...

ସାମ୍ପ୍ରଦାୟିକ ହିଂସାକୁ ନେଇ ଆରଏସ୍‌ଏସ୍‌ ମୁଖ୍ୟଙ୍କ ବୟାନ

ନୂଆଦିଲ୍ଲୀ,୨୯।୪: ରାମନବମୀ ପରଠାରୁ ଦେଶର ବିଭିନ୍ନ ରାଜ୍ୟରେ ସାମ୍ପ୍ରଦାୟିକ ହିଂସା ଘଟଣା ସାମ୍ନାକୁ ଆସୁଛି। ଏହାକୁ ନେଇ ଏବେ ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ବୟାନ...

Advertisement
Archives

Model This Week