ସବୁଠାରୁ ମହଙ୍ଗା ଭାରତୀୟ ଅଭିନେତା ତାଲିକାରେ ପ୍ରଭାସ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଅପ୍‌ କମିଂ ଆକ୍ସନ ଫିଲ୍ମ ‘ସାହୋ’ ଅଗଷ୍ଟ ୩୦ରେ ପରଦାକୁ ଆସିବ। ତେଲଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରୁଥିବା ଶ୍ରଦ୍ଧା କପୁର ଏଥିରେ ପ୍ରଭାସଙ୍କ ବିପକ୍ଷରେ ନଜର ଆସିବେ। ସୁଜିତଙ୍କ ନିର୍ଦ୍ଦେଶିତ ଫିଲ୍ମ ସାହୋ ୨୦୧୯ର ସବୁଠାରୁ ବିଗ୍‌ ବଜେଟ୍‌ର ଫିଲ୍ମ ବୋଲି ଚର୍ଚ୍ଚା ହେଉଛି। ଏହି ପାଓ୍ବାର ପ୍ୟାକ୍ଡ ଥ୍ରିଲର ଫିଲ୍ମ ପାଇଁ ପ୍ରଭାସ ଓ ଶ୍ରଦ୍ଧା ମୋଟା ଅଙ୍କର ଅର୍ଥ ନେଇଥିବା ଜଣାପଡ଼ିଛି। ଏହି ଫିଲ୍ମ ପାଇଁ ପ୍ରଭାସ ନେଇଛନ୍ତି ଶହେ କୋଟି ଟଙ୍କା। ଏହାପରେ ରଜନୀକାନ୍ତ, ସଲମାନ ଖାନ ଓ ଶାହରୁଖ ଖାନଙ୍କୁ ପ୍ରଭାସ ପଛରେ ପକାଇଦେଇ ସବୁଠାରୁ ମହଙ୍ଗା ଭାରତୀୟ ଅଭିନେତା ପାଲଟି ଯାଇଛନ୍ତି। ଅନ୍ୟପଟେ ସାହୋର ପ୍ରି-ରିଲିଜ୍‌ ଆୟର ୫୦ ପ୍ରତିଶତ ଅଂଶର ଭାଗୀଦାର ମଧ୍ୟ ପ୍ରଭାସ ହେବେ ବୋଲି କୁହାଯାଉଛି। ସେହିପରି ସାଉଥ୍‌ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରୁଥିବା ଶ୍ରଦ୍ଧା ଏହି ଫିଲ୍ମ ପାଇଁ ୭ କୋଟି ଟଙ୍କା ନେଇଛନ୍ତି। ଏଥି ସହିତ ସେ ମଧ୍ୟ ହାଇଏଷ୍ଟ ପେଡ୍‌ ଭାରତୀୟ ଅଭିନେତ୍ରୀଙ୍କ ତାଲିକାରେ ନିଜର ସ୍ଥାନ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି…

ରଥଯାତ୍ରାର ଅନ୍ତିମ ଯାତ୍ରା ଦେଖିବା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ଆଗମନ

ପୁରୀ,୨୭ା୭: ଆଜି ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରିବିଜେ। ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ। ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri