ସବୁଠି ‘ଓଁ ନମଃ ଶିବାୟ’: ଭୁଷଣ୍ଡେଶ୍ୱର ଓ ଚନ୍ଦନେଶ୍ୱର ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଭୋଗରାଇ,୨୧।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଏସିଆର ସର୍ବବୃହତ ଶିବ ଲିଙ୍ଗ ଭୁଷଣ୍ଡେଶ୍ୱର ଓ ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କଠାରେ ମହାଶିବରାତ୍ରି ଉପଲକ୍ଷେ ଲକ୍ଷାଧିକ ଶ୍ରଦ୍ଧାଳୁ ପୂଜାର୍ଚ୍ଚନା କରିଛନ୍ତି। ବଡ଼ି ଭୋର୍‌ରୁ ଭକ୍ତମାନେ ଶିବ ଆରାଧନା ସହ ଜଳାଭିଷେକ କରିଛନ୍ତି। ପଶ୍ଚିମବଙ୍ଗ-ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ଏଠାକୁ ବହୁ ଶୈବଭକ୍ତଙ୍କ ସୁଅ ଛୁଟୁଛି। ଶୈବପୀଠ ଭକ୍ତମୟ ହୋଇଯାଇଛି। ଟ୍ରଷ୍ଟ ବୋର୍ଡ ଏବଂ ପୋଲିସ ଉପସ୍ଥିତିରେ ଶାନ୍ତି ଶୃଙ୍ଖଳାରେ ସମସ୍ତ କାର୍ଯ୍ୟ ସମ୍ପାଦନ ହେଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ ପଞ୍ଜୀକରଣର ୪୮ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସଂଯୋଗ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଶକ୍ତିମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର ମଙ୍ଗଳବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶକ୍ତି ବିଭାଗ ସମ୍ମିଳନୀ କକ୍ଷରେ ୫-ଟି ସମ୍ପର୍କିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଦିବ୍ୟଶଙ୍କର...

ସ୍ତ୍ରୀ ହତ୍ୟାକାରୀଙ୍କୁ ୭ବର୍ଷ ସଶ୍ରମ କାରାଦଣ୍ଡ

ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ଅତିରିକ୍ତ ଜିଲା ଓ ଦୌରା ଜଜଙ୍କ କୋର୍ଟରେ ବୁଧବାର ଏକ ଯୌତୁକ ଜନିତ ସ୍ତ୍ରୀ ହତ୍ୟା ମାମଲାର ରାୟ ପ୍ରକାଶ...

କଳିଙ୍ଗାରେ ସୀମା ସିଲ୍‌

ଜି.ଉଦୟଗିରି,୩୧ା୩(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ଗଞ୍ଜାମ ଓ କନ୍ଧମାଳ ଜିଲା ପ୍ରବେଶ ଦ୍ୱାର ଭାବେ ପରିଚିତ କଳିଙ୍ଗା ଚେକ ଗେଟଠାରେ ଜିଲା ସୀମାକୁ ସିଲ କରି ଦେଇଛି। ରାଜ୍ୟ...

ସଶକ୍ତୀକରଣ ରାସ୍ତା ଦେଖାଇଲା ‘ଜଜ୍‌ବା’

ବ୍ରହ୍ମପୁର ଅଫିସ୍‌,୧୭ା୯-ଦୃଢ଼ମନା ଯୁବପିଢ଼ିଙ୍କ ବିନା କୌଣସି ଦେଶ ସଶକ୍ତ ହୋଇପାରିବ ନାହିଁ। ଏଣୁ ଅଧିକରୁ ଅଧିକ ଯୁବତୀ ଯୁବକଙ୍କୁ ସଶକ୍ତୀକରଣ କରାଇବାର ଆବଶ୍ୟକତା ରହିଛି। ଯୁବପିଢି...

ପରୀକ୍ଷା ଖାତା ମୂଲ୍ୟାୟନକାରୀଙ୍କ ପାଉଣା ବଢ଼ିବ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଏଣିକି ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ର ଓ ପ୍ରଶ୍ନପତ୍ର ସେଟ୍‌ ବଢ଼ିବ। ସେହିଭଳି ମୂଲ୍ୟାୟନକାରୀଙ୍କ ପାଉଣା ମଧ୍ୟ ବଢ଼ାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ...

ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): କିଛି ଦିନ ହେବ ପେଟ୍ରୋଲ ଓ ଡିଜେଲ ଦର କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟ ସରକାର ବସ୍‌...

ସିସି କ୍ୟାମେରା ଲଗାଇବାରେ ବିଳମ୍ବ

ଛତ୍ରପୁର,୩୧ା୧୦(ଡି.ଏନ.ଏ)-ଗଞ୍ଜାମ ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ବୁଧବାର ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା...

ପାହାଡ଼ରୁ ମିଳିଲା ନରକଙ୍କାଳ

ଲାଠୋର, ୫ା୭: ବଲାଙ୍ଗୀର ଜିଲା ଲାଠୋର ଥାନା ଅନ୍ତର୍ଗତ ପାଢ଼େଲ ଡୁଙ୍ଗୁରି(ପାହାଡ଼)ରୁ ସୋମବାର ପୋଲିସ ଏକ ନରକଙ୍କାଳ ଜବତ କରିଛି। ଏ ନେଇ ଏକ ମାମଲା(ନଂ.୬/୨୧)...

Advertisement
Archives

Model This Week