ସଫେଇ ସହଯୋଗ: ଫନୀ ପ୍ରଭାବିତ ପୁରୀକୁ ଗଲେ ଏସ୍‌ଏମ୍‌ସି କର୍ମଚାରୀ

ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମର ୩୨ ଜଣ (ଏସ୍‌ଏମ୍‌ସି) ସଫେଇ କର୍ମଚାରୀ ବୁଧବାର ପୁରୀକୁ ଯାଇଛନ୍ତି। ବାତ୍ୟା ଫନୀରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ପୁରୀକୁ ସ୍ବଚ୍ଛ କରିବା ଉଦ୍ଦେଶ୍ୟରେ ସେମାନେ ସମ୍ବଲପୁରରୁ ପୁରୀ ଅଭିମୁଖେ ବାହାରିଛନ୍ତି। ପୁରୀ ପ୍ରଶାସନକୁ ଭେଟିବା ପରେ ତାଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟରେ ନିୟୋଜିତ ହେବେ। ସେମାନେ ପ୍ରାୟ ଏକ ସପ୍ତାହ ଧରି ସେଠାରେ କାମ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ୨୦ ଗେଟ୍‌: ମହାନଦୀରେ ବଢୁଛି ବନ୍ୟା ଆଶଙ୍କା

ସମ୍ବଲପୁର,୧୫।୯(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା...

ଅନୁଧ୍ୟାନ କଲେ ଏସ୍‌ପି

ସମ୍ବଲପୁର, ୩୦।୩ (ବ୍ୟୁରୋ)- ସଂପ୍ରତି ଲକ୍‌ ଡାଉନ ଯୋଗୁ ସମ୍ବଲପୁର ସହର ପ୍ରଭାବିତ ହୋଇଛି । ଜନସାଧାରଣ ନିହାତି ଜରୁରୀ ନଥିଲେ ଘରୁ ବାହାରକୁ ବାହାରିବାକୁ...

ହାଇଓ୍ବା,ବସ୍‌ ମୁହାଁମୁହିଁ: ୧୭ଗୁରୁତର, ୩୨ଆହତ, ସ୍ଥାନୀୟ ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ଜମନକିରା,୨୦।୩: ସମ୍ବଲପୁର ଜିଲା ଜମନକିରା ଥାନା ଫାସିମାଲ- କୁଚିଣ୍ଡା ରାସ୍ତାରେ ଶୁକ୍ରବାର ଦୁର୍ଘଟଣା ଘଟି ୧୭ ଗୁରୁତର ଥିବା ବେଳେ ୩୨ ଆହତ ହୋଇଛନ୍ତି। ଏକ...

ବରଗଡ଼ରେ ପୋଷ୍ଟାଲ ପରେ ଇଭିଏମର ଭୋଟ ଗଣତି ଆରମ୍ଭ

ବରଗଡ଼ ଅଫିସ, ୨୩।୫: ବରଗଡର ଦୁଇ କେନ୍ଦ୍ରରେ ଭୋଟ ଗଣତି ଆରମ୍ଭ ହୋଇଛି। ସକାଳ ୮ଟାରୁ ବରଗଡ ପଞ୍ଚାୟତ କଲେଜ ଓ ପଦ୍ମପୁର ଆରଏମସି ଗୋଦାମରେ...

ବୀରମହାରାଜପୁରରୁ ପଦ୍ମନାଭ ବେହେରା ପଛୁଆ

ବୀରମହାରାଜପୁର,୨୩।୫: ବୀରମହାରାଜପୁର ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ପଦ୍ମନାଭ ବେହେରା ପଛରେ ପଡ଼ିଛନ୍ତି। ୫ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ପଦ୍ମନାଭ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ...

ଆବାସ ଯୋଜନାର ବିଲ ଲାଗି ହିତାଧିକାରୀ ହଟହଟା

ସମ୍ବଲପୁର,୨୬।୪ (ବ୍ୟୁରୋ):  ସମ୍ବଲପୁର ମହାନଗର ନିଗମର ଭିନେ ଭିନେ ଗାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀମାନେ ଘର ତିଆରି କରୁଛନ୍‌। ହେଲେ ପାଖାପାଖି ମାସେ ହେଲା...

ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର

ଭବାନୀପାଟଣା,୮।୬(ଡି.ଏନ.ଏ.): ଭବାନୀପାଟଣା ପୌର ସଂସ୍ଥା ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ଶନିବାର ଅପରାହ୍ନ ୪ଟାରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ...

ହୀରାକୁଦ ଡ୍ୟାମ୍‌ର ୯ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୬ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୯ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି।...

Advertisement
Archives

Model This Week