ସବୁଠି ଗାନ ହେଲା ‘ବନ୍ଦେ ଉତ୍କଳ ଜନନୀ’

ବନ୍ତ,୩୦ା୫(ସ୍ବ.ପ୍ର.):କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ଶନିବାର ୫ଟା ୩୦ରେ ବନ୍ତ ବ୍ଲକର ଆଗରପଡା ଅଞ୍ଚଳରେ ସରକାରୀ କାର୍ଯାଳୟ, ଶିକ୍ଷାନୁଷ୍ଠାନରେ ସମୂହ ବନ୍ଦେ ଉକତ୍ଳ ଜନନୀ ଗାନ କରାଯାଇଛି। ଆଗରପଡା ବଜାର ମୁଖ୍ୟ ଛକରେ ଜୋନ ବିଜେଡି ପକ୍ଷରୁ ଜିଲାପରିଷଦ ସଭ୍ୟ ପ୍ରଶାନ୍ତ କୁମାର ଦାଶଙ୍କ ନେତୃତ୍ୱରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। ଏଥିରେ ଏମ୍‌ପିଙ୍କ ପ୍ରତିନିଧି ଶ୍ରୀନାଥ ମହାନ୍ତି, ଯୁବନେତା ସତ୍ୟସାଧନ ବେଜ, ସମିତି ସଭ୍ୟ ଦିଲୀପ ପୁହାଣ, ଭୀଷ୍ମେଶ୍ୱର ଦାସଙ୍କ ସମେତ ବହୁ ଦଳୀୟ କର୍ମୀ ଭାଗ ନେଇଥିଲେ। ସେହିପରି ଆଗରପଡା ଥାନାରେ ଥାନାଧିକାରୀ ସୁକାନ୍ତି କେରେଇଙ୍କ ନେତୃତ୍ୱରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ନଜରରେ ସମ୍ବେଦନଶୀଳ ଅଞ୍ଚଳ

କେନ୍ଦୁଝର,୧୩।୨(ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଭୟମୁକ୍ତ ଓ ଶାନ୍ତିପୂର୍ଣ୍ଣ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଘଷିପୁରା, ହାଟଡିହି, ଆନନ୍ଦପୁର ବ୍ଲକ...

ବରୀ, କୋରେଇ ବ୍ଲକରେ ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୧୮ା୧: ଯାଜପୁର ଜିଲା ବରୀ ବ୍ଲକର ୮୯ ଗ୍ରାମ ଓ କୋରେଇ ବ୍ଲକର ୧୫୮ ଗ୍ରାମ ପାଇଁ ୨ଟି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପକୁ...

ଷ୍ଟେଶନରେ ଅକ୍ସିଜେନ ଟ୍ୟାଙ୍କର ଲିକ୍‌

ରାୟଗଡ଼ା ଅଫିସ,୨୫।୫: ରାୟଗଡ଼ା ରେଳ ଷ୍ଟେଶନରେ ସୋମବାର ଏକ ଅକ୍ସିଜେନ ବୋଝେଇ ଟ୍ୟାଙ୍କର ଲିକ୍‌ ହୋଇଥିବାବେଳେ ଅଳ୍ପକେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ମାଲବାହୀ ଟ୍ରେନ୍‌...

କ୍ଷତି ସହୁଛନ୍ତି ମାଛଚାଷୀ

ବାରିପଦା ଅଫିସ,୨୮ା୭- ମହାମାରୀ କରୋନା ସଂକ୍ରମଣ ସମୟରେ ମୟୂରଭଞ୍ଜ ଜିଲାରେ ମଧୁରଜଳ ମାଛଛାଷ ଜୀବନ ଜୀବକାରେ ସହାୟକ ହୋଇଛି। ତାଲିମପ୍ରାପ୍ତ ଚାଷୀମାନେ ସ୍ବଳ୍ପ ପୁଞ୍ଜି ବିନିଯୋଗରେ...

ଧାର୍ଯ୍ୟ ସମୟରେ କୋର୍ସ ସରିବା ନେଇ ଆଶଙ୍କା

ଖୋର୍ଦ୍ଧା ଅଫିସ,୮।୨: କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ ସହ ସୋମବାରଠାରୁ ଶ୍ରେଣୀଗୃହରେ ନବମ ଓ ଏକାଦଶ ଶ୍ରେଣୀର ପାଠପଢା ଆରମ୍ଭ ହେବ। କରୋନା ମହାମାରୀ ପାଇଁ ମାର୍ଚ୍ଚ...

ନିମ୍ନମାନର ଚାଉଳ ଦେଇ ଫସିଲା ଯୋଗାଣକାରୀ ସଂସ୍ଥା

ବରଗଡ଼ ଅଫିସ୍‌,୨୨।୪: ମହାମାରୀ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ନେଇ ସଂକ୍ରମିତ, ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଫଳରେ ଏହାକୁ ପ୍ରତିହତ କରିବା ପାଇଁ ସାରାଦେଶରେ...

ପୋତାଗଡ଼, ଋଷିକୂଲ୍ୟା ମୁହାଁଣ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ

ଗଞ୍ଜାମ,୨୭।୧(ଡି.ଏନ୍‌.ଏ.): ଗଞ୍ଜାମ ଅଞ୍ଚଳରେ ଥିବା ଐତିହାସିକ ପୋତାଗଡ଼ ଓ ଋଷିକୂଲ୍ୟା ମୁହାଁଣ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଧୀରେନ କ୍ରିଷ୍ଣା ବୁଧବାର ପରିଦର୍ଶନ କରିଛନ୍ତି। ଏହି ସମୟରେ...

କାଳିଆପାଣି ଖଣି ଅଞ୍ଚଳରେ ବଢୁଛି ନୀଳପଥର ଚୋରାଚାଲାଣ

କାଳିଆପାଣି,୨୪ା୪(ଡି.ଏନ.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ କ୍ରୋମାଇଟ୍‌, ଆଇରନ ଓ ପାରାସନାଇଟ ନୀଳପଥର ଆଦି ରହିଥିବା ବେଳେ ୯୫ ପ୍ରତିଶତ କ୍ରୋମାଇଟ ରହିଛି। ତେବେ...

Advertisement
Archives

Model This Week