Posted inଜାତୀୟ

ସବା-ଫାରହା ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୧୯।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ରବିବାର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ପାଟଳିପୁତ୍ର ଲୋକ ସଭା ଆସନ ପାଇଁ ସେମାନେ ଭୋଟ ଦେଇଛନ୍ତି। ପୂର୍ବାହ୍ନ ୧୧ଟାରେ ସେମାନେ ମତଦାନ କେନ୍ଦ୍ରରେ ପହଞ୍ଚିଥିଲେ। ଦୁଇ ଭଉଣୀ ଭିନ୍ନ ଭିନ୍ନ ପରିଚୟ ପତ୍ରରେ ଭୋଟ ଦେଇଛନ୍ତି। ପୂର୍ବରୁ ୨୦୧୫ରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦୁଇ ଭଉଣୀଙ୍କୁ ଗୋଟିଏ ଭୋଟ ଦେବାର ଅଧିକାର ଦିଆଯାଇଥିଲା। ଦୁଇ ଭଉଣୀଙ୍କ ମୁଣ୍ଡ ଯୋଡ଼ି ହୋଇ ରହିଥିବାରୁ ସେମାନଙ୍କୁ ଗୋଟିଏ ବ୍ୟକ୍ତି ଭାବେ ନିର୍ବାଚନ କମିଶନ ଦର୍ଶାଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ବିକାଶ ପାଇଁ ମିଳିମିଶି କାମ କଲେ ଲକ୍ଷ୍ୟ ହେବ ସହଜ: ମୋଦି

ନୂଆଦିଲ୍ଲୀ,୫।୧: ଦେଶର ବିକାଶ ପାଇଁ ମିଳିମିଶି କାମ କରିବା ଅପରିହାର୍ଯ୍ୟ। ଏହାଦ୍ୱାରା ଲକ୍ଷ୍ୟ ହାସଲ କଠିନ ନ ହୋଇ ସହଜ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ସିଦ୍ଧୁଙ୍କ ପରେ କଂଗ୍ରେସକୁ ଆଉ ଏକ ଝଟ୍‌କା

ଚଣ୍ଡିଗଡ଼,୨୮ ।୯: ନବଜୋତ ସିଂ ସିଦ୍ଧୁ କଂଗ୍ରେସ ଅଧ୍ୟକ୍ଷ ପଦ ଛାଡିବା ପରେ ପଞ୍ଜାବ ରାଜନୀତି ହୋଇଛି ଆହୁରି ସରଗରମ । ସିଦ୍ଧୁଙ୍କ ପରେ ଏବେ...

ଆଇଟିବିପିର ୫୦୦ଘଣ୍ଟାର ମିଶନ: ୮ ପର୍ବତାରୋହୀଙ୍କ ମୃତଦେହ ଉଦ୍ଧାର

ପିଥୋରାଗଡ/ ନୂଆଦିଲ୍ଲୀ,୪ା୭(ପି.ଟି.): ନନ୍ଦାଦେବୀ ପୂର୍ବ ଶିଖର ଆରୋହଣ କରୁଥିବା ୮ ପର୍ବତାରୋହୀଙ୍କ ମୃତଦେହ ଦୀର୍ଘ ୫୦୦ ଘଣ୍ଟାର ଅପରେଶନ୍‌ ପରେ ଉଦ୍ଧାର କରାଯାଇ ବୁଧବାର ତଳକୁ...

ଗୋଆରେ ୩ ସ୍ବାଧୀନ ପ୍ରାର୍ଥୀଙ୍କ ସମର୍ଥନ ଅଛି: ଭାଜପା

ନୂଆଦିଲ୍ଲୀ,୧୦।୩: ଆମେ ସନ୍ଧ୍ୟାରେ ସରକାର ଗଠନ କରିବା ପାଇଁ ରାଜ୍ୟପାଳଙ୍କୁ ଭେଟିବୁ ବୋଲି ଗୋଆ ଭାଜପା ପକ୍ଷରୁ ଗୁରୁବାର କୁହାଯାଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ଭାଜପା...

ଆଇସିୟୁରେ ରୋଗୀଙ୍କୁ କାମୁଡ଼ିଲା ମୂଷା

ହାଇଦରବାଦ,୩।୪: ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ଥିବା ଜଣେ ୩୮ ବର୍ଷୀୟ ବ୍ୟକ୍ତିଙ୍କୁ ମୂଷା କାମୁଡ଼ି ଦେଇଥିଲା। ଯାହା ପରେ ପୀଡ଼ିତଙ୍କୁ ଅନ୍ୟ ହସ୍ପିଟାଲକୁ ପଠାଯାଇଥିଲା। ହେଲେ...

ରୋମାନିଆ ମେୟର-ବିମାନ ଚଳାଚଳ ମନ୍ତ୍ରୀ ମୁହାଁମୁହିଁ

ରୋମାନିଆ,୪ା୩: ଭାରତର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ରୋମାନିଆର ମେୟର ମୁହାଁମୁହିଁ ହୋଇଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର ପାଇଁ...

କାଶୀ ଘାଟରେ ନିର୍ମାଣ ହେବ ତମ୍ବୁ ସହର…

ଲକ୍ଷ୍ନୌ, ୫।୫ : ଉତ୍ତରପ୍ରଦେଶର କାଶୀ ଘାଟକୁ ଆକର୍ଷିତ କରିବା ଲାଗି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି। ଏଠାରେ ତମ୍ବୁ ସହର...

ରାଜନୈତିକ ହିଂସାରୁ ଆକ୍ରମଣ

ଚାନ୍ଦବାଲି, ୧୭।୪ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ତୋଟାପଡ଼ା ପଞ୍ଚାୟତ ଗଙ୍ଗାଧରପୁର ପାଟଣା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ରାଜନୈତିକ ହିଂସାକୁ ନେଇ...

Advertisement
Archives

Model This Week