ସବୁଜ ବାଣ ଉପରେ ନିଷ୍ପତ୍ତି ନେବେ ଏସ୍‌ଆର୍‌ସି: ହାଇକୋର୍ଟ

କଟକ ପ୍ରଦୂଷଣ,୨୯ା୧୦: ଦୀପାବଳିରେ ବାଣ ଫୁଟାଇବାକୁ ନେଇ ହାଇକୋର୍ଟରେ ସବୁଜ ବାଣକୁ ଅନୁମତି ସମ୍ପର୍କିତ ମାମଲା ପ୍ରସଙ୍ଗରେ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଛନ୍ତି ହାଇକୋର୍ଟ । ସୁପ୍ରିମକୋର୍ଟ ଓ ଏନଜିଟିଙ୍କ ନିର୍ଦ୍ଦେଶାବଳୀ ଆଧାରରେ ଏସ୍‌ଆର୍‌ସି ନିଷ୍ପତ୍ତି ନେବେ। କୋଭିଡ୍‌ ଗାଇଡ୍‌ଲାଇନ୍‌ ଆଧାରରେ ନିଷ୍ପତ୍ତି ନେବେ ଏସ୍‌ଆରସି ।

ସବୁଜ ବାଣକୁ ନେଇ ଆସନ୍ତାକାଲି ପୂର୍ବାହ୍ନରେ ଏସ୍‌ଆରସି ଶୁଣାଣି କରିବେ। ଦିନ ଗୋଟାଏ ସୁଦ୍ଧା ଶୁଣାଣି ଶେଷ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନିଷ୍ପତ୍ତି ସମ୍ପର୍କରେ ସୋମବାର ପୂର୍ବାହ୍ନ ୧୦ଟା କୋର୍ଟଙ୍କୁ ଜଣାଇବେ ଏସ୍‌ଆରସି। ସୋମବାର ଅପରାହ୍ନ ୨ଟାରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ପିତୃ ପକ୍ଷରେ ଚମକିବ ଏହି ୫ ରାଶିର ଭାଗ୍ୟ, ଧନ ସହ ମିଳିବ କ୍ୟାରିୟରରେ ବଡ଼ ସଫଳତା

ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, ପିତୃ ପକ୍ଷର ସମୟ ପିତୃପୁରୁଷଙ୍କ ତର୍ପଣ ଏବଂ ଶ୍ରାଦ୍ଧ ପାଇଁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ପିତୃ ପକ୍ଷ ୨୬ ସେପ୍ଟେମ୍ୱରରୁ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

ଗୁରୁ-ଚନ୍ଦ୍ରଙ୍କ ଯୁତିରେ ଗଜକେଶରୀ ରାଜଯୋଗ: ଅଧିକ ଫାଇଦାରେ ରହିବେ ମୀନ ରାଶି; ଆଉ ୩ ରାଶିଙ୍କୁ ଚାକିରିରେ ମିଳିବ…

ଚନ୍ଦ୍ର ୪ ଅକ୍ଟୋବର ୨୦୨୬ ସଂଧ୍ୟା ୬ଟା ୩୧ ମିନିଟରେ କର୍କଟ ରାଶିରେ ପ୍ରବେଶ କରିବେ। ଏହି ରାଶିରେ ପୂର୍ୱରୁ ହିଁ ବୃହସ୍ପତି (ଗୁରୁ) ବିରାଜମାନ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?