Posted inଜାତୀୟ

ସବା-ଫାରହା ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୧୯।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ରବିବାର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ପାଟଳିପୁତ୍ର ଲୋକ ସଭା ଆସନ ପାଇଁ ସେମାନେ ଭୋଟ ଦେଇଛନ୍ତି। ପୂର୍ବାହ୍ନ ୧୧ଟାରେ ସେମାନେ ମତଦାନ କେନ୍ଦ୍ରରେ ପହଞ୍ଚିଥିଲେ। ଦୁଇ ଭଉଣୀ ଭିନ୍ନ ଭିନ୍ନ ପରିଚୟ ପତ୍ରରେ ଭୋଟ ଦେଇଛନ୍ତି। ପୂର୍ବରୁ ୨୦୧୫ରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦୁଇ ଭଉଣୀଙ୍କୁ ଗୋଟିଏ ଭୋଟ ଦେବାର ଅଧିକାର ଦିଆଯାଇଥିଲା। ଦୁଇ ଭଉଣୀଙ୍କ ମୁଣ୍ଡ ଯୋଡ଼ି ହୋଇ ରହିଥିବାରୁ ସେମାନଙ୍କୁ ଗୋଟିଏ ବ୍ୟକ୍ତି ଭାବେ ନିର୍ବାଚନ କମିଶନ ଦର୍ଶାଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯଶବନ୍ତ ସିହ୍ନା ହେଲେ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ, ୨୧।୬: ଟିଏମ୍‌ସି ନେତା ଯଶବନ୍ତ ସିହ୍ନା ହେଲେ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ। ଏ ନେଇ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର...

ଭାରତ-ଚାଇନା ସୀମା ବିବାଦ ମଧ୍ୟରେ ବାୟୁସେନା କରିବ ଯୁଦ୍ଧାଭ୍ୟାସ, ଅରୁଣାଚଳରେ ସୁଖୋଇ-ରାଫାଲ ଦେଖାଇବେ ଦମ୍‌

ନୂଆଦିଲ୍ଲୀ,୧୫ ।୧୨: ଭାରତ-ଚାଇନା ସୀମା ବିବାଦକୁ ନେଇ ଉଠିଥିବା ଝଡ଼ ମଧ୍ୟରେ ଭାରତୀୟ ବାୟୁସେନା ୧୫ ଡିସେମ୍ବରରୁ ଦୁଇ ଦିନିଆ ଯୁଦ୍ଧାଭ୍ୟାସ କରିବାକୁ ଯାଉଛି ।...

‘ପୁରୁଷଙ୍କ ପାଇଁ ଘରୋଇ ହିଂସା ଆଇନ ନ ଥିବା ଦୁର୍ଭାଗ୍ୟଜନକ’

ଚେନ୍ନାଇ, ୩ା୬: ଘରୋଇ ହିଂସାର ଶିକାର ହେଉଥିବା ପୁରୁଷମାନେ ସ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣୁଛନ୍ତି। ହେଲେ ଏ ନେଇ ଆଇନ ନ ଥିବା ଦୁର୍ଭାଗ୍ୟଜନକ ବୋଲି...

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମମତା: ସିଏଏ,ଏନ୍‌ଆର୍‌ସି ପ୍ରତ୍ୟାହାର କର

କୋଲକାତା,୧୨ା୧(ପି.ଟି.): ପଶ୍ଚିମବଙ୍ଗ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜଭବନରେ ଭେଟିଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନର ବିଭିନ୍ନ ପ୍ରସଙ୍ଗ ଉପରେ...

କ୍ୟାବିନେଟ ବୈଠକରେ ମୋବାଇଲ ଫୋନ୍‌ ବାରଣ କଲେ ଉତ୍ତର ପ୍ରଦେଶ ସରକାର

ଲକ୍ଷ୍ନୌ,୧।୬: ଏଥର ଅଫିସିଆଲ୍‌ ମିଟିଙ୍ଗ ସହ କ୍ୟାବିନେଟ ବୈଠକରେ କୌଣସି ମନ୍ତ୍ରୀ ମୋବାଇଲ ଫୋନ୍‌ ବ୍ୟବହାର କରିପାରିବେ ନାହିଁ ବୋଲି ଶନିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ...

ମନ୍ଦିରରେ ରହୁଥିବା ‘ଶାକାହାରୀ କୁମ୍ଭୀର’ର ମୃତ୍ୟୁ

ଥିରୁଭାନନ୍ତପୁରମ,୧୦।୧୦: କେରଳର ଶ୍ରୀ ଅନନ୍ତପଦ୍ମନାବା ସ୍ବାମୀ ମନ୍ଦିରରେ ରହୁଥିବା ‘ଶାକାହାରୀ କୁମ୍ଭୀର’ ଦେହାନ୍ତ ହୋଇଛି। ‘ବାବିଆ’ ଭାବରେ ଜଣାଶୁଣା ଏହି କୁମ୍ଭୀରଟି ଗତ ୭୦ ବର୍ଷ...

ପୁଟିନ୍‌ଙ୍କ ସହ ୨୫ ମିନିଟ୍‌ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୪।୨: ବିଭିନ୍ନ ଦେଶର ବାରଣ ସତ୍ତ୍ୱେ ଶେଷରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। ଏନେଇ ୟୁକ୍ରେନ ରାଷ୍ଟ୍ରପତି ବିଭିନ୍ନ ଦେଶର ସହଯୋଗ ଲୋଡିଛନ୍ତି। ଇତିମଧ୍ୟରେ...

କର୍ନାଟକରେ ମାସ୍କ ବାଧ୍ୟତାମୂଳକ

ବେଙ୍ଗାଲୁରୁ, ୨୭।୧୨: ଦେଶରେ ଗୋଟିଏ ପରେ ଗୋଟିଏ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ କର୍ନାଟକ ସରକାର ମାସ୍କ ପରିଧାନକୁ ବାଧ୍ୟତାମୂଳକ କରିଛନ୍ତି। ସୋମବାର...

Advertisement
Archives

Model This Week